Trending
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
Browsing Category
Odisha
All about all odisha state news updates
ବିଶ୍ବବିଦ୍ୟାଳୟ ବର୍ଗରେ ତଳକୁ ଖସିଲା ଉତ୍କଳ
ଭୁବନେଶ୍ବର: କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିବା ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ୍ ରାଙ୍କିଙ୍ଗ୍ ଫ୍ରେମଓ୍ୱାର୍କ ତାଲିକାରେ ଓଡ଼ିଶାର ସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକ ପୁଣିଥରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। ‘ଶ୍ରେଷ୍ଠ ଶହେ ବିଶ୍ବବିଦ୍ୟାଳୟ’ ବର୍ଗରେ ଓଡ଼ିଶାରୁ ୩ଟି…
ସିଗନାଲ ଟ୍ୟାମ୍ପରିଂ ନେଇ ସନ୍ଦେହ ବ୍ୟକ୍ତ କରିଛନ୍ତି ଖୋର୍ଦ୍ଧା ଡିଆରଏମ
ସିଗନାଲ ଟ୍ୟାମ୍ପରିଂ ନେଇ ସନ୍ଦେହ ବ୍ୟକ୍ତ କରିଛନ୍ତି ଖୋର୍ଦ୍ଧା ଡିଆରଏମ। ଇଣ୍ଟରଲକିଂ ସିଷ୍ଟମରେ ଜାଣିଶୁଣି ତ୍ରୁଟି କରାଯାଇଛି ବୋଲି କହିଛନ୍ତି ଖୋର୍ଦ୍ଧା ଡିଆରଏମ । ସେ କହିଛନ୍ତି ଯେ ଜଣେ କେହି ଏହି ସିଷ୍ଟମରେ କ୍ଷତି କରିବାକୁ ଚେଷ୍ଟା କରିଛି । ଡାଟା ଲକର ଅନୁଯାୟୀ ମେନ ଲାଇନକୁ ଗ୍ରୀନ…
ରେଳବାଇ ବିରୋଧରେ ମାମଲା ରୁଜୁ
ବାଲେଶ୍ୱର: ବାଲେଶ୍ୱର ବାହାନଗାରେ ଟ୍ରେନ ଦୁର୍ଘଟଣା ରେଳବାଇ ଦାୟିତ୍ୱହୀନତା ଓ ଅବହେଳା ଅଭିଯୋଗରେ ରୁଜୁ ହୋଇଛି ମାମଲା। ଜିଆରପି ଏତଲା ଅଧାରରେ ମାମଲା ରୁଜୁ କରିଛି ବାଲେଶ୍ୱର ଜିଆରପି। ଆଇପିସିର ଧାରା ୩୩୭,୩୩୮,୩୦୪(A), ୩୪ ସମେତ ରେଲଓ୍ବେ ଆକ୍ଟ 153/154/175ରେ ମାମଲା ରୁଜୁ କରି ତଦନ୍ତ…
ବରଗଡରେ ଦୁର୍ଘଟଣାର ଶିକାର ହୋଇଛି ଏକ ମାଲବାହୀ ଟ୍ରେନ
ବରଗଡ: କରମଣ୍ଡଳ ଦୁର୍ଘଟଣାର ଦୁର୍ଦ୍ଦଶା ସୁଧୁରିନଥିବା ବେଳେ ପୁଣି ଏକ ଟ୍ରେନ ଦୁର୍ଘଟରା ନେଇ ସୂଚନା ମିଳିଛି । ବରଗଡରେ ଦୁର୍ଘଟଣାର ଶିକାର ହୋଇଛି ଏକ ମାଲବାହୀ ଟ୍ରେନ । ମେଣ୍ଢାପାଲି ନିକଟରେ ଏହି ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇ ଟ୍ରାକ ତଳକୁ ଖସି ଆସିଥିବା ଜଣାଯାଇଛି । ଡୁଙ୍ଗୁରି…
ବାହାନଗାରେ ଗଡ଼ିଲା ପାସେଞ୍ଜର ଟ୍ରେନ୍
ବାଲେଶ୍ବର: ୫୦ ଘଣ୍ଟାରୁ ଅଧିକ ସମୟର ନନଷ୍ଟପ୍ ମରାମତି ପରେ ଶେଷରେ ବାହାନଗାରେ ଗଡ଼ିଲା ଟ୍ରେନ୍। ଉଭୟ ଅପ୍ ଓ ଡାଉନ୍ ଲାଇନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି । ଟ୍ରାକରେ ଗଡ଼ିଛି ପାସେଞ୍ଜର ଟ୍ରେନ୍ । ଗତକାଲି ଉଭୟ ଟ୍ରାକରେ ମାଲବାହୀ ଟ୍ରେନ ଚଳାଚଳ କରିଥିଲା । ବାଲେଶ୍ବର…
ଟ୍ରେନ ଦୁର୍ଘଟଣାରେ ସହାୟତାର ହାତ ବଢ଼ାଇଛନ୍ତି ବୀରେନ୍ଦ୍ର ସେହଓ୍ବାଗ
ଭୁବନେଶ୍ବର: ବାଲେଶ୍ବର ବାହାନଗା ଟ୍ରେନ ଦୁର୍ଘଟଣ ସାରା ଦେଶକୁ ଥରାଇ ଦେଇଛି । ଏବେ ଯାଏ ଅନେକ ଶବ ଚିହ୍ନଟ ହୋଇ ନଥିଲାବେଳେ ନିଜ ପ୍ରିୟଜନଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ । ଏହାରି ଭିତରେ ଆହତ ଏବଂ ମୃତକଙ୍କ ପରିବାର ପ୍ରତି ସହାୟତାର ହାତ ବଢ଼ାଇଛନ୍ତି ଅନେକ ସଂଗଠନ ।କ୍ରିକେଟର ବୀରେନ୍ଦ୍ର…
ବିଶ୍ବ ପରିବେଶ ଦିବସ ପାଳନ
ଭୁବନେଶ୍ବର: ଆଜି ବିଶ୍ବ ପରିବେଶ ଦିବସ। ପ୍ରତିବର୍ଷ ଜୁନ ମାସ ୫ ତାରିଖ ଦିନ ଏହି ଦିବସ ପାଳନ ହୁଏ। ଏହି ଦିବସ ପାଳନ କରିବାର ମୁଖ୍ୟ କାରଣ ହେଉଛି ଲୋକଙ୍କୁ ପରିବେଶ ବିଷୟରେ ଅବଗତ କରାଇବା। ବିଶ୍ବର ପ୍ରାୟ ୧୪୩ଟି ରାଷ୍ଟ୍ରରେ ପରିବେଶ ଦିବସ ପାଳନ କରାଯାଇଥାଏ ।ବିଶ୍ବ ପରିବେଶ ଦିବସରେ…
ଜ୍ବରରେ ପୀଡିତ ଚତୁର୍ଦ୍ଧାମୂର୍ତ୍ତି, ଅଲାରନାଥଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ଭିଡ଼
ବ୍ରହ୍ମଗିରି:ଆଜିଠାରୁ ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ ହୋଇଛି । ସ୍ନାନଯାତ୍ରା ଓ ଗଜବେଶ ଦର୍ଶନ ପରେ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଅତ୍ୟଧିକ ସ୍ନାନ ହେତୁ ଶ୍ରୀବିଗ୍ରହମାନେ ଜ୍ବରରେ ପୀଡିତ ହୋଇଛନ୍ତି । ୧୫ ଦିନ ଧରି ଚାଲିବ ଅନବସର ଗୁପ୍ତ ନୀତି…
ଗଜବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରତ୍ନବେଦିରୁ ସ୍ନାନବେଦିକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରା ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶୁଭ୍ର ରଙ୍ଗର ଗଜବେଶରେ…
ସ୍ନାନ ମଣ୍ଡପରେ ରକ୍ତଛିଟା ହେତୁ ଶ୍ରୀଜିଉଙ୍କ ହେବ ମହାସ୍ନାନ
ସ୍ନାନ ମଣ୍ଡପ ଚକଡାରେ ରକ୍ତ ଛିଟା ଦେଖିବାକୁ ମିଳିଛି । ଏଥିପାଇଁ ଏବେ ରୀତିନୀତି ଅନୁସାରେ ଶ୍ରୀଜିଉଙ୍କର ମହାସ୍ନାନ ହେବ । କୌଣସି ଜଣେ ସେବାୟତଙ୍କ ଠାରୁ ରକ୍ତଛିଟା ଲାଗିଥିବା ସୂଚନା ମିଳିଛି । ମହାପ୍ରଭୁ ଯାତ୍ରାରେ ବାହାରିଥିବାରୁ ଯାତ୍ରାଙ୍ଗୀ ମହାସ୍ନାନ କରାଯିବ । ଏହି ମହାସ୍ନାନ ପରେ…