Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Odisha
All about all odisha state news updates
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର । ମୁକାବିଲା ପାଇଁ ପୂରା ପ୍ରସ୍ତୁତ ସରକାର । ରାଜୀବ ଭବନରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଲିଥିଲା ଗୁରୁତ୍ବପୂର୍ଣ୍ଣ ବୈଠକ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । କେମିତି ବାତ୍ୟା ମୋନ୍ଥାକୁ…
ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି।
ସୂଚନାଯୋଗ୍ୟ,…
ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଗିରଫ କରାଯାଇଛି ବୋଲି ବିଜେଡି ଅଭିଯୋଗ କରିଛି।…
ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
ନୂଆପଡା ଲଢେଇରେ କାହାର ହେବ ବାଜି। ବିଜେପି କହୁଛି ଜିତିବ । ବିଜେଡି କହୁଛି ଜିତିବ । କଂଗ୍ରେସ ପ୍ରାର୍ଥୀ ମଧ୍ୟ କହୁଛନ୍ତି ସେ ଏଥର ନିଶ୍ଚୟ ଜିତିବେ । ପରସ୍ପର ଦଳ ପରସ୍ପରକୁ ଟାର୍ଗେଟ କରୁଛନ୍ତି । ଗାଁ ଗାଁରେ ତ୍ରିମୁଖୀ ପ୍ରତିଦ୍ବନ୍ଦ୍ବିତାର ଝଲକ ଦେଖିବାକୁ ମିଳୁଛି । ବିଜେଡି, କଂଗ୍ରେସ ଓ…
ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବିକଶିତ ଭାରତ ଗଠନ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହାକୁ ପୂରଣ…
ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ଗିରଫକୁ ନେଇ ବିଜୁ ଜନତା ଦଳ ତାର ଆଭିମୁଖ୍ୟ କଡ଼ା କରିଛି । ବିଜୁ ଜନତା ଦଳ ତରଫରୁ ଜାରି କରାଯାଇଥିବା ଏକ ପ୍ରେସ ବିବୃତିରେ ଗତ ୧୬ ମାସର ରାଜ୍ୟରେ ଶାସନ…
ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ରାଜ୍ୟରେ ଏବେ ଏବେ ଏକ ଲଘୁଚାପର ପ୍ରକୋପ କମିଥିବା ବେଳେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ମୁଣ୍ଡ ଟେକିଲାଣି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ…
ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ୟ ସରକାର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର ପରିକଳ୍ପନାର ସଫଳ ରୂପାୟନ ପାଇଁ ପ୍ରତିଶ୍ରୁତିବଦ୍ଧ। ଭିତ୍ତିଭୂମିର ବିକାଶ ତଥା ବେଦାନ୍ତ ଭଳି କମ୍ପାନିର ପୁଞ୍ଜି ବିନିଯୋଗ ଜରିଆରେ ଓଡ଼ିଶା ସରକାର ଏହି ଲକ୍ଷ୍ୟ ହାସଲ କରିବେ। ଶିଳ୍ପ ଓ…
‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
ରାଜଧାନୀ ଭୁବନେଶ୍ବରର ସବୁଠାରୁ ବଡ଼ ହାଟ ‘ୟୁନିଟ୍-୧’ରେ ଆଜି ଅପରାହ୍ଣରେ ଭୟାବହ ଅଗ୍ନିକାଣ୍ଡ ଦେଖିବାକୁ ମିଳିଛି। କୌଣସି ଏକ ତେଜରାତି ଦୋକାନରୁ ଆରମ୍ଭ ହୋଇଥିବା ନିଆଁ ପ୍ରାୟ ୪୦ଟି ଦୋକାନକୁ ଧ୍ବଂସ କରିଦେଇଛି। ଫଳରେ ବ୍ୟବସାୟୀମାନଙ୍କର ଲକ୍ଷାଧିକ ଟଙ୍କାର ସାମଗ୍ରୀ ପାଉଁଶ…
ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
୧୫ ଦିନ ପରେ ପୀତବାସ ପଣ୍ଡା ହତ୍ୟା ମାମଲାର ଖୁଲାସା ହୋଇଛି । ରାଜନୈତିକ ଶତ୍ରୁତାରୁ ମର୍ଡର ହୋଇଥିବା ତଦନ୍ତ ପରେ ପୋଲିସ କହିଛି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ଼ ଖୁଲାସା କରିଛନ୍ତି ବ୍ରହ୍ମପୁର ଏସ୍ପି । ସେ କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା…