Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
Odisha
All about all odisha state news updates
ବିଜେବି କଲେଜରେ ଛାତ୍ରଙ୍କ ରାଗିଂ ଘଟଣାରେ 3 ଗିରଫ
ଭୁବନେଶ୍ବର: ବିଜେବି କଲେଜରେ ଛାତ୍ରଙ୍କ ରାଗିଂ ଭିଡିଓ ଭାଇରାଲ୍ ଘଟଣାରେ ପୋଲିସ ପକ୍ଷରୁ ଦୃଢ଼ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇଛି । ଘଟଣାରେ ସମ୍ପୃକ୍ତ ୪ଅଭିଯୁକ୍ତ ସମ୍ପୃକ୍ତ ରହିଥିବାରୁ 3ଜଣଙ୍କୁ ଗିରଫ କରାଯାଇ ଜେଲ ପଠାଇଦେଇଛି ପୋଲିସ । ୪ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ରହିଛନ୍ତି ।…
ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଇ-ହସ୍ପିଟାଲ ବ୍ୟବସ୍ଥା ଆରମ୍ଭ
ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଆରମ୍ଭ ହୋଇଛି ଇ-ହସ୍ପିଟାଲ ବ୍ୟବସ୍ଥା । ପ୍ରଥମ ପର୍ଯ୍ୟାୟରେ ଏଣ୍ଡ୍ରୋକ୍ରାଇନୋଲୋଜି, ମେଡିସିନ୍ ଓ ପେଡିଆଟ୍ରିକ୍ ସର୍ଜରୀ ବିଭାଗରେ ଇ-ହସ୍ପିଟାଲ ବ୍ୟବସ୍ଥା ଲାଗୁ କରାଯାଇଛି । ରୋଗୀଙ୍କ ପଞ୍ଜିକରଣଠୁ ଆରମ୍ଭ କରି ଟେଷ୍ଟ ଏବଂ ପ୍ରେସକ୍ରପସନ୍ ଯାଏ ସବୁକିଛି…
ଓଡିଶାରେ 5 ଜି ସେବା ଆରମ୍ଭ, ସାରା ଓଡ଼ିଶା ପାଇଁ ସ୍ଥାପନ ହେବ ୫୦୦୦ ମୋବାଇଲ୍ ଟାୱାର
ଭୁବନେଶ୍ବର: ଓଡିଶାରେ 5ଜି ସେବା ଆରମ୍ଭ ହୋଇଛି । କଟକ ଭୁବନେଶ୍ବରରେ ପ୍ରଥମେ ଏହି ସେବା ଯୋଗାଇଦେବେ ଏୟାରଟେଲ ଓ ଜିଓ । ଆଜିଠୁ ଓଡିଶାରେ ଆରମ୍ଭ ହୋଇଛି ୫ଜି ସେବା । କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଏହି ସେବାର ଶୁଭାରମ୍ଭ କରିଛନ୍ତି…
ନେଦରଲ୍ୟାଣ୍ଡସ ହକି ଟିମ କୁ ସ୍ବାଗତ
ଭୁବନେଶ୍ୱର: ହକି ବିଶ୍ବକପ ପାଇଁ ପହଁଚିଛନ୍ତି ବିଦେଶ ଖେଳାଳି । ପ୍ରଥମ ଦଳ ଭାବେ ପହଂଚିଲା ନେଦରଲ୍ୟାଣ୍ଡସ୍ ହକି ଟିମ୍ । ପ୍ରଥମ ବିଦେଶୀ ଦଳ ଭାବେ ଓଡ଼ିଶା ପହଞ୍ଚିଛି ନେଦରଲ୍ୟାଣ୍ଡସ ହକି ଟିମ୍ । ବିମାନବନ୍ଦରରେ ଟିମ କୁ ସ୍ୱାଗତ କରାଯାଇଛି । ଆସନ୍ତା ୧୩ତାରିଖରୁ ଭୁବନେଶ୍ୱର କଳିଙ୍ଗ…
କଟକ ଭୁବନେଶ୍ବରରେ ଆସନ୍ତାକାଲିଠୁ ୫ଜି ସେବା ଆରମ୍ଭ
ଭୁବନେଶ୍ବର: ବହୁ ପ୍ରତିକ୍ଷିତ 5ଜି ସେବା ଓଡ଼ିଶାରେ ଆସନ୍ତାକାଲିଠୁ ଆରମ୍ଭ ହେବ । ରେଳମନ୍ତ୍ରୀ କହିଥିଲେ ଜାନୁଆରୀ ୨୬ ପୂର୍ବରୁ ରାଜ୍ୟରେ ଫାଇଭ୍ ଜି ସେବା ଆରମ୍ଭ ହେବ ବୋଲି । ତାହା ସତ ହୋଇଛି । ତିନି ସପ୍ତାହ ପୂର୍ବରୁ ଓଡ଼ିଶାବାସୀ 5ଜି ସେବାର ଅନୁଭୂତି ପାଇବେ । ଓଡ଼ିଶାରେ ଆରମ୍ଭ ହେବ…
ନାଗ-ଚାନ୍ଦ ଦମ୍ପତିଙ୍କ ସମ୍ପତ୍ତି ବାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ବହୁଚର୍ଚ୍ଚିତ ଅଚ୍ଚର୍ନା ନାଗଙ୍କ ସଂପତ୍ତି ଏବେ ଇଡି ବାଜ୍ୟାପ୍ତି କରିବ । ଇଡି ଅର୍ଚ୍ଚନା ନାଗ, ଜଗବନ୍ଧୁ ଓ ତାଙ୍କ ସହଯୋଗୀ ଖଗେଶ୍ବର ପାତ୍ରଙ୍କ ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି କରିବା ପ୍ରକ୍ରିୟା ଆରମ୍ଭ କରିଥିବା ନେଇ ସୂଚନା ମିଳିଛି। ଏନେଇ ଇଡି ୩…
କଟକରେ ହକି ରାଜନୀତି
କଟକ: କଟକରେ ଆୟୋଜନ ହେବାକୁ ଯାଉଥିବା ହକି ବିଶ୍ବକପ୍ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଦଳମତ ନିର୍ବିଶେଷରେ ସମସ୍ତଙ୍କୁ ସାମିଲ କରିବା ପାଇଁ ଉଦ୍ୟମ ହୋଇଥିଲା। ହେଲେ ବିରୋଧୀ ଦଳର ଚେହେରା ଭାବେ କେବଳ ଅମରେନ୍ଦୁ ମହାନ୍ତିଙ୍କୁ ବାଦ୍ ଦେଲେ କଂଗ୍ରେସ, ବିଜେପି ଅଥବା ଅନ୍ୟ କୌଣସି ଦଳର…
ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ରୁଷୀୟ ମୁଖ୍ୟଯନ୍ତ୍ରୀଙ୍କର ଅସ୍ବାଭାବିକ ମୃତ୍ୟୁ
ପାରାଦୀପ: ରାଜ୍ୟରେ ପୁଣି ଜଣେ ରୁଷୀୟ ନାଗରିକଙ୍କ ମୃତ୍ୟୁ ଘଟିଛି। ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳ ମଧ୍ୟରେ ଜଣେ ରୁଷୀୟ ମୁଖ୍ୟଯନ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ଏହାକୁ ଏକ ଅସ୍ବାଭାବିକ ମୃତ୍ୟୁ ବୋଲି କୁହାଯାଉଛି।
ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମୃତ ଇଞ୍ଜିନିୟର ଅଲଦାନା ଭେସେଲରେ…
ଆଉ ନାହାନ୍ତି ଆଳୟ ମହାନ୍ତି
ଭୁବନେଶ୍ବର : ଆଉ ନାହାନ୍ତି ଆଳୟ ମହାନ୍ତି । ବରିଷ୍ଠ ସାମ୍ବାଦିକ, ସମାଜସେବୀ ପ୍ରଯୋଜକ ତଥା ଓୟୁଜେର ପୂର୍ବତନ ସାଧାରଣ ସମ୍ପାଦକ ଆଳୟ ମହାନ୍ତିଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି ସେ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ। କ୍ୟାପିଟାଲ ହସ୍ପିଟାଲରେ…
ସ୍ୱାଭାବିକ ହେଲା ଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି
ସ୍ୱାଭାବିକ ହେଲା ଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି । ତୁଟିଲା ୩ ଦିନ ଧରି ଚାଲିଥିବା ଅଚଳାବସ୍ଥା । ସର୍କିଟ ହାଉସ ବୈଠକ ପରେ ନୀତିକାନ୍ତି ପାଇଁ ବାହାରିଛି ସମାଧାନର ବାଟ । ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ ନିତିକାନ୍ତି ଆରମ୍ଭ କରାଯାଇଛି ।…