Trending
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
Browsing Category
Odisha
All about all odisha state news updates
ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ ସିଧାସଳଖ ଉଡ଼ିବ ବିମାନ
ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ ସିଧାସଳଖ ଉଡ଼ିବ ବିମାନ । ସକାଳ ୬ଟା ୨୫ରେ ସିଙ୍ଗାପୁରକୁ ଓ ଅପରାହ୍ନ ୪ଟା ୫୦ରେ ବ୍ୟାଙ୍କକକୁ ଉଡ଼ିବ ବିମାନ । ଉଭୟ ରୁଟରେ ଇଣ୍ଡିଗୋ ଏୟାର ଲାଇନ୍ସ ପକ୍ଷରୁ ବିମାନ ସେବା ଯୋଗାଇ ଦିଆଯିବ । ଏନେଇ ଭୁବନେଶ୍ବର ବିମାନବନ୍ଦର…
‘ରୋଗୀ ସହାୟତା କେନ୍ଦ୍ର’ ଅବଧି ଆଉ ବର୍ଷେ ପର୍ଯ୍ୟନ୍ତ ବୃଦ୍ଧି
ଭୁବନେଶ୍ୱର: ବିଶାଖାପାଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’ ଅବଧିକୁ ଆଉ ବର୍ଷେ ବା ୨୦୨୩-୨୪ ପର୍ଯ୍ୟନ୍ତ ବଢାଯାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଓଜେଇଇ-୨୦୨୩ ରେଜଲ୍ଟ ପ୍ରକାଶ ପାଇଲା
ଭୁବନେଶ୍ୱର: ପ୍ରକାଶ ପାଇଲା ଓଜେଇଇ-୨୦୨୩ ରେଜଲ୍ଟ । ବିଭାଗୀୟ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଫଳ ପ୍ରକାଶ କରିଛନ୍ତି । ଏହାପରେ ଛାତ୍ରଛାତ୍ରୀ ୱେବସାଇଟରୁ ନିଜ ରେଜଲ୍ଟ ପାଇପାରିବେ । www.ojee.nic.inରେ ରେଜଲ୍ଟ ଉପଲବ୍ଧ ହେବ । ମୋଟ ୪୮,୮୧୫ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪୮,୭୮୩ ରାଙ୍କ…
ପ୍ରତିଷ୍ଠା ହେବ କଟକସ୍ଥିତ ଡ୍ରିମ୍ସ ଇନଷ୍ଟିଚ୍ୟୁଟ ଅଫ୍ ହେଲଥ ସାଇନ୍ସ ଆଣ୍ଡ ହସ୍ପିଟାଲ
କଟକ: ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଏକ ମେଡିକାଲ କଲେଜ । କଟକସ୍ଥିତ ଡ୍ରିମ୍ସ ଇନଷ୍ଟିଚ୍ୟୁଟ ଅଫ୍ ହେଲଥ ସାଇନ୍ସ ଆଣ୍ଡ ହସ୍ପିଟାଲ ପ୍ରତିଷ୍ଠା ହେବା ନେଇ ସୂଚନା ଦେଇଛି ନ୍ୟାସନାଲ ମେଡିକାଲ କମିଶନ । ଉତ୍କଳ ବିଶ୍ବବିଦ୍ଯାଳୟ ଅଧିନରେ ଏହା କାର୍ଯ୍ୟ କରିବ । ପ୍ରତିବର୍ଷ ୧୦୦ଟି ସିଟ୍ ଲାଗି…
ଶ୍ରୀମନ୍ଦିରକୁ ଆଜି ଠାରୁ ପ୍ରବେଶ କରିଛନ୍ତି ଦଇତାପତି
ପୁରୀ: ଆଗାମୀ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିରକୁ ଆଜି ଠାରୁ ପ୍ରବେଶ କରିଛନ୍ତି ଦଇତାପତି । ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସେବକ ହୋଇଥିବାରୁ ସକାଳୁ ସକାଳୁ ଦଇତାପତିମାନେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି । ଆଜିଠାରୁ ଦୀର୍ଘ ଏକମାସ ଧରି ମହାପ୍ରଭୁଙ୍କ ସ୍ନାନ ଯାତ୍ରା, ଅଣସର ନୀତି, ଶ୍ରୀଗୁଣ୍ଡିଚା,…
ଆସନ୍ତା ୪ ତାରିଖ ଦିନ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ
ପୁରୀ: ଆସୁଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଆସନ୍ତା ୪ ତାରିଖ ଦିନ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ। ଏଥିପାଇଁ ଆଜି ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଉପଜିଲ୍ଲାପାଳ। ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା,…
ନିଶା ବିକ୍ରି କଲେ ୬ ମାସ ପାଇଁ ହେବେ ତଡ଼ିପାର
ଭୁବନେଶ୍ବର: ଭୁବନେଶ୍ୱରରେ ହ୍ୱାଇଟ ସ୍ପାଇଡର ଅପରେସନକୁ ବ୍ୟାପକ କରିଛି କମିଶନରେଟ ପୁଲିସ । ବ୍ରାଉନସୁଗାର ଓ ଗଞ୍ଜେଇ କାରବାର ଉପରେ ନଜର ରଖିଛି ଟିମ୍ ।ରାଜଧାନୀରେ ଦିନକୁ ଦିନ ବଢ଼ି ଚାଲିଛି ନିଶା ବେପାରୀଙ୍କ ସଂଖ୍ୟା । କିନ୍ତୁ ଏଣିକି ଆଉ ରାଜଧାନୀରେ ରହିପାରିବେନି ନିଶା ବେପାରୀ…
୩ ଦିନ ମଧ୍ୟରେ ମୌସୁମୀ କେରଳ ଛୁଇଁବା
୫ ତାରିଖ ରେ କେରଳ ଛୁଇଁବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଭାରତ ଉପଦ୍ୱୀପ ଆଡକୁ ଅଗ୍ରସର ହେଉଛି । ଏବେ ମୌସୁମୀ ଦକ୍ଷିଣ ଆରବ ସାଗରର କିଛି ଅଞ୍ଚଳ, ମାଳଦ୍ୱୀପ-କୋମାରିନର କିଛି ଅଂଶ, ଦକ୍ଷିଣ ତଥା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର ଆହୁରି ଅନେକ ଅଞ୍ଚଳକୁ ଅଗ୍ରସର ହେଉଛି । ତେଣୁ…
ପୁରୀରେ 5T ସଚିବ ଭିକେ ପାଣ୍ଡିଆନ
ପୁରୀ: ଆଗାମୀ ୪ ତାରିଖରେ ସ୍ନାନ ପୂର୍ଣ୍ଣିମା ହୋଇଥିବାରୁ ଏହା ପୂର୍ବରୁ ଶ୍ରୀମନ୍ଦିର ସମ୍ମୁଖ ପ୍ରକଳ୍ପ କାମ ଶେଷ କରିବା ନେଇ ଦିଆଯାଇଥିବା ଟାର୍ଗେଟ୍ ସମ୍ପର୍କରେ ପଚାରି ବୁଝିଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ପ୍ରତି ସପ୍ତାହରେ 5T ସଚିବ ଭିକେ ପାଣ୍ଡିଆନ ପୁରୀ ଯାଇ କାମର ଅଗ୍ରଗତି ନେଇ…
୧୧ଟାରେ ପ୍ରକାଶ ପାଇବ OJEE ରେଜଲ୍ଟ
ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ଦିନ ୧୧ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପ୍ରକାଶ କରିବେ। ଏହାପରେ ଛାତ୍ରଛାତ୍ରୀ ୱେବସାଇଟରୁ ନିଜ ରେଜଲ୍ଟ ପାଇପାରିବେ। www.ojee.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଚଳିତବର୍ଷ ୫୫ହଜାର ୯୭୯ ଜଣ ପରୀକ୍ଷାର୍ଥୀ…