Trending
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
Browsing Category
Odisha
All about all odisha state news updates
ଡ. ମୃତ୍ୟୁଞ୍ଜୟ ମହାପାତ୍ର ବିଶ୍ବ ପାଣିପାଗ ସଂସ୍ଥାର ତୃତୀୟ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି
ନୂଆଦିଲ୍ଲୀ : ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ବିଶ୍ବ ପାଣିପାଗ ସଂସ୍ଥାର ତୃତୀୟ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସଂସ୍ଥାରେ ଖାଲି ପଡ଼ିଥିବା ଏହି ପଦବି ପାଇଁ ଆଜି ଜେନେଭାରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସମୁଦାୟ ୧୪୮ରୁ ଡ. ମହାପାତ୍ରଙ୍କୁ…
ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ ସ୍ଥାନରେ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ ବିଭାଗର ସମୀକ୍ଷା କରିବା ପରେ ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ ସ୍ଥାନରେ ରହିଥିବା ସୂଚନା ଦେଇଛନ୍ତି ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ ବିଭାଗର ସମୀକ୍ଷା କରିବା ପରେ ମନ୍ତ୍ରୀ ଶ୍ରୀ ଦେବ…
ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ପାଣ୍ଡିଆନ ବାବୁ ଭିଡିଓ ହେଉଛି ଭାଇରାଲ
ଆସିକା ସାଂସଦ ପ୍ରମିଳା ବିଷୋୟୀଙ୍କ ଗୀତକୁ ନେଇ ଅନେକ ଦିନ ଧରି ଚର୍ଚା ଲାଗିଥିବା ବେଳେ ଏବେ ତାଙ୍କ ଭାଷଣ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ସେ କିଛି ଗୀତ ଗାଇ ଚର୍ଚାରେ ଥିଲେ ଏବେ ବର୍ତ୍ତମାନ 5T ସଚିବ ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି…
୧୦ରୁ ସବୁ ଜିଲ୍ଲାରେ ଚାଷୀଙ୍କୁ ସାଙ୍ଗରେ ଧରି ବିକ୍ଷୋଭ କରିବ କଂଗ୍ରେସ
ଭୁବନେଶ୍ବର:୧୦ତାରିଖରୁ ପ୍ରତ୍ୟେକ ଜିଲ୍ଲା ଓ ବିଧାନସଭା ନିର୍ବାଚନମଣ୍ଡଳୀରେ ଚାଷୀଙ୍କ ସହ ବିକ୍ଷୋଭ ଏବଂ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯିବ ବୋଲି କଂଗ୍ରେସ ଘୋଷଣା କରିଛି। କିଷାନ କଂଗ୍ରେସ ମୁଖ୍ୟ ଅମୀୟ କୁମାର ପଟ୍ଟନାୟକ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ କୃଷି ଓ…
ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ରେଡ୍
ଯୋଡ଼ା : ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। ଟ୍ୟାକସ୍ ଫାଙ୍କିବା ଅଉିଯୋଗରେ ଏହି ରେଡ୍ ହେଉଥିବା ଜଣାପଡ଼ିଛି। ଆୟ…
ଶକ୍ତି ବିଭାଗ ଦ୍ବାରା କରାଯାଇଥିବା ବିଭିନ୍ନ ଉଲ୍ଲେଖନୀୟ କାର୍ଯ୍ୟ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଶକ୍ତି ବିଭାଗ ଦ୍ବାରା ଗତ ୪ ବର୍ଷ ମଧ୍ୟରେ କରାଯାଇଥିବା ବିଭିନ୍ନ ଉଲ୍ଲେଖନୀୟ କାର୍ଯ୍ୟ ଏବଂ ସଫଳତାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଦ୍ୟୁତ୍ ଉତ୍ପାଦନ, ପରିବହନ, ବିତରଣ ଏବଂ ଗ୍ରାମୀଣ ବିଦ୍ୟୁତିକରଣ କ୍ଷେତ୍ରରେ ବିଭାଗ ଦ୍ୱାରା ନିଆଯାଇଥିବା ନିଭିନ୍ନ ପଦକ୍ଷେପକୁ…
ବିଜେପି କରିବ ମହା ଜନସମ୍ପର୍କ ଅଭିଯାନ
ନରେନ୍ଦ୍ର ମୋଦୀଙ୍କ ସରକାର ଗଠନର ୯ ବର୍ଷ ପୂର୍ତ୍ତି ଆବସରରେ ବିଜେପି ମାସେବ୍ୟାପୀ ମହା ଜନସମ୍ପର୍କ ଅଭିଯାନ କରିବ । ଏହି କ୍ରମରେ ଓଡ଼ିଶାରେ ୧ କୋଟି ପରିବାରଙ୍କ ପାଖରେ ପହଞ୍ଚିବା ପାଇଁ ଲକ୍ଷ୍ୟ ରହିଛି । ଓଡ଼ିଶାରେ ୩୭ ହାଜର ୬୦୬ ବୁଥ ପର୍ଯ୍ୟନ୍ତ ପହଞ୍ଚିବ ବିଜେପି । ୯ ବର୍ଷର ସଫଳତା…
ବିଜ୍ଞାନରେ ୮୪.୯୩ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ବିଭାଗୀୟ ସଚିବ ଅଶ୍ବଥୀ ଏସ୍ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥର ବିଜ୍ଞାନରେ…
ରାଜଧାନୀର ୫୭ଟି ସ୍ଥାନରେ ହେବ ରଥଯାତ୍ରା
ଭୁବନେଶ୍ୱର: ଜୁନ୍ ୨୦ରେ ପ୍ରସିଦ୍ଧ ଘୋଷଯାତ୍ରା । ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟସେବା, ପରିମଳ, ଗମନାଗମନ, ଆଲୋକୀକରଣ, ଆଇନଶୃଙ୍ଖଳା ରକ୍ଷା ପ୍ରସଙ୍ଗରେ ଏକ ସମନ୍ୱୟ ବୈଠକ ପୋଲିସ ସେବା ଭବନଠାରେ ଅନୁଷ୍ଠିତ ହୋଇଛି । ରାଜଧାନୀର ୫୭ଟି ସ୍ଥାନରେ ହେବ ରଥଯାତ୍ରା । ସମନ୍ୱୟ ବୈଠକରେ ଶୃଙ୍ଖଳିତ…
ବ୍ୟାଙ୍କ ଋଣ ନୁହେଁ ଲୋକଙ୍କୁ ମାଗଣା ଘର ଦିଅ: ବିଜେପି
ଭୁବନେଶ୍ୱର: ରାଜ୍ୟର ବାସହୀନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମୋଦି ସରକାର ପର୍ଯ୍ୟାପ୍ତ ପରିମାଣର ପକ୍କାଘର ଯୋଗାଇ ଦେଇଛନ୍ତି । ୩୪,୦୬୩କୋଟି ଟଙ୍କା ଅନୁଦାନରେ ଓଡିଶାର ପ୍ରାୟ ୨୬.୯୫ଲକ୍ଷ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ପାଇଁ ମୋଦି ସରକାର ଲକ୍ଷ୍ୟ…