Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଓଡ଼ିଆ ପୁଅ ପୁରଞ୍ଜନ ଦଳାଇଙ୍କୁ ନୂଆ ସଂସଦ ଭବନରେ ସମ୍ୱର୍ଦ୍ଧିତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଓଡ଼ିଆ ପୁଅ ପୁରଞ୍ଜନ ଦଳାଇ ନୂଆ ସଂସଦ ଭବନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ଶ୍ରମଜୀବୀ ଓ କାରୀଗରଙ୍କ ପାଇଁ ଚାହା ଓ ପାନୀୟ ଜଳର ବ୍ୟବସ୍ଥା କରୁଥିଲେ ପୁରଞ୍ଜନ। ସେଥିପାଇଁ ତାଙ୍କୁ ଆଜି ସମ୍ୱିର୍ଦ୍ଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…
ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀର ପ୍ରଭାବ
ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀର ପ୍ରଭାବ । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦…
ସମ୍ବଲପୁରରେ 5T ସଚିବ ଭି.କେ ପାଣ୍ଡିଆନ
ସମ୍ବଲପୁର : ମା’ ସମଲେଶ୍ୱରୀଙ୍କ ଦର୍ଶନ କଲେ 5T ସଚିବ । ମାଆ ସମଲେଶ୍ବରୀଙ୍କ ପୀଠର ବିକାଶ କାମ ଅଗ୍ରଗତିର ସମୀକ୍ଷା ପାଇଁ ମନ୍ଦିରରେ ପହଞ୍ଚିଛନ୍ତି 5T ସଚିବ । ମନ୍ଦିରର ଉନ୍ନତିକରଣ ନେଇ ସେବାୟତ ଓ ନିର୍ମାଣକାରୀ ସଂସ୍ଥା ସହିତ ଆଲୋଚନା କରୁଛନ୍ତି । ମନ୍ଦିର ରୂପାନ୍ତରଣ କାମର ଅନୁଧ୍ୟାନ…
ନୀତି ଆୟୋଗ ବୈଠକରେ ସାମିଲ ହେଲାନି ଓଡ଼ିଶା, ସଂସଦ ଭବନ ଉଦଘାଟନରେ ସାମିଲ ହେବ
ଦିଲ୍ଲୀରେ ଆୟୋଜିତ ବହୁ ଗୁୁରୁତ୍ବପୂର୍ଣ୍ଣ ନୀତି ଆୟୋଗ ବୈଠକରେ ଯୋଗ ଦେଇନି ଓଡିଶା । କିନ୍ତୁ ଆସନ୍ତାକାଲି ସଂସଦ ଭବନ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବ ବିଜେଡି । ଆଜି କିଛି ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକକୁ ବର୍ଜନ କରିଥିଲେ । ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବୈଠକରେ…
ନବ ଦାସ ହତ୍ୟାକାଣ୍ଡ ଏକ ହାଇ ପ୍ରୋଫାଇଲ ମର୍ଡ଼ର, କିନ୍ତୁ କ୍ରାଇମବ୍ରାଞ୍ଚ ବାସ୍ତବ ତଦନ୍ତ କରିନାହିଁ: ବିଜୟ
ଭୁବନେଶ୍ବର: ନବ ଦାସ ହତ୍ୟା ମାମଲାକୁ ନେଇ ସରକାରଙ୍କ ଉପରେ ସନ୍ଦେହ ପ୍ରକଟ କରିଛନ୍ତି ବରିଷ୍ଠ ନେତା ବିଜୟ ମହାପାତ୍ର । ତାଙ୍କ କହିବା କଥା ଏତେ ବଡ଼ ଅପରାଧରେ ଷଡ଼ଯନ୍ତ୍ର ନେଇ ତଦନ୍ତ ହୋଇନାହିଁ । ବିଜେପି ନେତା ବିଜୟ ମହାପାତ୍ର କହିଛନ୍ତି ନବ ଦାସ ହତ୍ୟାକାଣ୍ଡ ଏକ ହାଇ ପ୍ରୋଫାଇଲ ମର୍ଡ଼ର,…
ମା’ମାନଙ୍କୁ ବିଗତ ଆଠ ବର୍ଷ ମଧ୍ୟରେ ସର୍ବାଧିକ ସହାୟତା ରାଶି ପ୍ରଦାନ କରାଯାଇଛି
ଭୁବନେଶ୍ବର: ମିସନ ଶକ୍ତି ଗ୍ରୁପ୍ ଓ ସ୍ବୟଂ ସହାୟକ ଗୋଷ୍ଠୀ ର ମା’ମାନଙ୍କୁ ଆର୍ଥିକ ବର୍ଷ ୨୦୨୨-୨୩ରେ ୧୧ ହଜାର କୋଟିରୁ ଊର୍ଦ୍ଧ୍ବ ସହାୟତା ରାଶି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଏହି ସୂଚନା ଦେଇଛନ୍ତି। ମିସନ ଶକ୍ତି ମନ୍ତ୍ରୀ…
ନିଜ ହାତରେ ଅର୍ଥ ଓ ଗୁଇନ୍ଦା ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା
ବେଙ୍ଗାଲୁରୁ: ଆଜି କର୍ଣ୍ଣାଟକ ରାଜ୍ୟ କ୍ୟାବିନେଟ୍ ସମ୍ପ୍ରସାରଣ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କୁ ଜଳସେଚନ ସହ ବେଙ୍ଗାଲୁରୁ ସହର ବିକାଶ ବିଭାଗ ଦିଆଯାଇଛି । ଅନ୍ୟପଟେ ଜି ପରମେଶ୍ୱରଙ୍କୁ ଗୃହ, ଏଚକେ ପାଟିଲଙ୍କୁ ଆଇନ ଓ ସଂସଦୀୟ ବ୍ୟାପାର, କେଏ ମୁନିଆପ୍ପାଙ୍କୁ ଖାଦ୍ୟ ଓ…
ମରାମତି ହେବ ମହାପ୍ରଭୁଙ୍କ ରତ୍ନ ପଲଙ୍କ
ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ ମରାମତି ଏବଂ ସିଂହଦ୍ୱାର ରୁପା ଛାଉଣୀ କରାଯିବାକୁ ନିଷ୍ପତ୍ତି ହୋଇଛି। ରଥଯାତ୍ରା ଅବଧି ମଧ୍ୟରେ ଏସବୁ ସାରିବାକୁ ହେବ । ଦାତାମାନେ ରୁପା ଦାନ କରିବେ । ମହାପ୍ରଭୁଙ୍କ ଗଜଦନ୍ତ ରତ୍ନ ପଲଙ୍କ ପୁରୁଣା ହେଲାଣି। ପଲଙ୍କର ଗୋଡ଼ ସହ ଅନ୍ୟାନ୍ୟ…
ଆଜି ନୀତି ଆୟୋଗ ବୈଠକରେ ଓଡ଼ିଶା ମାଗିବ ସ୍ବତନ୍ତ୍ର ଆର୍ଥିକ ସହାୟତା
ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲ ବୈଠକ । ଓଡ଼ିଶା ପକ୍ଷରୁ ରାଜ୍ୟ ପାଇଁ ଅଧିକ ଅର୍ଥ ଦାବି କରାଯିବ । ଦିଲ୍ଲୀରେ ହକ୍ ମାଗିବ ଓଡ଼ିଶା । ନୀତି ଆୟୋଗ ବୈଠକରେ ଦାବି ଦୋହରାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବତନ୍ତ୍ର ଆର୍ଥିକ ସହାୟତା ପାଇଁ…
ଏ ବର୍ଷ ଶେଷରେ ମେଟ୍ରୋ ଟ୍ରେନ କାମ ଆରମ୍ଭ ହେବ
ଭୁବନେଶ୍ବର: ୨୦୨୩ ଶେଷ ପୂର୍ବରୁ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ କାମ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ। ସେ କହିଛନ୍ତି, ଦିଲ୍ଲୀ ମେଟ୍ରୋ ରେଳ ନିଗମ ପରାମର୍ଶରେ ଡିପିଆର୍ ପ୍ରସ୍ତୁତି ଚାଲିଛି। ଜୁନ ମାସରେ ମେଟ୍ରୋ ପ୍ରକଳ୍ପର…