Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ମୁଖ୍ୟମନ୍ତ୍ରୀ ବୟନ ଜ୍ୟୋତି ଯୋଜନାରେ ୯ ହଜାର ୪୧ ଜଣ ବୁଣାକାର ଲାଭ ପାଇଛନ୍ତି
ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ ବିଭାଗୀୟ ମନ୍ତ୍ରୀ ରିତା ସାହୁ। ମୁଖ୍ୟମନ୍ତ୍ରୀ ବୟନ ଜ୍ୟୋତି ଯୋଜନାରେ ୯ ହଜାର ୪୧ ଜଣ ବୁଣାକାର ଲାଭ ପାଇଛନ୍ତି । ୮ ହଜାର ୧୬୪ ଜଣ…
ଭିମ୍ସାର୍ରେ ପୁଣି ରାଗିଂ ଅଭିଯୋଗ
ବୁର୍ଲା, : ଭିମ୍ସାର୍ରେ ଦୁଇ ଜଣ ବରିଷ୍ଠ ଛାତ୍ରଙ୍କ ବିରୋଧରେ ରାଗିଂ ଅଭିଯୋଗ ଆଣିଛନ୍ତି ପ୍ରଥମ ବର୍ଷର ଛାତ୍ର। ଅଭିଯୋଗ ମିଳିବା ପରେ ଭିମ୍ସାର୍ କର୍ତ୍ତୃପକ୍ଷ ତଦନ୍ତ ଆରମ୍ଭ କରିଛନ୍ତି । ମଙ୍ଗଳବାର ଦିନ ପ୍ରେକ୍ଷାଳୟରେ କିଛି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ଚତୁର୍ଥ ବର୍ଷର ଜଣେ…
ନୂଆ ସଂସଦ ଭବନ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗଦେବ ବିଜେଡି
ଭୁବନେଶ୍ବର : ବିରୋଧୀ ଦଳମାନେ ଆସନ୍ତା ୨୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ସଂସଦ ଭବନ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗଦେବେ ନାହିଁ ବୋଲି ଘୋଷଣା କରିଛନ୍ତି। ଏହି ଉଦ୍ଘାଟନୀ ଉତ୍ସବକୁ ନେଇ ବିବାଦ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀଙ୍କ ପରିବର୍ତ୍ତେ ରାଷ୍ଟ୍ରପତି…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁପିଏସସି ସିଭିଲ୍ ସର୍ଭିସ୍ ପରୀକ୍ଷାରେ ୬୭ ରାଙ୍କ୍ ହାସଲ କରିଥିବା କସ୍ତୁରୀ ପଣ୍ଡା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ୟୁପିଏସସି ପରୀକ୍ଷାରେ ୬୭ ରାଙ୍କ୍ ହାସଲ କରିଥିବା କସ୍ତୁରୀ ପଣ୍ଡା । ୟୁପିଏସସି ସିଭିଲ ସର୍ଭିସ ପରୀକ୍ଷାରେ ୬୭ ରାଙ୍କ ହାସଲ କରିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ସେ ଘରେ ରହି ପାଠପଢ଼ା ପ୍ରସ୍ତୁତି କରି ଏହି…
ନୀତି ଆୟୋଗ ବୈଠକରେ ଯୋଗଦେବାକୁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମେ ୨୭ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବାକୁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଇଁ ଅଧିକା ଅର୍ଥ ଦାବି କରିପାରନ୍ତି ମୁଖ୍ୟମନ୍ତ୍ରୀ । ବିକାଶ ପାଇଁ ସ୍ୱତନ୍ତ୍ର ପ୍ୟାକେଜ, ଡିବିଟି ମାଧ୍ୟମରେ ଟଙ୍କା ମିଳୁଥିବାରୁ ସବୁ ପଞ୍ଚାୟତରେ ବ୍ୟାଙ୍କ ଖୋଲିବା ନେଇ…
ସମସ୍ତ ବ୍ଲକରେ ହେବ ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ,୯ ଲକ୍ଷ ଆବାସ ଘର ବଣ୍ଟାଯିବ
ଭୁବନେଶ୍ବର : ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସମୀକ୍ଷା କରିବା ସମୟରେ ଏହା ଉପରେ ଗୁରତ୍ବ ଦେଇ ସମସ୍ତ ବ୍ଲକରେ ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ ସ୍ଥାପନ କରିବାକୁ…
ଲକ୍ଷ୍ମୀ ସ୍କିମ : ଗାଁରେ ଗଡିବ ମୋ ବସ
ଭୁବନେଶ୍ୱର: ସରକାର ନେଉଛନ୍ତି ବଡ଼ ପଦକ୍ଷେପ । ବେ ସବୁ ଗାଁରେ ଗଡିବ ମୋ ବସ। ଲକ୍ଷ୍ମୀ ସ୍କିମରେ ଗ୍ରାମାଞ୍ଚଳରେ ପରିବହନର ସୁବିଧା ପାଇଁ ମୋ ବସ୍ ଚାଲିବ। ବ୍ଲକରୁ ପ୍ରତି ପଞ୍ଚାୟତକୁ ମୋ ବସ୍ ଚାଲିବ। ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ଟି ଜିଲ୍ଲାକୁ ହାତକୁ ନିଆଯାଇଛି।…
ରାଜ୍ୟସଭା ସାଂସଦଙ୍କ ଗାଡ଼ି ଧକ୍କାରେ ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ
ପାଟଣାଗଡ଼: ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଗାଡିଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା। ସେ ପାଟଣାଗଡ଼-ଗାଇସିଲାଟ ମୁଖ୍ୟ ରାସ୍ତାରେ ଯାଉଥିବା ସମୟରେ ତମିଆଁ ଛକ ଓ ସୁନାମୁଦି ଛକ ନିକଟରେ ତାଙ୍କ ଗାଡ଼ି ଭାରସାମ୍ୟ ହରାଇ ଏକ ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟି ଚାଳକ…
ଖାଲିଥିବା ସରକାରୀ କ୍ୱାଟରରେ ଚଢ଼ାଉ କରିବ କମିସନରେଟ ପୁଲିସ
ଭୁବନେଶ୍ବର: ଖାଲିଥିବା ସରକାରୀ ଅଫିସରେ ଅପରାଧ ଘଟଣାକୁ ନେଇ ପୋଲିସ ଚିନ୍ତାରେ । ଲୋକମାନେ ଭଡ଼ା ନେଇ ଅପରାଧିକ କାର୍ଯ୍ୟ ବି କରୁଛନ୍ତି । ରାଜଧାନୀ ଭୁବନେଶ୍ବରର ୟୁନିଟ -୧ ସ୍ଥିତ ଜିଇଡି ବସ୍ତିରେ ଏକ ହତ୍ୟାକାଣ୍ଡ ଘଟଣାକୁ ନେଇ ଗଣମାଧ୍ୟମରେ ମତ ରଖିଛନ୍ତି ଡିସିପି ପ୍ରତୀକ ସିଂହ।…
ସାମାଜିକ ସୁରକ୍ଷା ଭତ୍ତାକୁ ନଗଦ ଅର୍ଥ ଆକାରରେ ଦେବା ନିଷ୍ପତିର ପୁର୍ନବିଚାର କରାଯାଉ -ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ମାନଙ୍କ ସାମାଜିକ ସୁରକ୍ଷା ଭତ୍ତାକୁ ଡିବିଟି ବଦଳରେ ନଗଦ ଅର୍ଥ ଆକାରରେ ଦେବାର ନିଷ୍ପତି ଚିନ୍ତାଜନକ । ଏହି ନିର୍ଣ୍ଣୟ ଦୁର୍ନୀତିମୁକ୍ତ ଶାସନ ଦିଗରେ ପଛଘୁଞ୍ଚା ଦେବା ତଥା ଜନକଲ୍ୟାଣ ସେବା ପ୍ରଦାନ କରିବାର ବୀପରିତ…