Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ କଲେ ସମୀକ୍ଷା 5T ସଚିବ ଭି.କେ ପାଣ୍ଡିଆନ
ଭୁବନେଶ୍ବର: ନୂଆପଡ଼ା ଗସ୍ତ ପରେ ଏବେ ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ ପହଁଚି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି 5T ସଚିବ। ଶ୍ରୀମନ୍ଦିର ସମ୍ମୁଖରେ ଚାଲୁଥିବା ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମୀକ୍ଷା…
ବିଭାଗୀୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଆଜି ନୂଆମନ୍ତ୍ରୀମଣ୍ଡଳ ହେବା ପରେ ବିଭାଗୀୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଜୁନ୍ ୧ ତାରିଖ ଯାଏ ଚାଲିବ ଏହି ସମୀକ୍ଷା କାର୍ଯ୍ୟକ୍ରମ । ପ୍ରଥମ ଦିନରେ ଖାଦ୍ୟ ଯୋଗାଣ ଓ ସମବାୟ, ସ୍ବାସ୍ଥ୍ୟ ବିଭାଗ ନିଜର ରିପୋର୍ଟ କାର୍ଡ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରିବେ । …
ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ନୂଆ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ
ଭୁବନେଶ୍ବର: ଆଜି ଶପଥ ନେବେ ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ପ୍ରସାଦ ନାୟକ ହେବେ ନୂଆ କ୍ୟାବିନେଟ ମନ୍ତ୍ରୀ । ଲୋକସେବା ଭବନର କନଭେନସନ ସେଣ୍ଟରରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ସକାଳ ୯ଟା ୫୦ ମିନିଟରେ ନୂଆମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର…
ଆରୁଖ, ମାରାଣ୍ଡି ଓ ସାରଦା ହେବେ ମନ୍ତ୍ରୀ :ମନ୍ତ୍ରିମଣ୍ଡଳରେ ସାମିଲ ହେବାକୁ ୩ ବିଧାୟକଙ୍କୁ ଗଲା ଫୋନ୍
ଭୁବନେଶ୍ବର: ଆରୁଖ, ମାରାଣ୍ଡି ଓ ସାରଦା ହେବେ ମନ୍ତ୍ରୀ । ମନ୍ତ୍ରିମଣ୍ଡଳରେ ସାମିଲ ହେବାକୁ ୩ ବିଧାୟକଙ୍କୁ ଗଲା ଫୋନ୍ କଲ୍। ବିଧାୟକ ବିକ୍ରମ କେଶରୀ ଆରୁଖଙ୍କ ପାଖକୁ ଫୋନ୍ କଲ୍ ଯାଇଥିବା ବେଳେ ବିଧାୟକ ସାରଦା ନାୟକ ଓ ବିଧାୟକ ସୁଦାମ ମାରାଣ୍ଡିଙ୍କୁ ମଧ୍ୟ କଲ୍ ଯାଇଛି । କାଲି…
ମହାନଦୀ ଟ୍ରିବ୍ୟୁନାଲ ଟିମର ଅନୁଧ୍ୟାନ
ସମ୍ବଲପୁର: ଛତିଶଗଡ଼ ମହାନଦୀ ପାଣି ଅଟକାଇବା ଦ୍ୱାରା କ’ଣ ପ୍ରଭାବ ପଡ଼ିଛି, ସେସବୁର ଅନୁଧ୍ୟାନ କରୁଛନ୍ତି ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଏହି ଟିମ୍ ହୀରାକୁଦ ଡ୍ୟାମ୍ ସମେତ ଚିପଲିମା ପାୱାର ହାଉସ ଗସ୍ତ କରିବ । ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଏ.ଏମ ଖାନ…
ଦୃଶ୍ୟମାନ ହେଲା ଶୂନ୍ୟ ଛାୟା ଦିବସ
ଭୁବନେଶ୍ୱର: ଭୁବନେଶ୍ବରରେ ଦୃଶ୍ୟମାନ ହେଲା ଶୂନ୍ୟ ଛାୟା ଦିବସ । ଏହି ବିରଳ ଦୃଶ୍ୟ ଦେଖିବା ପାଇଁ ପଠାଣୀ ସାମନ୍ତ ପ୍ଲାନେଟୋରିଅମରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ବର୍ଷକୁ ଦୁଇଥର ଦୁଇ କ୍ରାନ୍ତିବ୍ରୁତ୍ତ ମଧ୍ୟ ଅଞ୍ଚଳରେ ଏହି ଶୂନ୍ୟ ଛାୟା ଦିବସ ଦୃଶ୍ୟମାନ ହୋଇଥାଏ। ଭାରତରେ…
ବଢ଼ୁଛି ତାପମାତ୍ରା : ଅସହ୍ୟ ତାତି
ଭୁବନେଶ୍ୱର: ଆଜି ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା । ସମ୍ବଲପୁର: ୪୩ ଡ଼ିଗ୍ରୀ, ହୀରାକୁଦ: ୪୧.୮, ଡ଼ିଗ୍ରୀ ଝାରସୁଗୁଡା:୪୦.୪ ଡ଼ିଗ୍ରୀ, ଚାନ୍ଦବାଲି: ୪୦ ଡ଼ିଗ୍ରୀ, ଭୁବନେଶ୍ୱର: ୩୮.୮ ଡ଼ିଗ୍ରୀ, ବାଲେଶ୍ୱର : ୩୫.୮ ଡ଼ିଗ୍ରୀ, କେନ୍ଦୁଝର: ୩୫.୪ ଡ଼ିଗ୍ରୀ, ପୁରୀ: ୩୪ ଡ଼ିଗ୍ରୀ,…
ଆସନ୍ତାକାଲି ସକାଳ ୯ଟା ୫୦ରେ ଶପଥ ନେବେ ନୂଆ ମନ୍ତ୍ରୀ
ଭୁବନେଶ୍ବର: ଆସନ୍ତାକାଲି ସକାଳ ୯ଟା ୫୦ରେ ଶପଥ ନେବେ ନୂଆ ମନ୍ତ୍ରୀ । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ସମସ୍ତେ ଶପଥ ଗ୍ରହଣ କରିବେ ବୋଲି ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ମନ୍ତ୍ରିମଣ୍ଡଳରେ ୩ ମନ୍ତ୍ରୀ ପଦ ଖାଲି ରହିଛି । ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା…
ଓଡିଶା ସିମକାର୍ଡ ପାକିସ୍ତାନ ଲିଙ୍କ: ପଠାଣିସାମନ୍ତ ଲେଙ୍କାର ଦୁଇ ସହଯୋଗୀଙ୍କୁ ଯାଜପୁରରୁ ଏସଟିଏଫ୍ ଉଠାଇଲା
ଭୁବନେଶ୍ବର: ଓଡିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣାରେ ସୋମବାରଠାରୁ ରିମାଣ୍ଡରେ ଆସିବ ପଠାଣି ସାମନ୍ତ ଲେଙ୍କା। ତେବେ ଏହି ଘଟଣାରେ ଆଉ ଦୁଇଜଣଙ୍କୁ ଏସଟିଏଫ ଅଟକ ରଖିଛି । ପାକିସ୍ତାନି ଆଇଏସଆଇ ଏଜେଣ୍ଟଙ୍କ ସହ ସମ୍ପର୍କ ଥିବା ନେଇ ତଦନ୍ତ ଚାଲିଥିବା ବେଳେ ଏସଟିଏଫକୁ ସାଙ୍ଘାତିକ…
ଭିନ୍ନକ୍ଷମଙ୍କ ଘରେ ପହଞ୍ଚିବ ଭତ୍ତା ଟଙ୍କା
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନୂଆ ନିୟମ ଅନୁସାରେ ମଧୁବାବୁ ପେନସନ ଯୋଜନା ରେ ଏଣିକି ହିତାଧିକାରୀଙ୍କ ଘରକୁ ଯିବ ପେନସନ ଟଙ୍କା । ଏଣିକି ସମସ୍ତ ହିତାଧିକାରୀ ପ୍ରତି ମାସ ୧୫ତାରିଖରେ ପେନସନ ପାଇବେ । ହିତାଧିକାରୀ ମାନେ ବ୍ୟାଙ୍କରୁ ପେନସନ ଆଣିବା ବେଳେ ବିଭିନ୍ନ ସମସ୍ୟାର ସମ୍ମୁଖୀନ…