Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
Odisha
All about all odisha state news updates
ବିଶ୍ବକପ୍ ହକି ପୂର୍ବରୁ ଭୁବନେଶ୍ବର ବଦଳିଛି ସୈାନ୍ଦର୍ଯ୍ୟ
ଭୁବନେଶ୍ବର: ଆଉ ଦୁଇ ସପ୍ତାହ ରହିଲା ହକି ବିଶ୍ୱକପ୍ । ହକି ମହାକୂମ୍ଭ ପୂର୍ବରୁ ରାଜଧାନୀ ଭୁବନେଶ୍ବରର ସୌନ୍ଦର୍ଯ୍ୟକରଣ ପାଇଁ ଗଠିତ ହୋଇଛି ସ୍ବତନ୍ତ୍ର ଟିମ୍ । ଟିମରେ ସାମିଲ ଅଛନ୍ତି ବିଡିଏ, ବିଏମସି, ସ୍ମାର୍ଟସିଟି ଓ କମିଶନରେଟ ପୋଲିସ ।
ସୈାନ୍ଦର୍ଯ୍ୟକରଣ ଚାଲିଥିବା ସହ ସେପଟେ!-->!-->!-->…
ଆରମ୍ଭ ହେବାକୁ ଯାଉଛି ଜନତା ମଇଦାନରେ ପୁଞ୍ଜି ନିବେଶର ମହାକୁମ୍ଭ
ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ରାଜଧାନୀରେ ଦେଶ ବିଦେଶର ପ୍ରମୁଖ ଶିଳ୍ପପତିଙ୍କ ଭିଡ଼ । ଜନତା ମୈଦାନରେ ପୁଞ୍ଜି ନିବେଶର ମହାକୁମ୍ଭ ମେକ-ଇନ୍-ଓଡ଼ିଶା କନକ୍ଲେଭ ତୃତୀୟ ସଂସ୍କରଣ ସନ୍ଧ୍ୟାରେ ଆରମ୍ଭ ହେବାକୁ ଯାଉଥିବା ବେଳେ ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି ।!-->…
ମେଟ୍ରୋ ହାଉସ ଗ୍ରାଉଣ୍ଡ ଫ୍ଲୋର୍ ରେ ଥିବା ଏକ ମୋବାଇଲ ଦୋକାନରେ ଅଗ୍ନିକାଣ୍ଡ
ଭୁବନେଶ୍ବର: ମୋବାଇଲ ଦୋକାନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତି। ବାଣୀବିହାର ଛକରେ ଥିବା ମେଟ୍ରୋ ହାଉସର ଗ୍ରାଉଣ୍ଡ ଫ୍ଲୋରରେ ଥିବା ମିଲୁ ମୋବାଇଲ ଓ ଇଲୋଟ୍ରନିକ୍ସ ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସଂପତ୍ତି କ୍ଷୟକ୍ଷତି ହୋଇଛି। ସର୍ଟସର୍କିଟରୁ!-->…
ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ
ବିଧାନସଭା ଶୀତ ଅଧିବେଶନର ପଞ୍ଚମ ଦିନ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା ଓ ହଟ୍ଟଗୋଳ ଯୋଗୁ ଚାଲିପାରିଲାନି ପ୍ରଶ୍ନକାଳ । ଶିକ୍ଷକ ପ୍ରସଙ୍ଗରେ ବାଚସ୍ପତିଙ୍କ ପୋଡିୟମ ଆଗରେ କଂଗ୍ରେସ ବିଧାୟକ ହଟ୍ଟଗୋଳ କରିଥିଲେ । ବାଚସ୍ପତି ବାରମ୍ବାର ବୁଝାଇବା ସତ୍ତ୍ବେ ସ୍ଥିତି ସ୍ବାଭାବିକ୍!-->…
ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍-୩ କାଲିଠୁ ଆରମ୍ଭ
ଆସନ୍ତାକାଲିଠୁ ଆରମ୍ଭ ହେବ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୩ । ନିବେଶରେ ନୂଆ ଇତିହାସ ଲକ୍ଷ୍ୟ । ଓଡ଼ିଶାର ଶିଳ୍ପ ସମ୍ଭାବନା ଦେଖିବ ବିଶ୍ବ । ନେତୃତ୍ବ ନେବେ ନବୀନ । ଆସିବ ପୁଞ୍ଜି, ମିଳିବ ରୋଜଗାର । ୨୦୧୬ ଓ ୨୦୧୮ ପରେ ଆୟୋଜିତ ହେଉଥିବା ଏହି ତୃତୀୟ ସଂସ୍କରଣ ଜନତା ମଇଦାନରେ ଅନୁଷ୍ଠିତ ହେବ!-->…
ପଦ୍ମପୁରରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ପଦ୍ମପୁର : ତିନି ଦଳର ପ୍ରଚାର ଏବେ ଜୋରସୋରରେ ଚାଲିଛି । ପ୍ରାର୍ଥୀ ଆଉ ନେତାମାନେ ଘରକୁ ଘର ଯାଇ ଭୋଟ୍ ଭିକ୍ଷା କରୁଥିବାବେଳେ, ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୪ ଦିନ ସେ ପଦ୍ମପୁରରେ ରୋଡ ସୋ’ କରିବା ସହିତ ପ୍ରଦୀପ ପୁରୋହିତଙ୍କ!-->…
ପଦ୍ମପୁରରେ ବିଜେଡି କର୍ମୀଙ୍କ ଘରେ କେନ୍ଦ୍ରୀୟ ଟିମ୍ର ରେଡ୍
ପଦ୍ମପୁର: ଉପ ନିର୍ବାଚନକୁ ମାତ୍ର ଆଉ କିଛିଦିନ ଥିବା ବେଳେ ପାଇଁ ପ୍ରସ୍ତୁତ ହେଉଥିବା ପଦ୍ମପୁରରେ ବିଜେଡି କର୍ମୀଙ୍କ ଘରେ କେନ୍ଦ୍ରୀୟ ଟିମ୍ର ରେଡ୍ ହୋଇଛି। ୩ ପ୍ରତିଷ୍ଠିତ ବ୍ୟବସାୟୀ ତଥା ବିଜେଡିର ୩ କର୍ମୀଙ୍କ ଘରେ ଆୟକର ବିଭାଗ ଛାନଭିନ ଆରମ୍ଭ କରିବାକୁ ନେଇ ରାଜନୀତି ଜୋର ଧରିଛି!-->…
ରାଜ୍ୟରେ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି
ରାଜ୍ୟରେ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି । ଦେଶରେ ୨୯.୩% ମହିଳା ସ୍ୱାମୀଙ୍କ ଦ୍ୱାରା ନିର୍ଯାତିତ ହେଉଥିବା ବେଳେ ଓଡ଼ିଶାରେ ଏହି ହାର ୩୦.୬% । ଅର୍ଥାତ୍ ଜାତୀୟ ତୁଳନାରେ ରାଜ୍ୟରେ ୧.୩% ଅଧିକ । ଏହି କ୍ଷେତ୍ରରେ ଓଡ଼ିଶାର ସ୍ଥାନ ଦେଶରେ ନବମ । କର୍ଣ୍ଣାଟକରେ ସର୍ବାଧିକ ୪୪.୪%!-->…
ରାଜଧାନୀରେ ସରକାର ଶିକ୍ଷକ ଲଢ଼େଇ
ଭୁବନେଶ୍ବର: ସରକାର ଶିକ୍ଷକ ଲଢ଼େଇ ଏବେ ରାଜଧାନୀରେ । ଆନ୍ଦୋଳନକୁ ଓହ୍ଲାଇଛନ୍ତି ହଜାର ହଜାର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ । ନୂତନ ପେନସନ ଯୋଜନାରେ ସରକାରଙ୍କ ନୀତିବିହୀନ ନିଷ୍ପତ୍ତିକୁ ବିରୋଧ କରି ଶିକ୍ଷକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଲୋକସେବା ଭବନ ସମ୍ମୁଖରେ!-->…