Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଆଜି ସାବିତ୍ରୀ ଅମାବାସ୍ୟା
ଭୁବନେଶ୍ୱର: ଆଜି ସାବିତ୍ରୀ ଅମାବାସ୍ୟା ସାରା ରାଜ୍ୟରେ ପାଳନ ହେଉଛି । ପତ୍ନୀମାନେ ସ୍ୱାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି । ହାତରେ ଭୋଗ, ମନରେ ଉତ୍ସାହ ନେଇ ଦେବାଳୟକୁ ଯାଇଛନ୍ତି ସଧବା । ନୂଆ ଶାଢୀ, ସଙ୍ଖା, ସିନ୍ଦୁର ଓ ଅଳତା ନେଇ ପୂଜାର୍ଚ୍ଚନା କରୁଛନ୍ତି । ଘରେ ଘରେ ବି…
୨୦ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
ଭୁବନେଶ୍ୱର : ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୦ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରସ୍ଥିତ ହୋଟେଲ ନ୍ୟୁ ମ୍ୟାରିୟନଠାରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି…
ମହାନଦୀ ଟ୍ରିବୁନାଲଙ୍କ ଗସ୍ତ ଆଜି
ଭୁବନେଶ୍ବର : ମହାନଦୀ ଜଳ ବିବାଦ ଟ୍ରିବୁନାଲ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେମାନେ ଆସି ଝାରସୁଗୁଡ଼ାରେ ପହଞ୍ଚିବେ। ଟ୍ରିବୁନାଲର ପ୍ରତିନିଧି ଛତିଶଗଡ଼ରେ ମହାନଦୀର ସ୍ଥିତି ଅନୁଧ୍ୟାନ କରି ସାରିଲା ପରେ ୧୯ ତାରିଖରୁ ୨୮ ତାରିଖ ପର୍ଯନ୍ତ ୯ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନକୁ ଯିବାର…
୫ ଏସ୍ପିଙ୍କ ସମେତ ବଦଳି ହେଲେ ୧୮ ବରିଷ୍ଠ ଆଇପିଏସ୍ ଅଧିକାରୀ
ଭୁବନେଶ୍ବର: ବରିଷ୍ଠ ଆଇପିଏସ୍ ସ୍ତରରେ ଅଦଳବଦଳ । ସରକାର ୫ ଜଣ ଏସ୍ପିଙ୍କ ସମେତ ମୋଟ ୧୮ ଜଣ ଆଇପିଏସ୍ ଅଧିକାରୀଙ୍କୁ ବଦଳି କରିଛନ୍ତି।ସମ୍ବଲପୁର ଏସ୍ପି ବାତୁଲା ଗଙ୍ଗାଧରଙ୍କୁ ମୟୂରଭଂଜରେ ଅବସ୍ଥାପିତ କରିବା ନେଇ ଆଦେଶନାମା ପ୍ରକାଶ ପାଇଛି । ସେହିପରି କେନ୍ଦୁଝରରୁ ମିତ୍ରଭାନୁ…
ମୋ ସରକାର’ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ସମୀକ୍ଷାରେ ସ୍ବାସ୍ଥ୍ୟ, ରାଜସ୍ବ, ଗୃହ, କୃଷି ଓ ଅନ୍ୟାନ୍ୟ ବିଭାଗ ସେମାନଙ୍କ ମୋ ସରକାର କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ। ଲୋକଙ୍କୁ ବିଭିନ୍ନ ସେବା…
ପୁରୀରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି
ପୁରୀ: ପୁରୀରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ । ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେବଳ ବନ୍ଦେ ଭାରତ ଏକ୍ସପ୍ରେସ୍ର ଉଦଘାଟନ କରାଯାଇଛି ତାହା ନୁହେଁ ବରଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁରୀ-ହାୱାଡା …
ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ
କଟକ: ଗଣଶିକ୍ଷା ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସଚିବଙ୍କ ଉପସ୍ଥିତିରେ ଦଶମ ପରୀକ୍ଷାଫଳ ପ୍ରକାଶ ପାଇଛି। ମନ୍ତ୍ରୀ ପରୀକ୍ଷାଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥର ପାସ୍ ହାର ରହିଛି ୯୬.୪ ପ୍ରତିଶତ। ଏବର୍ଷ ମୋଟ ୫୦୫୪୦୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ…
ଦୁବାଇରୁ ଫେରି ନିଜର ଅନୁଭୂତି ବଖାଣିଛନ୍ତି ମିଶନ ଶକ୍ତି ସଦସ୍ୟା
ଭୁବନେଶ୍ୱର: ଦୁବାଇରେ ଓଡ଼ିଶା ଦିବସ ପାଳନ କରି ଫେରିଲେ ଓଡ଼ିଆ ପ୍ରତିନିଧିମଣ୍ଡଳୀ । ତିନି ଦିନିଆ ଯାତ୍ରା ସାରି ଦୁବାଇରୁ ଫେରି ନିଜର ଅନୁଭୂତି ବଖାଣିଛନ୍ତି ମିଶନ ଶକ୍ତି ସଦସ୍ୟା । ଦୁବାଇ ବୁଲିବା ସହ ଅନୁଭୂତି ମିଳିଛି। ଦୁବାଇ ଗସ୍ତରେ ନିଜ ହାତ ତିଆରି ସାମଗ୍ରୀର ବ୍ରାଣ୍ଡିଂ ନେଇ…
ଆଜି ବାହାରିବ ମାଟ୍ରିକ୍ ପରୀକ୍ଷାଫଳ: www.bseodisha.ac.in ରେ ପରୀକ୍ଷାଫଳ ଉପଲବ୍ଧ ହେବ
କଟକ : ୨୦୨୩ ମାଟ୍ରିକ୍ ଫଳ ଆଜି ବାହାରିବ । ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଫଳ ୧୦ଟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀ ନିଜ ମୋବାଇଲରୁ ପରୀକ୍ଷାଫଳ ଜାଣିବାକୁ ହେଲେ OR10 ନିଜର ରୋଲ୍ ନମ୍ବର ଲେଖି 5676750 ନମ୍ବରକୁ ଏସ୍ଏମ୍ଏସ୍ କଲେ…
ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍
ପୁରୀ: ଆଜି ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍ କୁ ଭର୍ଚୁଆଲ ମୋଡରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ…