Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
Odisha
All about all odisha state news updates
ହକି ବିଶ୍ୱକପ ପାଇଁ ଆଜିଠୁ ଅନଲାଇନ୍ ଟିକେଟ୍
ହକି ବିଶ୍ୱକପ ପାଇଁ ଆଜିଠୁ ଅନଲାଇନ୍ ଟିକେଟ୍ ମିଳିବ । ଦିନ ଗୋଟାଏ ପରେ ‘ପେଟିଏମ ଇନସାଇଡ’ www.insider.inର ସାଇଟକୁ ଯାଇ ଟିକେଟ୍ ବୁକିଂ କରିପାରିବେ । ଜଣେ ବ୍ୟକ୍ତି ସର୍ବାଧିକ ଦୁଇଟି ଟିକେଟ୍ କିଣିପାରିବେ । ୧୦୦ରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ରହିଛି ଟିକେଟର ମୂଲ୍ୟ ରହିଛି ।
ଅନଲାଇନ!-->!-->!-->…
ଧାରଣାସ୍ଥଳରେ ମାଣବସା ଗୁରୁବାର ପାଳନ କଲେ ଅଙ୍ଗନବାଡ଼ି ଦିଦି
ଧାରଣାସ୍ଥଳରେ ମାଣବସା ଗୁରୁବାର ପାଳନ କଲେ ଅଙ୍ଗନବାଡ଼ି ଦିଦି। ଧାରଣ ରହି ନିଜର ହକ୍ ପାଇଁ ସରକାରଙ୍କୁ ପ୍ରତିବାଦ କରିଛନ୍ତି ଅଙ୍ଗନବାଡ଼ି କର୍ମୀ । ଆଜିକୁ ୩ ଦିନ ହେବ ଭାରତୀୟ ମଜଦୁର ସଙ୍ଘ ସଂଲଗ୍ନ ଅଲ ଓଡିଶା ଲେଡିସ ଅଙ୍ଗନବାଡ଼ି ୱର୍କର ପକ୍ଷରୁ ଧାରଣା ଜାରି ରହିଛି। ୮ ଦଫା ଦାବି ପୂରଣ!-->…
କେନ୍ଦ୍ର ଅନୁସୂଚିତ ଜନଜାତି କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କ ଦୁଇ ଦିନିଆ ଭଦ୍ରକ ଓ ବାଲେଶ୍ୱର ଗସ୍ତ
କେନ୍ଦ୍ର ଅନୁସୂଚିତ ଜନଜାତି କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଦୁଇ ଦିନିଆ ଭଦ୍ରକ ଓ ବାଲେଶ୍ୱର ଗସ୍ତରେ ଆସିଛନ୍ତି। ବୁଧବାର ରାତିରେ ଅର୍ଜୁନ ମୁଣ୍ଡା ଭଦ୍ରକରେ ପହଞ୍ଚି ସର୍କିଟ ହାଉସରେ ରାତ୍ରି ଯାପନ କରିଥିଲେ। ଆଜି ସକାଳେ ସହରର ଦକ୍ଷିଣକାଳୀ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ।!-->…
ଇଡି ଜାଲରେ ପଡିଛନ୍ତି କାର ସୋ’ରୁମ୍ ମାଲିକ ଗଙ୍ଗାଧର ସାମଲ
ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ତଦନ୍ତ ଯେତେ ଆଗକୁ ଯାଉଛି, ସେତେ ନୂଆ ତଥ୍ୟ ପଦାକୁ ଆସୁଛି । ଏହି କ୍ରମରେ ଇଡି ଜାଲରେ ପଡିଛନ୍ତି କାର ସୋ’ରୁମ୍ ମାଲିକ ଗଙ୍ଗାଧର ସାମଲ। କାର୍ ସୋରୁମ ମାଲିକଙ୍କୁ ଇଡି ପକ୍ଷରୁ ଜାରି ନୋଟିସ ହୋଇଥିଲା। ନୋଟିସ୍!-->…
ବ୍ରହ୍ମପୁରରୁ ପଦ୍ମପୁର ଗଲା ୪୦୦ ବ୍ରେଲି ବାଲଟ୍
ରାଜ୍ୟର ଏକମାତ୍ର ବ୍ରେଲି ପ୍ରେସ୍ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଠାରେ ରହିଛି । ନିର୍ବାଚନ ସମୟରେ ରାଜ୍ୟର ସମସ୍ତ ମତଦାନ କେନ୍ଦ୍ରକୁ ଏହିଠାରୁ ବ୍ରେଲି ବାଲଟ୍ ପଠାଯାଉଛି ।
ଗତ ମାସରେ ଭଦ୍ରକ ଜିଲ୍ଲା ଧାମନଗର ଉପନିର୍ବାଚନ ପାଇଁ ବ୍ରେଲି ବାଲଟ୍ ପଠାଯାଇଥିବା ବେଳେ ବୁଧବାର ବରଗଡ଼!-->!-->!-->…
ବିଶ୍ବରେ ନିଜର ପରିଚୟ ଜାହିର କରିବାକୁ ଯାଉଛି କଟକ ସହର
ଐତିହାସିକ ବାଲିଯାତ୍ରାକୁ ନେଇ ଚଳିତବର୍ଷ କଟକ ସାରାବିଶ୍ବର ଦୃଷ୍ଟି ଆକର୍ଷଣ କରିଥିବା ବେଳେ ଏବେ ପୁଣି ବିଶ୍ବରେ ନିଜର ପରିଚୟ ଜାହିର କରିବାକୁ ଯାଉଛି କଟକ ସହର। ୨୦୨୩ ବିଶ୍ବ କପ୍ ହକିର ଉଦ୍ଘାଟନୀ କାର୍ଯ୍ୟକ୍ରମ କଟକରେ ଆୟୋଜନ ହେବାକୁ ଯାଉଛି। ଜାନୁଆରି ୧୧ ତାରିଖରେ ଏହି କାର୍ଯ୍ୟକ୍ରମ!-->…
ଇଡି ଅଫିସରେ ଶ୍ରଦ୍ଧାଞ୍ଜଳି ବେହେରା
ଅର୍ଚ୍ଚନା ନାଗ ମାମଲାରେ ଇଡି ଅଫିସରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା । ଇଡି ଅଫିସରେ ଗୁଡ଼େଇ ତୁଡ଼େଇ ଶ୍ରଦ୍ଧାଞ୍ଜଳିଙ୍କୁ ପ୍ରଶ୍ନ କରୁଛନ୍ତି ଅଧିକାରୀ । ସପ୍ତାହେ ହେଲା ଇଡିକୁ ଧରା ଛୁଆଁ ନଦେଇ ଚକମା ଦେଉଥିଲେ ଶ୍ରଦ୍ଧାଞ୍ଜଳି । ୨୫ଟି ଲୋକେସନ୍ ବଦଳାଇବା ପରେ ହୋଟେଲରେ ଯାଇ ସମନ!-->…
ମାଟ୍ରିକ ସମେଟିଭ ଆସେସମେଣ୍ଟ-ୱାନ ପରୀକ୍ଷା
ଆଜିଠୁ ମାଟ୍ରିକ ସମେଟିଭ ଆସେସମେଣ୍ଟ-ୱାନ ପରୀକ୍ଷା । ରାଜ୍ୟରେ ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦେବେ ପରୀକ୍ଷା । ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଉଭୟ ସବଜେକ୍ଟିଭ ଓ ଅବଜେକ୍ଟିଭ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ପ୍ରଥମ ଦିନରେ ଇଂରାଜୀ ପରୀକ୍ଷା ଥିବା ବେଳେ ପରୀକ୍ଷାର୍ଥୀମାନେ ସକାଳ ୯ଟାରୁ ହଲରେ!-->…
୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ମାଲକାନଗିରିରେ ଉଦ୍ଘାଟନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ!-->…
ମାଟ୍ରିକ୍ ସମ୍ମେଟିଭ୍-୧ ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି
ରାତିପାହିଲେ ଆରମ୍ଭ ହେବ ମାଟ୍ରିକ୍ ସମ୍ମେଟିଭ୍-୧ ପରୀକ୍ଷା। ସେଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଭିନ୍ନ ନୋଡାଲ୍ ସେଣ୍ଟରକୁ ପ୍ରଶ୍ନପତ୍ର ପଠାଇ ଦିଆଯାଇଛି। ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରାଯାଇଛି। ପରୀକ୍ଷା!-->…