Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Odisha
All about all odisha state news updates
ପୁରୀରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି
ପୁରୀ: ପୁରୀରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ । ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେବଳ ବନ୍ଦେ ଭାରତ ଏକ୍ସପ୍ରେସ୍ର ଉଦଘାଟନ କରାଯାଇଛି ତାହା ନୁହେଁ ବରଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁରୀ-ହାୱାଡା …
ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ
କଟକ: ଗଣଶିକ୍ଷା ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସଚିବଙ୍କ ଉପସ୍ଥିତିରେ ଦଶମ ପରୀକ୍ଷାଫଳ ପ୍ରକାଶ ପାଇଛି। ମନ୍ତ୍ରୀ ପରୀକ୍ଷାଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥର ପାସ୍ ହାର ରହିଛି ୯୬.୪ ପ୍ରତିଶତ। ଏବର୍ଷ ମୋଟ ୫୦୫୪୦୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ…
ଦୁବାଇରୁ ଫେରି ନିଜର ଅନୁଭୂତି ବଖାଣିଛନ୍ତି ମିଶନ ଶକ୍ତି ସଦସ୍ୟା
ଭୁବନେଶ୍ୱର: ଦୁବାଇରେ ଓଡ଼ିଶା ଦିବସ ପାଳନ କରି ଫେରିଲେ ଓଡ଼ିଆ ପ୍ରତିନିଧିମଣ୍ଡଳୀ । ତିନି ଦିନିଆ ଯାତ୍ରା ସାରି ଦୁବାଇରୁ ଫେରି ନିଜର ଅନୁଭୂତି ବଖାଣିଛନ୍ତି ମିଶନ ଶକ୍ତି ସଦସ୍ୟା । ଦୁବାଇ ବୁଲିବା ସହ ଅନୁଭୂତି ମିଳିଛି। ଦୁବାଇ ଗସ୍ତରେ ନିଜ ହାତ ତିଆରି ସାମଗ୍ରୀର ବ୍ରାଣ୍ଡିଂ ନେଇ…
ଆଜି ବାହାରିବ ମାଟ୍ରିକ୍ ପରୀକ୍ଷାଫଳ: www.bseodisha.ac.in ରେ ପରୀକ୍ଷାଫଳ ଉପଲବ୍ଧ ହେବ
କଟକ : ୨୦୨୩ ମାଟ୍ରିକ୍ ଫଳ ଆଜି ବାହାରିବ । ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଫଳ ୧୦ଟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀ ନିଜ ମୋବାଇଲରୁ ପରୀକ୍ଷାଫଳ ଜାଣିବାକୁ ହେଲେ OR10 ନିଜର ରୋଲ୍ ନମ୍ବର ଲେଖି 5676750 ନମ୍ବରକୁ ଏସ୍ଏମ୍ଏସ୍ କଲେ…
ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍
ପୁରୀ: ଆଜି ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍ କୁ ଭର୍ଚୁଆଲ ମୋଡରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ…
ବେଙ୍ଗାଲୁରୁରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ
ବେଙ୍ଗାଲୁରୁ: ଆଜିଠୁ ବେଙ୍ଗାଲୁରୁରେ ଓଡ଼ିଶା ନିବେଶକ ସମ୍ମିଳନୀ ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ନେତୃତ୍ବରେ ରାଜ୍ୟ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ତଥା ଇପିକଲର ଅଧ୍ୟକ୍ଷ ହେମନ୍ତ ଶର୍ମା, ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ସଚିବ ଅରବିନ୍ଦ କୁମାର…
ଆସନ୍ତାକାଲି ୮୦୦୦ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ଆସନ୍ତାକାଲି ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ଏହା ସହ କଟକ, ପୁରୀ ୨ଟି ଷ୍ଟେସନର ଶିଳାନ୍ୟାସ ଭର୍ଚୁଆଲ ମାଧ୍ୟମରେ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେ’ ୧୮ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ଉଭୟ ପୁରୀ ଓ କଟକ…
ଫାଳେ ଇଞ୍ଜିନରେ ଚାଲିଛି ସରକାର :ଧର୍ମେନ୍ଦ୍ର
ଭୁବନେଶ୍ବର: ଝାରସୁଗୁଡ଼ା ନିର୍ବାଚନରେ ବିଜୟ ପରେ ପ୍ରଥମେ କେନ୍ଦ୍ର ସରକାରକୁ ନବୀନ କରିଥିଲେ ଟାର୍ଗେଟ୍ । ଆଉ ଏବେ ନବୀନଙ୍କୁ ଧର୍ମେନ୍ଦ୍ରଙ୍କ କାଉଣ୍ଟର ଦେଖିବାକୁ ମିଳିଛି। ବିଜେପିର ଡବଲ ଇଞ୍ଜିନ ନୁହେଁ ଲୋକ ଗୁଡ ଗଭର୍ଣ୍ଣାସ ଚାହାଁନ୍ତି ବୋଲି ନବୀନ କହିଥିଲେ । ଏଭଳି ସମାଲୋଚନା ପରେ…
ବୋହୂଙ୍କ ଅଭିଯୋଗକୁ ଖଣ୍ଡନ କଲେ ବିଧାୟକ ଶଶିଭୂଷଣ ବେହେରା
ଭୁବନେଶ୍ବର: ଘର କଥା ବାହାରେ ଚର୍ଚା ହେବାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଶଶିଭୂଷଣ ବେହେରା । ତାଙ୍କ ବୋହୂ ରୋନାଲି ବେହେରାଙ୍କ ଅଭିଯୋଗ ଭିତ୍ତିହୀନ ବୋଲି ସେ କହିଛନ୍ତି । ଗତକାଲି ଘଟଣା ସାମ୍ନାକୁ ଆସିବା ପରେ ମୁହଁ ଖୋଲିଛନ୍ତି ଶଶୀଭୂଷଣ । ଶଶିଭୂଷଣ କହିଛନ୍ତି,…
ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ଉ
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ସିଭିଲ ସପ୍ଲାଇ ଅଫିସର ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଖୋର୍ଦ୍ଧା, ଗଞ୍ଜାମ ଓ ମୟୁରଭଞ୍ଜର ଘର, ଅଫିସ୍ ସମେତ ମୋଟ ୭ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଚଢ଼ାଉରେ ସାମିଲ…