Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
Odisha
All about all odisha state news updates
ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ
ଓଡ଼ିଶାର ପ୍ରସିଦ୍ଧ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଓ ଲେଖକ ଉତ୍କଳମଣି ଗୋପବନ୍ଧୁ ଦାସ । ଆଧୁନିକ ଯୁଗର ପଞ୍ଚସଖାଙ୍କ ମଧ୍ୟରେ ସେ ଅନ୍ୟତମ । ସେ ଦୈନିକ ଓଡ଼ିଆ ଖବରକାଗଜ ସମାଜ ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ । ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ!-->…
ଧାମନଗର ଉପନିର୍ବାଚନ ପାଇଁ ୩ ଦଳର କସରତ
ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପରେ ୩ ଦଳର କସରତ । ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ହେଲେ ପ୍ରଥମ ଦିନରେ କୌଣସି ଦଳ ପ୍ରାର୍ଥୀପତ୍ର ଦାଖଲ କରିନାହାନ୍ତି । ଉପନିର୍ବାଚନ ପାଇଁ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କ ବିଜେପି!-->…
ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼
ରାତି ପାହିଲେ ପୁରୀରେ ହବିଷ ବ୍ରତ ପାଳନ କରିବେ ବ୍ରତଧାରୀ । ଏଥିପାଇଁ ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼ ଦେଖିବାକୁ ମିଳିଛି । ସମସ୍ତ ମଠ ବାଡ଼ି ଠାରୁ ଆରମ୍ଭ କରି ସରକାରଙ୍କ ହବିଷ୍ୟାଳି ଶିବିରରେ ଏବେ ବ୍ରତଧାରୀଙ୍କ ଭିଡ଼ ଲାଗିଛି ।ଦୀର୍ଘ ୨ ବର୍ଷ କରୋନା କଟକଣା ପାଇଁ ହବିଷ୍ୟାଳି!-->…
ଅର୍ଚ୍ଚନା ନାଗଙ୍କ ଗୁମର ଧିରେ ଧିରେ ଖୋଲିବାରେ ଲାଗିଛି
ନେତା-ମନ୍ତ୍ରୀଙ୍କୁ ବ୍ଲାକ୍ମେଲିଂ କରି କୋଟି କୋଟି ଟଙ୍କା ରୋଜଗାର କରୁଥିବା ୨୭ ବର୍ଷୀୟ ଅର୍ଚ୍ଚନା ନାଗ ଗିରଫ ପରେ ଏବେ ଝାରପଡ଼ା ଜେଲରେ । ଅର୍ଚ୍ଚନା ନାଗଫାଶରେ ଫସିଥିବା ନେତା, ମନ୍ତ୍ରୀ, ପୂର୍ବତନ ମନ୍ତ୍ରୀ, ବିଧାୟକମାନେ ଏବେ ଛାନିଆ । କାଳେ ସେମାନଙ୍କ କଳା କାରମାନା ପଦାରେ!-->…
୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ
ଲଗାଣ ବର୍ଷା ଯୋଗୁ ଦଶହରା ଫିକା ପଡ଼ିଥିଲା । ନବମୀ ଓ ଦଶମୀ ଦୁଇ ଦିନ ପ୍ରବଳ ବର୍ଷିଥିଲା । ଏବେ କୁମାର ପୂର୍ଣ୍ଣିମାରେ ବି ବର୍ଷାରୁ ତ୍ରାହି ମିଳିବନି । ୯ରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୧୦ରେ ବି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷିବ । ପାଣିପାଗ ବିଶେଷଜ୍ଞ!-->…
ସହରାଞ୍ଚଳ ଗରିବଙ୍କୁ ଜାଗା ସହ ଘର କରିବାକୁ ମିଳିବ ୨ ଲକ୍ଷ
ଭୁବନେଶ୍ବର: ସହରାଞ୍ଚଳ ଭୂମିହୀନ ଆର୍ଥିକ ଅନଗ୍ରସରଙ୍କୁ ମାଗଣା ଜମି ଅଧିକାର ସହିତ ଘର ନିର୍ମାଣ ପାଇଁ ମିଳିବ ଆର୍ଥିକ ସହାୟତା । ଯେଉଁଥିପାଇଁ ରାଜ୍ୟ ସରକାର ଜାଗା ମିଶନକୁ ଓଡ଼ିଶା ସହାରଞ୍ଚଳ ବାସଗୃହ ମିଶନ ସହ ଏକାଠି କରିବାକୁ ଯାଉଛନ୍ତି । ଆସନ୍ତା ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଗୁଜୁରାଟର!-->…
ପ୍ରକାଶ ପାଇଲା ଓସିଏସ ରେଜଲ୍ଟ
ଭୁବନେଶ୍ବର: ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ୍ ରେଜଲ୍ଟ । ତେଜସ୍ବିନୀ ବେହେରା ଓସିଏସ ଟପ୍ପର ହୋଇଛନ୍ତି । ଶୁଭଙ୍କରୀ ସୁଦେଷ୍ଣା ଦାସ ଦ୍ବିତୀୟ ଏବଂ ଅନନ୍ୟା ସୃଷ୍ଟି ଶତପଥୀ ତୃତୀୟ ହୋଇଛନ୍ତି । ୨୦୨୦ ପାଇଁ ହୋଇଥିଲା ପରୀକ୍ଷା ।
ଦେବବ୍ରତ କର ଚତୁର୍ଥ ସ୍ଥାନ ହାସଲ କରିଥିବା ବେଳେ!-->!-->!-->…
ଧାମନଗର ଉପନିର୍ବାଚନ
ବିଜେପି ଟିକେଟରେ ଧାମନଗର ଉପନିର୍ବାଚନ ଲଢିବେ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀ । ଏନେଇ ଏକପ୍ରକାର ନିଶ୍ଚିନ୍ତ ହୋଇ ସାରିଥିବା ବେଳେ କେବଳ ଦଳ ପକ୍ଷରୁ ଔପଚାରିକ ଘୋଷଣା ବାକି ରହିଛି । ଭଦ୍ରକ ଧାମନଗର ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ!-->…
ଭୁବନେଶ୍ୱରରେ ଖୁବଶୀଘ୍ର ଖୋଲିବ ଡେଲୋଏଟ ସେଣ୍ଟର
ଆଇଟି କ୍ଷେତ୍ରରେ ଓଡିଶାକୁ ବଡ଼ ଅଗ୍ରଗତି । ଓଡ଼ିଶାରେ ଖୁବ ଶୀଘ୍ର ନିଜର କାର୍ଯ୍ୟାଳୟ ଖୋଲିବାକୁ ଯାଉଛି ବିଶ୍ୱର ନାମୀ ଆଇଟି ଓ ପ୍ରଫେସନାଲ କନସଲଟିଂ କମ୍ପାନୀ ଡେଲୋଏଟ । ଏନେଇ ନିଜର ଇଷ୍ଟାଗ୍ରାମରେ ଏକ ପୋଷ୍ଟ ସେୟାର କରିଛନ୍ତି ଫାଇଭ ଟି ସଚିବ ଭିକେ ପାଣ୍ଡିଆନ । ବିଏମସି ଟାୱାରରେ ଡେଲୋଏଟର!-->…
ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
ଭୁବନେଶ୍ବର: ଦୁର୍ବଳ ହୋଇଛି ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ । ହେଲେ ଏବେ ବି ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ।
!-->!-->!-->…