Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା
ଭୁବନେଶ୍ବର: ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ଉପକୂଳ ଓଡିଶାରେ ବର୍ଷା ସହ ଘଡ଼ଘଡ଼ି ମେଘପବନ ହେବାରୁ ପାଗ ମେଘୁଆ ସହିତ କାଳବୈଶାଖୀ ବର୍ଷା ଜାରି ରହିଛି । ଭୁବନେଶ୍ବରରେ ଘଡଘଡି ବିଜୁଳି ସହ ବର୍ଷାପବନ ହୋଇଥିବାରୁ ଟିକେ ଥଣ୍ଡା ପଡ଼ିଛି । ଖୋର୍ଦ୍ଧା,…
ବ୍ୟକ୍ତିଗତ ଟିପ୍ପଣୀ ଦେଇ ୨ ମହିଳାଙ୍କୁ ହତୋତ୍ସାହିତ କରିଛନ୍ତି କେନ୍ଦ୍ରମନ୍ତ୍ରୀ: ବିଜେଡି
ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନକୁ ଟାର୍ଗେଟ କଲେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ମିଶନ ଶକ୍ତି ମାଆଙ୍କ ଉପରେ ଆପଣଙ୍କ ଏତେ ରାଗ କାହିଁକି ? ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ୨୦୨୨ ପଞ୍ଚାୟତ ନିର୍ବାଚନରେ ଲୋକେ ଏହାର ଜବାବ ଦେଇଛନ୍ତି…
ଅର୍କେଶଙ୍କ ନାମରେ ନିର୍ଯାତନା ଅଭିଯୋଗ ଆଣିଲେ ପତ୍ନୀ ଅଦ୍ରିଜା
ବଲାଙ୍ଗୀର : ବଲାଙ୍ଗୀର ରାଜପରିବାରେ ଉଠିଛି ଝଡ । ରଜାଘର ବୋହୁ ଆଣିଛନ୍ତି ନିର୍ଯାତନା ଅଭିଯୋଗ । ଅର୍କେଶ ନାରାୟଣ ସିଂହଦେଓ ତାଙ୍କ ପତ୍ନୀ ଅଦ୍ରିଜାଙ୍କୁ ମାନସିକ, ଶାରୀରିକ ନିର୍ଯାତନା ଦିଆଯାଉଥିବା ସେ ଅଭିଯୋଗ କରିଛନ୍ତି। କିଭଳି ତାଙ୍କୁ ନିର୍ଯାତନା ଦିଆଯାଉଛି ସେ କଥା ସୋସିଆଲ…
୧୮ ରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳ
କଟକ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ ପରୀକ୍ଷା ଫଳ ତାରିଖ ଘୋଷଣା ହୋଇଛି। ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। କଟକ ବୋର୍ଡ କାର୍ଯ୍ୟାଳୟରେ ବୋର୍ଡ ସଭାପତି ରମାଶିଷ ହାଜରା ଏହି ସୂଚନା ଦେଇଛନ୍ତି। ଗୁରୁବାର ସକାଳ ୧୦ଟା ବେଳେ ବିଭାଗୀୟ…
ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଅବସରରେ ‘ସଷ୍ଟେନ : ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଭୁବନେଶ୍ବରସ୍ଥିତ କଳା ଭୂମି ପରିସରରେ ଆୟୋଜିତ ଏହି ପ୍ରଦର୍ଶନୀର ଉଦଘାଟନୀ ସମାରୋହରେ କେନ୍ଦ୍ର ସଂସ୍କୃତି,…
ଜଳୁଛି ଅଧା ଓଡ଼ିଶା
ଭୁବନେଶ୍ୱର:ଜଳୁଛି ଅଧା ଓଡ଼ିଶା । ତାତିରେ ସିଜୁଛନ୍ତି ଲୋକେ । ହୁତୁ ହୁତୁ ହୋଇ ରାଜ୍ୟରେ ପୁଣି ବଢ଼ିଲା ତାପମାତ୍ରା । ୧୬ ସହରର ତାପାମାତ୍ରା ୪୧ ଡିଗ୍ରୀ ଉପରେ ଥିବାରୁ ଲୋକେ ନାହିଁ ନଥିବା ହନ୍ତସନ୍ତ ହେଉଛନ୍ତି । ୪୪. ୪ ଡିଗ୍ରୀ ସହ ବଲାଙ୍ଗୀର ସବୁଠାରୁ ଉତ୍ତପ୍ତ ସହର , ୪୪ ଡିଗ୍ରୀ ସହ…
ପରାଜୟର ସମୀକ୍ଷା କରିବ କଂଗ୍ରେସ
ଝାରସୁଗୁଡ଼ା: ବିଧାନସଭା ଉପନିର୍ବାଚନରେ ହାରିଲା କଂଗ୍ରେସ । ଖାଲି ହାରିଲା ନାହିଁ ଅମାନତ ହରାଇଲା । ଦିନେ ଏହି ଆସନ କଂଗ୍ରେସର ଗଡ଼ ଥିଲା । ଆଜି କିନ୍ତୁ ଭୋଟ ନାହିଁ । ହାତଗଣତି କିଛି ଭୋଟ ପାଉଛି କଂଗ୍ରେସ । ଏଥର ତରୁଣ ପାଣ୍ଡେଙ୍କୁ ମିଳିଲା ମାତ୍ର ୪,୪୭୩ ଖଣ୍ଡ ଭୋଟ। ନେତାମାନେ ଏହାକୁ…
ଝାରସୁଗୁଡ଼ାରେ ବୃହତ ବିଜୟ ପରେ ଦୀପାଳି ହେବେ କି ମନ୍ତ୍ରୀ ?
ଭୁବନେଶ୍ବର: ନବ ଦାସଙ୍କ ମୃତ୍ୟୁ ପରେ ଝାରସୁଗୁଡ଼ାରେ ହୋଇଥିବା ଉପନିର୍ବଚନରେ ବିଜୟୀ ହୋଇ ତାଙ୍କ ଝିଅ ଦୀପାଳି ଦାସ ଏବେ ବିଧାୟିକା ଭାବେ ଶପଥ ନେଇଛନ୍ତି । ଦୀପାଳିଙ୍କୁ ମନ୍ତ୍ରୀ ପଦ ମିଳିପାରେ ଏନେଇ ରାଜନୀତି ସମୀକ୍ଷକମାନେ ଆଲୋଚନା କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପ୍ରତି ତାଙ୍କର…
ଆଜିଠୁ ଦୁବାଇକୁ ବିମାନ ସେବା
ଭୁବନେଶ୍ବର : ଆଜିଠୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଛନ୍ତି। ଦୁବାଇରୁ ୧୧.୨୫ରେ ଇଣ୍ଡିଗୋର ବିମାନ ୧୭୩ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଆସିଥିଲା । ଏହି ବିମାନ ଭୁବନେଶ୍ବରରେ ୫.୩୦ ରେ ପହଞ୍ଚିଥିଲା ।…
ସେକ୍ ଫାରୁକ୍ ହତ୍ୟା ମାମଲା: ପ୍ରମାଣ ଅଭାବରୁ ଖଲାସ ହେଲେ ଡି ବ୍ରଦର୍ସ
କଟକ: ସେକ୍ ଫାରୁକ୍ ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ଅଭିଯୁକ୍ତ ସୁଶାନ୍ତ ଓ ସୁଶିଲ ଧଳସାମନ୍ତ। ଜିଲ୍ଲା ଦୌରା ଜଜ୍
ଏଥିସହ ସହଯୋଗୀ ଆରିଫ୍ ଖାଁକୁ ମଧ୍ୟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । । ୨୦୧୪ ନଭେମ୍ବର ୧୧ ତାରିଖରେ ମାଲଗୋଦାମରେ ବହୁଚର୍ଚ୍ଚିତ ଡାଲି ବ୍ୟବସାୟୀ…