Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
Odisha
All about all odisha state news updates
ବର୍ଷା ସିଂ ବରିହା ପଦ୍ମପୁର ଉପନିର୍ବାଚନ ବିଜେଡି ପ୍ରାର୍ଥୀ
ବହୁ କସରତ ପରେ ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ତାର ପ୍ରାର୍ଥୀ ଘୋଷଣା କରିଛି। ଦିବଙ୍ଗତ ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବଡ଼ ଝିଅ ବର୍ଷା ସିଂ ବରିହାଙ୍କୁ ବିଜେଡି ଆଜି ତାର ପ୍ରାର୍ଥୀ ଭାବେ ଘୋଷଣା କରିଛି। ବର୍ଷା ହେଉଛନ୍ତି ବିଜେପି ନେତା ତଥା ପୂର୍ବତନ ବିଧାୟକ ରମା!-->…
ଆଜି ଶିଶୁ ଦିବସ, ପଣ୍ଡିତ ଜବାହରଲାଲ ନେହରୁଙ୍କ ଜନ୍ମଦିନ
ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍କୁଲରେ ଶିଶୁ ଦିବସ ପାଳନ ହେଉଛି । ଶିଶୁଙ୍କ ଅଧିକାର, ଶିକ୍ଷା ଓ ମଙ୍ଗଳ ପାଇଁ ଅନକେ ସ୍ବପ୍ନ ଦେଖିଥିଲେ ନେହରୁ । ତେଣୁ ଆଜି ଦିନକୁ ବିଭିନ୍ନ ସ୍ଥାନରେ ଉତ୍ସବ ଭାବେ ପାଳନ ହେଉଛି ।!-->…
ଏସ୍ଆଇଟିରେ ଉଠିଲା ଅର୍ଚ୍ଚନା ପ୍ରସଙ୍ଗ
ବହୁଚର୍ଚ୍ଚିତ ମାୟାବିନୀ ଅର୍ଚ୍ଚନା ନାଗ ମାମଲା ରବିବାର ସୁପ୍ରିମ୍ କୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ତଥା ଏସ୍ଆଇଟି ଉପାଧ୍ୟକ୍ଷ ଜଷ୍ଟିସ୍ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ କଳାଧନ ନେଇ ଗଠିତ ଏସ୍ଆଇଟି ବୈଠକରେ ଉଠିଥିଲା । ଏହି ମାମଲାର ତଦନ୍ତ ନେଇ କେତେ ଅଗ୍ରଗତି ଘଟିଛି ସେନେଇ!-->…
ପ୍ରଭୁ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ଓ ଗର୍ଭଗୃହ ଦ୍ୱାରବନ୍ଧରେ ବଡ ଫାଟ
ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ବଡ଼ ଫାଟ ସୃଷ୍ଟି ହୋଇଛି। ମନ୍ଦିରର ମୁଖ୍ୟ ଫାଟକ ସିଂହଦ୍ୱାର ନିକଟରେ ବଡ଼ ଫାଟ ଦେଖିବାକୁ ମିଳିଛି। ପୂର୍ବରୁ ଏହା ଛୋଟ ଆକାରରେ ଥିଲା। ଦ୍ୱାରବନ୍ଧ ପାଖରେ ଦେଖା ଯାଇଥିବା ଫାଟ ଧିରେ ଧିରେ ବଡ଼ ହେବାରେ ଲାଗିଛି। ହେଲେ ମରାମତିର ଅଭାବରୁ ଏହି ଫାଟ ବଡ଼ ହୋଇ!-->…
କୌଣାର୍କରେ ପର୍ଯ୍ୟଟକଙ୍କୁ ସୁବିଧା ଯୋଗାଇବାରେ ସରକାର ଏବଂ ମନ୍ଦିର ପ୍ରଶାସନ ବିଫଳ
ପର୍ଯ୍ୟଟନର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କୌଣାର୍କରେ ପର୍ଯ୍ୟଟକଙ୍କୁ ସୁବିଧା ଯୋଗାଇବାରେ ସରକାର ଏବଂ ମନ୍ଦିର ପ୍ରଶାସନ ବିଫଳ ହୋଇଛନ୍ତି । ଏପରିକି ମନ୍ଦିର ବୁଲିବା ପାଇଁ ଆସିଥିବା ପର୍ଯ୍ୟଟକମାନଙ୍କୁ ଟିକେଟ୍ ମିଳୁନାହିଁ । ଟିକେଟ୍ କାଉଣ୍ଟରରେ ଟିକେଟ୍!-->…
୨୦୨୩-୨୪ ଶିକ୍ଷାବର୍ଷରୁ ପିଜି ପରୀକ୍ଷା ଓ ନାମଲେଖାରେ ହେବ ପରିବର୍ତ୍ତନ
ଏଣିକି ଜେଇଇ ଢାଞ୍ଚାରେ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା । ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟରେ ୨୦୨୩-୨୪ ଶିକ୍ଷାବର୍ଷରୁ ପିଜି ପ୍ରବେଶିକା ପରୀକ୍ଷା ଓ ନାମଲେଖାରେ ପରିବର୍ତ୍ତନ କରାଯିବ । କେଉଁ ପଦ୍ଧତିରେ ନାମଲେଖା ହେବ ତାହା ସ୍ଥିର ହୋଇନଥିଲେ ବି ସର୍ବଭାରତୀୟସ୍ତରରେ ଇଞ୍ଜିନିୟରିଂ!-->…
ପ୍ରଦୂଷଣ ବଳୟ ଭିତରେ ଭୁବନେଶ୍ୱର ସମେତ ଓଡ଼ିଶାର ୭ ସହର
ଧିରେ ଧିରେ ବାୟୁରେ ପ୍ରଦୂଷଣ ମାତ୍ରା ବଢୁଥିବା ବେଳେ ଦେଶରେ ବିଭିନ୍ନ ସହରରେ ବାୟୁରମାନ ଖରାପ ହେବାରେ ଲାଗିଛି । କେବଳ ଦିଲ୍ଲୀ ନୁହେଁ ଦେଶର ୧୩୨ ସହରରରେ ବାୟୁର ମାନ ଖରାପ ରହିଛି । ଏହି ତାଲିରେ ଓଡ଼ିଶାର ୭ ଟି ସହର ରହିଛି । ଭୁବନେଶ୍ୱର, କଟକ, ଅନୁଗୋଳ, ତାଳଚେର, ବାଲେଶ୍ୱର, ରାଉରକେଲା!-->…
ପଦ୍ମପୁର ଉପନିର୍ବାଚନ; କିଏ ଜିତିବ ବାଜି
ବରଗଡ଼ : ବରଗଡ଼ ଜିଲ୍ଲାର ପଦ୍ମପୁର ଉପନିର୍ବାଚନ ପାଇଁ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ଟିକେଟ ଦେବ ବିଜେପି । ଏନଇ ବିଜେପିର ତୁଙ୍ଗ ନେତାମାନେ ପଦ୍ମପୁରରେ ଡେରା ପକାଇଲେଣି । ଦଳୀୟ ନେତା, କର୍ମୀ ମହଲରେ ଏବେ ବିଜୟ ପାଇଁ ରଣନୀତି ଚାଲିଛି । କଂଗ୍ରେସ ଦଳ ପୂର୍ବତନ ବିଧାୟକ!-->…
ପଦ୍ମପୁର ପାଇଁ ବିଜେପିର ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ
ଧାମନଗର ଉପନିର୍ବାଚନ ପରେ ଏବେ ବିଜେପି ଶିବିରରେ ଏବେ ଉତ୍ସାହ ଭରିଯାଇଛି । ଏସବୁ ଭିତରେ ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ଚୟନ ହୋଇସାରିଛି । ପଦ୍ମପୁର ପାଇଁ ବିଜେପିର ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ । ୧୪ ତାରିଖରେ ସେ ନାମାଙ୍କନଦାଖଲ କରିବେ । ତେବେ ଧାମନଗର ଭଳି!-->…
ଓଡିଆରେ ଇଞ୍ଜିିନିୟରିଂ ପାଠ୍ୟପୁସ୍ତକର ପ୍ରଥମ ସଂସ୍କରଣକୁ ଉନ୍ମୋଚନ କଲେ ରାଷ୍ଟ୍ରପତି
ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ । ଏବେ ନିଜ ମାତୃଭାଷାରେ ଇଞ୍ଜିନିୟରିଂ ପାଠ ପଢ଼ିବେ ଓଡ଼ିଆ ଛାତ୍ରଛାତ୍ରୀ । ଓଡିଆ ପିଲାଙ୍କ ପାଇଁ ଇଞ୍ଜିନିୟରିଂ ପାଠପଢ଼ାକୁ ଆହୁରି ସହଜ କରିବାକୁ, ଏଆଇସିଟିଇ ପକ୍ଷରୁ ପ୍ରସ୍ତୁତ ୨୦ଟି ପାଠ୍ୟପୁସ୍ତକକୁ ଉନ୍ମୋଚିତ କରିଛନ୍ତି ରାଷ୍ଟ୍ରପତି । ତେବେ ଓଡିଆ ଭାଷାରେ!-->…