Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଆସନ୍ତାକାଲି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବ ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ
ଆସନ୍ତାକାଲି ଠାରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ। ଏହା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ । ବୈଠକରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିବେ।…
ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପରେ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗ ଦାୟିତ୍ୱ
ଭୁବନେଶ୍ବର: ପ୍ରମିଳା ମଲ୍ଲିକଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଗତକାଲି ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗ ଦାୟିତ୍ୱ। ଏହି ଦୁଇ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ପରେ…
ବାପାଙ୍କ ଆଶୀର୍ବାଦରୁ ଜିତିଲି: ଦୀପାଳି
ଝାରସୁଗୁଡ଼ା: ଝାରସୁଗୁଡ଼ାରେ ବିଜୟୀ ହେବା ପରେ ଦୀପାଳି ଦାସ ଝାରସୁଗୁଡ଼ାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ବିକାଶ ହେବ ବୋଲି କହିଛନ୍ତି । ବାପାଙ୍କ ଆଶୀର୍ବାଦରୁ ଜିତିଲି ବୋଲି କହିଛନ୍ତି ଦୀପାଳି ଦାସ । ଝାରସୁଗୁଡ଼ା ଉପନିର୍ବାଚନରେ ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି…
ଝାରସୁଗୁଡ଼ାରେ ବିଜେଡିର ଦୀପାଳି ଦାସ ବିଜୟୀ
ଝାରସୁଗୁଡ଼ା: ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ହୋଇଛି । ବାପାଙ୍କ ରେକର୍ଡ ଭାଙ୍ଗିଛନ୍ତି ଦୀପାଳି ଦାସ । ଗତଥର ବିଧାୟକ ଥିବା ସ୍ବର୍ଗତ ନବ ଦାସ ଯେତିକି ଭୋଟ ପାଇଥିଲେ ତାହାଠାରୁ ଅଧିକ ଭୋଟ ପାଇଛନ୍ତି ଦୀପାଳି । ୪୮,୬୧୯ ଭୋଟରେ ଜିତିଛନ୍ତି ଦୀପାଳି ଦାସ । ବିଜେପିର…
ଝାରସୁଗୁଡ଼ା ଭୋଟ ଗଣତି ଆରମ୍ଭ: ବିଜେଡି ଆଗୁଆ ଚାଲିଛି
ଝାରସୁଗୁଡ଼ା : ଝାରସୁଗୁଡ଼ାରେ ଭୋଟ ଗଣତି ଆରମ୍ଭ ହୋଇଛି । ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଦ୍ବିତୀୟରେ ଅଛନ୍ତି । ପଞ୍ଚମ ରାଉଣ୍ଡ ସୁଦ୍ଧା ବିଜେଡିର ଦୀପାଳି ଦାସ ୧୩, ୫୪୫ ଭୋଟରେ ଆଗୁଆ । ପଞ୍ଚମ ରାଉଣ୍ଡ ସୁଦ୍ଧା ବିଜେଡି-୩୦୦୫୦…
ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ…
ଭୁବନେଶ୍ବର:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏକ ଟ୍ୱିଟ ଶୃଙ୍ଖଳରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା…
ମୋଦି ଆସିବେନି:୧୮ରେ ପୁରୀରୁ ହାଓଡା ଚାଲିବ ‘ବନ୍ଦେ ଭାରତ ଏକ୍ସପ୍ରେସ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସିବେ ନାହିଁ । ଭର୍ଚୁଆଡ ମୋଡରେ ବନ୍ଦେ ଭାରତ ଏକ୍ସପ୍ରେସ୍ ଉଦଘାଟନ କରିବେ । ୧୮ ତାରିଖରେ ପୁରୀରୁ ଏହି ଏକ୍ସପ୍ରେସ୍ର ଶୁଭାରମ୍ଭ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ରହିବେ ପୁରୀଠାରେ କେନ୍ଦ୍ର…
ନୂଆମନ୍ତ୍ରୀ କିଏ ହେବ? ଜୋର ଧରିଲା ଚର୍ଚ୍ଚା
ଭୁବନେଶ୍ବର : ନୂଆମନ୍ତ୍ରୀ କିଏ ହେବ? ତିନି ଜଣ ନୂଆ ମନ୍ତ୍ରୀ ହେବେ । ଏହାକୁ ନେଇ ଜୋର ଧରିଲାଣି ଚର୍ଚ୍ଚା । ଦୁଇ ମନ୍ତ୍ରୀ ଓ ବାଚସ୍ପତିଙ୍କ ଇସ୍ତଫା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ ବିଜେଡିରେ ଚର୍ଚା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଆଜି ଦିଲ୍ଲୀରୁ ଫେରିବେ । ରାଜ୍ୟପାଳ…
ବାଚସ୍ପତିଙ୍କ ପରେ ଦୁଇ ମନ୍ତ୍ରୀ ଦେଲେ ଇସ୍ତଫା
ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀମଣ୍ଡଳରେ ଅଦଳ ବଦଳ ହେବ । ବାଚସ୍ପତି ବିକ୍ରମ ଆରୁଖଙ୍କ ପରେ ଦୁଇ ମନ୍ତ୍ରୀ ଆଜି ଇସ୍ତଫା ଦେଇଛନ୍ତି । ନୂଆ ମନ୍ତ୍ରୀ କିଏ ହେବ ତାହା ଜଣାପଡିନାହିଁ । ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଇସ୍ତଫା ଦେଇଥିଲେ ମଧ୍ୟ କାରଣ କଣ…
ଆସନ୍ତାକାଲି ଝାରସୁଗୁଡ଼ାରେ କିଏ ମାରିବ ବାଜି !
ଝାରସୁଗୁଡା: ଆସନ୍ତାକାଲି କିଏ ମାରିବ ବାଜି । କଂଗ୍ରେସ, ବିଜେପି, ବିଜେଡ଼ ନେତାମାନେ ଜିତିବେ ବୋଲି କହୁଛନ୍ତି । କିନ୍ତୁ କିଏ ଜିତିବ ତାହା ଭୋଟ ଗଣତି ପ୍ରକାଶ ପାଇବା ପରେ ଜଣାପଡିବ । ଝାରସୁଗୁଡା ଫଳାଫଳ ପାଇଁ ଏବେ ତିନି ପ୍ରାର୍ଥୀଙ୍କ ଛାତି ଧଡ଼ପଡ଼ ହେଉଛି । ସେପଟେ ରାଜ୍ୟ ମୁଖ୍ୟ…