Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଓଡ଼ିଶାରେ ପହଁଚିଲେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ
କଟକ: ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ । ଆଜି ପୂର୍ବାହ୍ନରେ ଓଡ଼ିଶାରେ ଆସି ପହଁଚିଛନ୍ତି ଡକ୍ଚର ମୋହନ ଭାଗବତ । ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା…
ଚାଲିଗଲା ୪ ହାତୀଙ୍କ ଜୀବନ
ଗୁଣପୁର: ପୁଣି ବିଦ୍ୟୁତ ଆଘାତରେ ଯାଇଛି ହାତୀଙ୍କ ଜୀବନ । ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଅଞ୍ଚଳ ଶ୍ରୀକାକୁଲମ ଜିଲ୍ଲା କାଟ୍ରାଗଡା ନିକଟରେ ୪ଟି ହାତୀଙ୍କ ମୃତଦେହ ଠାବ ହେବାକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ବିଦ୍ୟତ୍ ଟ୍ରାନ୍ସଫର୍ମର ନିକଟରେ ହାତୀଙ୍କ ମୃତଦେହ ପଡ଼ିଥିବାରୁ ବିଦ୍ୟୁତ୍ ଆଘାତ…
ତୃତୀୟ ସାମ୍ମୁଖ୍ୟ ଗଠନ ନେଇ କୌଣସି ସମ୍ଭାବନା ନାହିଁ: ନବୀନ
ନୂଆଦିଲ୍ଲୀ : ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଏହି ସମୟରେ କୌଣସି ରାଜନୈତିକ ପ୍ରସଙ୍ଗ ବାବଦରେ ଆଲୋଚନା ହୋଇନି ବୋଲି ନବୀନ କହିଛନ୍ତି ।…
ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ବିଭାଗ ରେଡ୍
ଭୁବନେଶ୍ବର: କେନ୍ଦୁଝର ରାଜନୀତିରେ ଦବଦବା ରଖିଥିବା ସନାତନ ମହାକୁଡ଼ଙ୍କ ଘରେ ଚାଲିଛି ରେଡ । ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ୍ ଚାଲିଛି । ଭୁବନେଶ୍ୱର, କେନ୍ଦୁଝର, ଯୋଡ଼ାରେ ଏକକାଳୀନ ଚଢ଼ାଉ କରୁଛି ଆୟକର ବିଭାଗ । ମୋଟ୍ ୧୦ଟି ସ୍ଥାନରେ ରେଡ୍ ହୋଇଥିବା ସୂଚନା…
ଆଜି ମୋଦି-ନବୀନ ଭେଟଘାଟ
ଭୁବନେଶ୍ବର : ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ । ଦୁଇଦିନ ପୂର୍ବରୁ ନୀତିଶଙ୍କ ସହ ଏକଘଣ୍ଟା ନବୀନ ନିବାସରେ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ତୃତୀୟ ମେଂଟ ନେଇ ମୁହଁ ଖୋଳିନଥିଲେ ନବୀନ । ଗତକାଲିଠାରୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇ…
ଝାରସୁଗୁଡ଼ାରେ ୭୮.୭% ମତଦାନ: ବିଜେଡି ନା ବିଜେପି!
ଝାରସୁଗୁଡ଼ା : ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମୋଟ୍ ୨୫୩ଟି ବୁଥରେ ୭୮.୭ ପ୍ରତିଶତ ମତଦାନ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଇଭିଏମରେ ଭୋଟ ଅଛି । ଭୋଟିଂ ପରେ ସମସ୍ତ ବୁଥ୍ଗୁଡ଼ିକରୁ ଇଭିଏମ୍ ଓ ଭିଭିପିଏଟି ମେସିନ୍ଗୁଡ଼ିକୁ ସିଲ୍ କରି କଡ଼ା ସୁରକ୍ଷା…
୫ଟା ସୁଦ୍ଧା ଝାରସୁଗୁଡ଼ାରେ ହୋଇଛି ୬୮.୧୨ ପ୍ରତିଶତ ମତଦାନ
ଝାରସୁଗୁଡ଼ା: କିଏ ହେବ ଝାରସୁଗୁଡ଼ା ବିଧାୟକ । ମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଳି ଦାସ ନା ବିଜେପି ନେତା ଟଙ୍କଧର ତ୍ରିପାଠୀ । କି ଏହି ଆସନ କଂଗ୍ରେସ ନେତା ତରୁଣ ପାଣ୍ଡେଙ୍କ ହାତକୁ ଯିବ । ତାହା ଫଳାଫଳ ଗଣତି ପରେ ଜଣାପଡିବ । ଖରା ସତ୍ତ୍ୱେ ଅପରାହ୍ନ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ…
ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ!
ପୁରୀ: ଗତ ମାସ ୨୮ ତାରିଖରେ ପ୍ରଥମ ଥର ଲାଗି ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଟ୍ରାଏଲ ଚଳାଚଳ ହୋଇଛି। ହାୱଡ଼ା- ପୁରୀ ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ । ତେବେ ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଦିନ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ
ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନରେ ଚାଲିଛି ମତଦାନ । ଦିନ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ ହୋଇଛି । ଏଗାରଟା ସୁଦ୍ଧା ଝାରସୁଗୁଡ଼ାରେ ୨୦.୩୮ ପ୍ରତିଶତ ମତଦାନ ହୋଇଥିଲା। ଝାରସୁଗୁଡ଼ାରେ ଶାନ୍ତିଶୃଙ୍ଖଳାର ସହ ମତଦାନ ପ୍ରକ୍ରିୟା ଚାଲିଛି । ବୁଥରେ ସକାଳ ୭ ଟାରେ ପୁଲିଙ୍ଗ ଆରମ୍ବ…
୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀଠାରେ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନରେ ଦିଲ୍ଲୀ ବାହାରିବେ ମୁଖ୍ୟମନ୍ତ୍ରୀ । ୧୩ ତାରିଖରେ ମୁଖ୍ୟମନ୍ତ୍ରୀ…