Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
Odisha
All about all odisha state news updates
ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ବିଜୟୀ
ଧାମନଗର: ମନଗର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ବିଜୟ ଲାଭ କରିଛି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ନିର୍ବାଚନରେ ପ୍ରାୟ ୯୮୮୧ ଭୋଟରେ ବିଜୟ ଲାଭ କରିଛନ୍ତି। ଧାମନଗରବାସୀ ସୂର୍ଯ୍ୟବଂଶୀ ସୂରଜକୁ ଆଶୀର୍ବାଦ ପ୍ରଦାନ କରିଛନ୍ତି। ଏଥିସହ ଭାରତୀୟ ଜନତା ପାର୍ଟି ନିଜ!-->…
ବିଜୟପଥେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, ୧୪ତମ ରାଉଣ୍ଡ ସୁଦ୍ଧା ବହୁ ଆଗରେ
ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ ଫଳାଫଳ ଘୋଷଣା ଜାରି ରହିଛି । ମୋଟ ୧୪ଟି ରାଉଣ୍ଡ ଗଣତି ଶେଷ ହୋଇଛି । ପ୍ରଥମରୁ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି । ୧୪ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ!-->…
ଡିସେମ୍ବର ୧୩ରେ ଭାରତ-ବାଂଲାଦେଶ ମୁକାବିଲା
ବାରବାଟୀ ଷ୍ଟାଡିୟମ୍ରେ ଦୃଷ୍ଟିହୀନ ଟି-ଟ୍ୱେଣ୍ଟି ବିଶ୍ୱକପ୍ର ଗୋଟିଏ ମ୍ୟାଚ ଖେଳାଯିବ । ଆସନ୍ତା ଡିସେମ୍ବର ୧୩ ତାରିଖରେ ଘରୋଇ ଭାରତୀୟ ଦଳକୁ ଭେଟିବ ବାଂଲାଦେଶ । ଓଡ଼ିଶା ଦୃଷ୍ଟିହୀନ କ୍ରିକେଟ୍ ସଂଘ ତରଫରୁ ଶନିବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏ ବିଷୟରେ ସୂଚନା ଦିଆଯାଇଛି ।
!-->!-->!-->…
ଦକ୍ଷ ହେବେ ଓଡିଶାର ଛାତ୍ରଛାତ୍ରୀ
ଦକ୍ଷ ହେବେ ଓଡିଶାର ଛାତ୍ରଛାତ୍ରୀ । ବିଶ୍ୱ ଦକ୍ଷତା କେନ୍ଦ୍ରରେ ଓଡିଶାର ୪୦ ଛାତ୍ରଛାତ୍ରୀ ନୂଆ ଦକ୍ଷତା ହାସଲ କରିବେ । ତେଣୁ ୪୦ ଛାତ୍ରଛାତ୍ରୀ ସିଙ୍ଗାପୁର ଗସ୍ତ କରିଛନ୍ତି । ଏହାପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ଏହି ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ଏହି!-->…
ନ୍ୟୁଜିଲାଣ୍ଡକୁ ୭-୪ ଗୋଲରେ ହରାଇଲା ଭାରତ
ଭୁବନେଶ୍ବର: ଏଫଆଇଏଚ ପ୍ରୋ ହକି ଲିଗରେ ଭାରତ ଦମଦାର ବିଜୟ ହାସଲ କରିଛି । ନ୍ୟୁଜିଲାଣ୍ଡକୁ ୭-୪ ଗୋଲରେ ହରାଇଲା ଭାରତ । କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଦମଦାର ପ୍ରଦର୍ଶନ କରିଥିଲ। ଭାରତ। ପ୍ରୋ ହକି ଲିଗରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଏହା ଦ୍ୱିତୀୟ ବିଜୟ । ଗତ ସପ୍ତାହରେ!-->…
ଆସନ୍ତାକାଲି ପ୍ରକାଶ ପାଇବ ଧାମନଗର ଉପନିର୍ବାଚନ ଫଳାଫଳ
ଧାମନଗର: ରାତିପାହିଲେ ପ୍ରକାଶ ପାଇବ ଧାମନଗର ଫଳାଫଳ । ବିଜେଡି ଜିତିବ କି ବିଜେପି ଜିତିବ ତାହା ଆସନ୍ତାକାଲି ଜଣାପଡିବ । ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀ ବିଜେପି ଏହି ଆସନରେ ପୁଣି ବିଜୟ ହାସଲ କରିବା ପାଇଁ ଆଶା ରଖିଛି । ସହାନୁଭୂତି ଭୋଟରେ ସୂର୍ଯ୍ୟବଂଶୀ ସୂରଜ ନିର୍ବାଚନ ଜିତିବେ!-->…
ପଞ୍ଚୁକର ଦ୍ବିତୟ ଦିନରେ ବାମନ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ପୁରୀ: ଆଜି ଗରୁଡ଼ ଉତଥାପନ ଦ୍ୱାଦଶୀ ତିଥିରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବାଙ୍କଚୁଡ଼ା ବା ବାମନ ବେଶ ଅନୁଷ୍ଠିତ ହେଉଛି । ପଞ୍ଚୁକର ୫ଦିନରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଓ ବେଶ ଅନୁଷ୍ଠିତ ହେଉଥିବାରୁ ଭକ୍ତମାନେ ଦର୍ଶନ କରିବାକୁ ଭିଡ ଜମାଇଛନ୍ତି । ଆଜି ସ୍ୱତନ୍ତ୍ର ବାଙ୍କଚୁଡ଼ା ବା ବାମନ!-->…
ମହାନଦୀ ଟ୍ରିବ୍ୟୁନାଲର ଶୁଣାଣି
ନୂଆଦିଲ୍ଲୀ: ମହାନଦୀ ଜଳ ବିବାଦକୁ ନେଇ ଆଜି ପୁଣି ଟ୍ରିବ୍ୟୁନାଲରେ ଶୁଣାଣି କରାଯିବାର ତାରିଖ ରହିଛି । କରୋନା ପରେ ପ୍ରଥମ ଥର ପାଇଁ ଏହି ପ୍ରସଙ୍ଗ ହେବ ପ୍ରତ୍ୟକ୍ଷ ଶୁଣାଣି । ଓଡିଶା ପକ୍ଷରୁ ମାମଲାର ଚତୁର୍ଥ ସାକ୍ଷୀ ଭାବେ ‘ଇନଷ୍ଟିଚ୍ୟୁଟ୍ ଅଫ୍ ଇକୋନୋମିକ୍ ଗ୍ରୋଥ‘ର ପୂର୍ବତନ ନିର୍ଦ୍ଦେଶକ!-->…
ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ
ନୂଆଦିଲ୍ଲୀ : ଭାରତର ନିର୍ବାଚନ କମିସନ ପଦ୍ମପୁର ଉପନିର୍ବାଚନ ଲାଗି ଭୋଟ୍ ଗ୍ରହଣର ତାରିଖ ଘୋଷଣା କରିଛନ୍ତି। ଆଗାମୀ ଡିସେମ୍ବର ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ଲାଗି ଭୋଟ୍ ହେବ। ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ଗତ ମାସ ୩ତାରିଖରେ ପରଲୋକ ହେବା ପରେ ଖାଲି ପଡ଼ିଥିବା!-->…
ସ୍କୁଲ ଶିକ୍ଷାରେ ୧୦ ରାଜ୍ୟ ମଧ୍ୟରେ ସ୍ଥାନ ପାଇଲା ଓଡ଼ିଶା
ସ୍କୁଲ ଶିକ୍ଷାରେ ଦେଶରେ ୧୦ ରାଜ୍ୟ ମଧ୍ୟରେ ସ୍ଥାନ ପାଇଲା ଓଡ଼ିଶା । କେନ୍ଦ୍ର ସରକାରଙ୍କ ଅଧିନସ୍ଥ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ପିଜିଆଇ ୨୦୨୦-୨୧ ରିପୋର୍ଟରେ ଶ୍ରେଷ୍ଠ ୧୦ ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା । ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।!-->…