Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Odisha
All about all odisha state news updates
ଆସନ୍ତା ସୋମବାର କୁ ଦୀପାବଳୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଆସନ୍ତା ସୋମବାର (୨୦୨୫ ଅକ୍ଟୋବର ୨୦) ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦୀପାବଳି ପାଳନ ନେଇ ପୂର୍ବରୁ ମୁକ୍ତି ମଣ୍ଡପରେ ଘୋଷଣା ହୋଇଛି। ଶ୍ରୀମନ୍ଦିରରେ ଆସନ୍ତା ୨୦ ତାରିଖ ଦିନ ଦୀପାବଳି ଓ ପୟାଶ୍ରାଦ୍ଧ ଆୟୋଜନ ହେବ ବୋଲି…
ବିଜୟ ସଂକଳ୍ପ ସମାବେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ରାଜ୍ୟ ସରକାର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ଉପନିର୍ବାଚନ ପାଇଁ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ କାହାର ନାମ ନନେଇ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି। ପୂର୍ବ ସରକାର କଥା ଦେଇ କଥା ରଖି ନାହାନ୍ତି। କିନ୍ତୁ ଆମେ ସେପରି କରିବୁ ନାହିଁ। ଯାହା କହିବୁ ତାହା କରି…
୭୯ ବର୍ଷରେ ପାଦ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଗୁରୁବାର ଦିନ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଦେବେ। ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢଙ୍ଗରେ ପାଳନ କରିବେ। ପାଖାପାଖି ୬ ମାସ ବ୍ୟବଧାନ ପରେ ସର୍ବସାଧାରଣ…
କାହିଁକି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜେଡ଼ି
ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି। ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି…
ମ୍ୟାଥ୍ସ ଜିନିୟସ୍ 2025ରେ ସଫଳତା ହାସଲ କଲେ ଭାରତୀ ବିଦ୍ୟାମନ୍ଦିର ଛାତ୍ର ସାଇ ସମର୍ଥ ସାହୁ
ସପ୍ତମ ଶ୍ରେଣୀ ଛାତ୍ର ସାଇ ସମର୍ଥ ସାହୁ ପାଇଛନ୍ତି ବଡ଼ ସଫଳତା । ମ୍ୟାଥ୍ସ ଜିନିୟସ୍ 2025, ରାଷ୍ଟ୍ରୀୟ ସ୍ତରରେ ହୋଇଥିବା ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି । ଏହି ସଫଳତା ହେତୁ,ସମର୍ଥ ଟ୍ରଷ୍ଟ ର 19ତମ ପ୍ରତିଷ୍ଠା ଦିବସରେ ତାଙ୍କୁ ସମ୍ମାନିତ…
ସ୍ନେହାଙ୍ଗିନୀ ଛୁରିଆ ହେବେ ବିଜେଡି ପ୍ରାର୍ଥୀ
ସ୍ନେହାଙ୍ଗିନୀ ଛୁରିଆ ହେବେ ବିଜେଡି ପ୍ରାର୍ଥୀ। ନୂଆପଡ଼ା ଉପନିର୍ବାଚନ ପାଇଁ ସରପ୍ରାଇଜ କାର୍ଡ ଖେଳିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ପୁରୁଖା ନେତା, ବେଶ ଅଭିଜ୍ଞ ରାଜନେତା ସ୍ନେହାଙ୍ଗିନୀ ଛୁରିଆଙ୍କୁ ଭରସା କରିଛି ବିଜେଡି। ଦଳର ସଭାପତି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ…
ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି
ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି ବିଜେପି । ପୂର୍ବରୁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ଖୁବ ଶୀଘ୍ର ବିଜେଡି ମଧ୍ୟ ନିଜ ପ୍ରାର୍ଥୀ ଘୋଷଣା କରିବ ବୋଲି ଜଣାପଡ଼ିଛି । ସୂଚନାଯୋଗ୍ୟ ଯେ, ନିକଟରେ ଜୟ ବିଜେପିରେ…
ଇକେୱାଇସି କରିନାହାଁନ୍ତି କି ? ଆସନ୍ତା ମାସରୁ ନେଇପାରିବେନି ଚାଉଳ
ଆପଣ ଆଉ ଚାଉଳ ନେଇପାରିବେ ନାହିଁ । ଯଦି ଇକେୱାଇସି କରିନାହାଁନ୍ତି । ତେବେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଇକେ୍ୱାଇସି ପ୍ରକ୍ରିୟା କେନ୍ଦ୍ର ସରକାର ବନ୍ଦ କରିଦେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ସେ କହିଛନ୍ତି, ଏବେ ବି ରାଜ୍ୟର ୧୫ ଲକ୍ଷ ୬୭ ହଜାର…
ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା
ଆସୁଛି ଦୀପାବଳି । ପାର୍ବଣ୍ୟ ଋତୁରେ ବାଣ ଫୁଟିବ ନିଶ୍ଚୟ । ତେବେ ଏହା ପୂର୍ବରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟେଇବା ଲାଗି ସମୟ ବି ନିର୍ଦ୍ଧାରିତ ହୋଇଛି। ଏଥର କେବଳ ରାତି ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା।…
ନୂଆପଡ଼ା ନିର୍ବାଚନରେ କିଏ ଜିତିବ ?
ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆ ଜିତିବେ । ଏନେଇ ସ୍ପଷ୍ଟ କଥା କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର । ତାଙ୍କ କହିବା କଥା ଜୟଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି । ୧୬ ତାରିଖରେ ଜୟ ନାମାଙ୍କନ ଭରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦଳର ଅନ୍ୟ ବରିଷ୍ଠ…