Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
କଳାହାଣ୍ଡି ଜିଲ୍ଳାର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ
କଳାହାଣ୍ଡି ଜିଲ୍ଳାର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ । ଧର୍ମଗଡ, ଜୁନାଗଡ଼ ,କୋକସରା ,ଗୋଲାମୁଣ୍ଡା, ଜୟପାଟଣା ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ ମୃଦୁ ଭୁମିକମ୍ପ ଅନୁଭୂତ । ୪ ସେକେଣ୍ଡ ସମୟ ଧରି ଥରିଥିଲା ଅଂଚଳ । ସଂଧ୍ୟା ୭.୪୧ ରେ ଏକ କମ୍ପନ ସହ ଶବ୍ଦ ସୃଷ୍ଟି ହୋଇଛି ।…
ଚନ୍ଦନ ଯାତ୍ରାର ନବମ ଦିବସରେ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଚାପ ଖେଳିଲେନି ଠାକୁର
ବିଭ୍ରାଟ ନା ମନମାନି । ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଚାପ ଖେଳିଲେନି ଠାକୁର। ଚନ୍ଦନ ଯାତ୍ରାର ନବମ ଦିବସରେ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳି ପାରିଲେନି ଠାକୁର। ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଘଟିଛି ଏଭଳି ଘଟଣା।
ଚାପ ନଖେଳି ଦୀର୍ଘ ସମୟ ଧରି ଚାପ ଡଙ୍ଗାରେ ବସି ରହିଲେ…
ଭଉଣୀର ଗଳିତ ମୃତଦେହକୁ ବୋହି ବ୍ୟାଙ୍କ ସମ୍ମୁଖରେ ରଖିବା ଘଟଣା ,ମିଳିଲା ବ୍ୟାଙ୍କରେ ଜମା ଥିବା ସମସ୍ତ ଟଙ୍କା ସହ…
ଭଉଣୀର ଗଳିତ ମୃତଦେହକୁ ବୋହି ବ୍ୟାଙ୍କ ସମ୍ମୁଖରେ ରଖିବା ଘଟଣା । ବିଭିନ୍ନ ଗଣମାଧ୍ୟମ ଖବର ବାଜିବା ପରେ ଚେତିଛି ପ୍ରଶାସନ । ଜିତୁ ମୁଣ୍ଡାଙ୍କ ଘରେ ପହଞ୍ଚିଛନ୍ତି ବ୍ୟାଙ୍କ କର୍ମଚାରୀ । ଘରେ ପହଞ୍ଚି ବ୍ୟାଙ୍କରେ ଜମା ଥିବା ସମସ୍ତ ୧୯ ହଜାର ୪୦୨ ଟଙ୍କା ସହ ରେଡକ୍ରସ ପକ୍ଷରୁ ୨୦ ହଜାର…
କେନ୍ଦୁଝରକୁ ପୂର୍ବ ଭାରତର ଦ୍ୱିତୀୟ ଜାମସେଦପୁର ଭାବେ ଗଢ଼ିତୋଳିବାକୁ ଘୋଷଣା- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବିକଶିତ ସମାଜର ପରିଚୟ ହେଉଛି ଗୁଣାତ୍ମକ ଓ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା। ଏଣୁ ଖଣିଜ ସମ୍ପଦରେ ଭରା କେନ୍ଦୁଝରକୁ ସୁନାର କେନ୍ଦୁଝର କରିବା ପାଇଁ ଆମେ ପ୍ରତିବଦ୍ଧ। ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ବଡ଼ବିଲ ଅଂଚଳର ଉଚ୍ଚବାଲି…
ସକାଳ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଘରୁ ନ ବାହାରିବା ପାଇଁ ପରାମର୍ଶ
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ୨୮ରୁ ମେ ୧ ଯାଏଁ ସାମାନ୍ୟ ଆଶ୍ୱସ୍ତି ମିଳିବ ସତ କିନ୍ତୁ ତାପରେ ପୁଣି ଆରମ୍ଭ ହୋଇଯିବ ଗ୍ରୀଷ୍ମ ଜ୍ୱାଳା। ଏପରିକି ରାଜ୍ୟର ପ୍ରମୁଖ ସହରରେ ତାପମାତ୍ରା ୪୫ ପାର୍ ହେବ ବୋଲି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି। ଏହାକୁ ନେଇ ସଜାଗ ହୋଇଛନ୍ତି ରାଜ୍ୟ…
ଆଧୁନିକ ଓଡ଼ିଶାର ବିନ୍ଧାଣୀ ମଧୁସୂଦନ ଦାସଙ୍କ ୧୭୮ ତମ ଜନ୍ମ ଜୟନ୍ତୀ , ଓକିଲ ଦିବସ ପାଳୁଛି ସାରା ଓଡ଼ିଶା
ଆଧୁନିକ ଓଡ଼ିଶାର ବିନ୍ଧାଣୀ । ଜାତିର ଗୌରବ । ସ୍ୱାଭିମାନର ପ୍ରତୀକ, ମଧୁସୂଦନ ଦାସ । ୧୭୮ ବର୍ଷ ପୂର୍ବେ ଜନ୍ମ ନେଇଥିଲେ । ୨୮ ଅପ୍ରେଲ, ୧୮୪୮ରେ କଟକର ସତ୍ୟଭାମାପୁର ମାଟିରେ ଜନ୍ମ । ଏହି ଦିନକୁ ସାରା ଓଡ଼ିଶା ‘ସ୍ୱାଭିମାନ ଦିବସ’ ଏବଂ ‘ଓକିଲ ଦିବସ’ ଭାବେ ଗର୍ବର ସହ ପାଳନ କରୁଛି । ସେ…
ଓଡ଼ିଶାରେ ୨୦୨୬ ମାର୍ଚ୍ଚ ମାସରେ ସର୍ବାଧିକ ୨.୫୯ ଲକ୍ଷ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଗ୍ରାହକ ଯୋଡିଛି ଜିଓ
ଓଡ଼ିଶାରେ ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ଏହାର ଜୟଯାତ୍ରା ଜାରି ରଖି ରିଲାଏନ୍ସ ଜିଓ ୨୦୨୬ ମାର୍ଚ୍ଚ ମାସରେ ରାଜ୍ୟରେ ସର୍ବାଧିକ ୨.୫୯ ଲକ୍ଷ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଗ୍ରାହକ ଯୋଡିଛି। ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (ଟ୍ରାଇ) ଦ୍ୱାରା ପ୍ରକାଶିତ…
କନ୍ଧମାଳରୁ ପୁରୀ ଗଲା ରଥକାଠ,୩ ରଥର ଅଖ ନିର୍ମାଣ କାର୍ଯ୍ୟରେ ହେବ ବ୍ୟବହୃତ
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ କନ୍ଧମାଳରୁ ପୁରୀ ଗଲା ରଥକାଠ । ପ୍ରଥମଥର ପାଇଁ କନ୍ଧମାଳ ଜିଲ୍ଲା କୋଟଗଡ଼ ବନାଞ୍ଚଳରୁ ରଥଯାତ୍ରା ପାଇଁ କାଠ ଯାଇଛି । ଏହି କାଠ ୩ ରଥର ଅଖ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ କରାଯିବ । କୋଟଗଡ଼ ବନାଞ୍ଚଳରୁ ୨୩ ଖଣ୍ଡ ୪୦ ଫୁଟ ଲମ୍ବର ଧଉରା କାଠ ପଠାଯାଇଛି ।…
କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ
ମେ ୧ରୁ ଭିତରକନିକା ବନ୍ଦ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହୋଇଥାନ୍ତି । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୩ ମାସ ପାଇଁ ଭିତରକନିକା ବନ୍ଦ ରଖାଯିବ…
ରଥ ନିର୍ମାଣର ପଞ୍ଚମ ଦିନ:ତିନି ରଥ ପାଇଁ ମୋଟ ୪୨ଟି ତୁମ୍ବ ର ନିର୍ମାଣ କାର୍ଯ୍ୟ ଶେଷ
ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଆଜି ରଥ ନିର୍ମାଣର ପଞ୍ଚମ ଦିନ ହୋଇଥିବା ବେଳେ, ରଥ ନିର୍ମାଣ କାର୍ଯ୍ୟରେ ଲାଗି ପଡ଼ିଛନ୍ତି ବିଶ୍ଵକର୍ମା, ଭୋଇ, କରତି ଓ କମାର ସେବାୟତ । ତିନି ରଥର ପ୍ରାରମ୍ଭିକ କାର୍ଯ୍ୟ ଚକ ନିର୍ମାଣ ପାଇଁ ଏବେ ତୁମ୍ବ କାର୍ଯ୍ୟ ଜୋରସୋରରେ ଆଗେଇ…