Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Odisha
All about all odisha state news updates
୨୦୨୪ ନିର୍ବାଚନ ପାଇଁ ରାଜ୍ୟ ବିଜେପିର ଘନଘନ ବୈଠକ
୨୦୨୪ ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟ ବିଜେପି ଏବେ ନିଦରୁ ଉଠିଛି । 2019 ନିର୍ବାଚନ ପରେ ଲଗାତର ହାରିବା ପରେ ଦଳ ଏବେ ପୁଣି ଲଢ଼େଇ କରିବା ପାଇଁ ମଇଦାନ ଖୋଜୁଛି ।
ସଂଗଠନକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ଗସ୍ତରେ ଏକାବେଳେ ୭ଜଣ କେନ୍ଦ୍ରମନ୍ତ୍ରୀ ଆସିଥିବା ବେଳେ, ରାଜ୍ୟ!-->!-->!-->…
ମହିଳା ଫୁଟବଲ ବିଶ୍ୱକପର ଲୋଗୋ ଉନ୍ମୋଚିତ
୧୭ ବର୍ଷରୁ କମ ମହିଳା ବିଶ୍ୱକପର ଲୋଗୋ ଉନ୍ମୋଚିତ । କଳିଙ୍ଗ ଷ୍ଟାଡିୟମରେ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ବିଶ୍ୱକପ ଟ୍ରଫିର ମଧ୍ୟ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କିକ୍ ଅଫ୍ ଦ ଡ୍ରିମ କାର୍ଯ୍ୟକ୍ରମରେ ଏହି ଲୋଗୋ ଓ ଟ୍ରଫି!-->…
ସୁବର୍ଣ୍ଣ ଜୟନ୍ତୀ ପାଳିବ ଶାନ୍ତିସ୍ତୂପ ଧଉଳି
ସୁବର୍ଣ୍ଣ ଜୟନ୍ତୀ ପାଳିବ ଶାନ୍ତିସ୍ତୂପ ଧଉଳି । ସେଥିପାଇଁ ସରକାରୀ ସ୍ତରରେ ଆରମ୍ଭ ହୋଇଛି ପ୍ରସ୍ତୁତି । ୧୯୭୨ରେ ଧଉଳି ପାହାଡ଼ରେ ପ୍ରତିଷ୍ଠିତ ବିଶ୍ୱବିଦିତ ଶାନ୍ତିସ୍ତୂପ ଏବଂ ବୌଦ୍ଧ ପୁଣ୍ୟପୀଠ ଚଳିତ ବର୍ଷ ୫୦ ବର୍ଷ ପୂରଣ କରୁଛି । ଏହାକୁ ସ୍ମରଣୀୟ କରିବା ଲାଗି ଶାନ୍ତିସ୍ତୂପର ସୁବର୍ଣ୍ଣ!-->…
ଆଜି ୩ଟି ସଂସଦୀୟ କ୍ଷେତ୍ରରେ ସାଂଗଠନିକ ସମୀକ୍ଷା କରିବେ କେନ୍ଦ୍ରମନ୍ତ୍ରୀ
ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ୫ ଜଣ କେନ୍ଦ୍ର ମନ୍ତ୍ରୀ । ବିଜେପିର ମିଶନ୍-୨୦୨୪କୁ ସଫଳ କରିବାକୁ ତିନି କେନ୍ଦ୍ର ମନ୍ତ୍ରୀ ତିନୋଟି ସଂସଦୀୟ କ୍ଷେତ୍ରରେ ଦଳର ସାଙ୍ଗଠନିକ ସମୀକ୍ଷା କରିବେ । ଭୁବନେଶ୍ୱରରେ ପହଞ୍ଚି ସାରିିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର!-->…
ଭୁବନେଶ୍ୱରର ବିଭନ୍ନ ମେଡିସିନ୍ ଦୋକାନରେ ଚଢାଉ ଆରମ୍ଭ
ଭୁବନେଶ୍ୱରର ବିଭନ୍ନ ମେଡିସିନ୍ ଦୋକାନରେ ଚଢାଉ ଆରମ୍ଭ ହୋଇଛି । ଡ୍ରଗ୍ସ ଇନସପେକ୍ଟର ମାନଙ୍କ ଦ୍ୱାରା ଏହି ଚଢାଉ ଜାରି ରହିଛି । ସାରା ଓଡ଼ିଶାରେ ଏବେ ଏହି ଚଢାଉ କରାଯାଇଛି । ପୂର୍ବରୁ କଟକର ବିଭିନ୍ନ ମେଡିସିନ୍ ଷ୍ଟୋର ଗୁଡିକରେ ଚଢାଉ କରାଯାଇଥିଲା । ଏବେ ରାଜଧାନୀର ବିଭିନ୍ନ ଷ୍ଟୋର!-->…
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସୁଛି ବର୍ଷା
ଲଘୁଚାପ ପାଇଁ ପୁଣି ବର୍ଷା ହେବ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ, ଉତ୍ତର-ପଶ୍ଚିମ ବଙ୍ଗୋପ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।
!-->!-->!-->…
ଚାନ୍ଦିପୁର ଆଇଟିଆରରୁ ୬ଟି ଫ୍ଲାଇଟ୍ ଟେଷ୍ଟର ସଫଳ ପରୀକ୍ଷଣ
ଡିଆରଡିଓ ଏବଂ ଭାରତୀୟ ସେନା ଓଡ଼ିଶା ଉପକୂଳବର୍ତ୍ତୀ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ (ଆଇଟିଆର୍) ଚାନ୍ଦିପୁରରୁ କ୍ୱିକ୍ ରିଆକ୍ସନ୍ ସର୍ଫେସ୍ ଟୁ ଏୟାର ମିସାଇଲ୍ ସିଷ୍ଟମର ୬ ଟି ଫ୍ଲାଇଟ୍-ଟେଷ୍ଟ ସଫଳତାର ସହ ସମାପ୍ତ କରିଛନ୍ତି।
!-->!-->!-->!-->!-->…
କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ କଢାଯିବ ବାଲି
ବର୍ଷ ବର୍ଷ ଧରି କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରେ ବାଲି ପୋତିହୋଇ ରହିଛି । ଇଂରେଜମାନେ ୧୨୦ବର୍ଷ ପୂର୍ବେ ଏହି ବାଲି ପୋତିଥିଲେ । ସେତେବେଳେ ମନ୍ଦିରକୁ ବିପଦ ଥିବା କୁହାଯାଉଥିଲା । ଏବେ କୋଣାର୍କ ସୂର୍ଯ୍ୟମନ୍ଦିରରୁ କଢାଯିବ ବାଲି । ବ୍ଲାକ ପାଗୋଡାର ସୁରକ୍ଷା ପାଇଁ ଏହା!-->…
ପୋଲାଭରମ ମାମଲାରେ ଆପୋଷ ଆଲୋଚନା ଜରୁରୀ: ସୁପ୍ରିମକୋର୍ଟଙ୍କ ପରାମର୍ଶ
ବିବାଦୀୟ ପୋଲାଭରମ ପ୍ରକଳ୍ପକୁ ନେଇ ଆଲୋଚନା ମାଧ୍ୟମରେ ବିବାଦର ସମାଧାନ କରିବାକୁ ସୁପ୍ରିମକୋର୍ଟ କରିଛନ୍ତି । ରାଜ୍ୟ ରାଜ୍ୟ ମଧ୍ୟରେ ସୃଷ୍ଟି ହୋଇଥିବା ଚିନ୍ତା ଓ ଆଶଙ୍କାକୁ ଦୂର କରିବା ପାଇଁ ଆପୋସ ଆଲୋଚନା ଉପରେ ଗୁରୁତ୍ବ ଦେଇଛନ୍ତି ସୁପ୍ରିମକୋର୍ଟ।
ଓଡ଼ିଶା, ଆନ୍ଧ୍ରପ୍ରଦେଶ,!-->!-->!-->…
ବିଜେପିର ନୂଆ ପ୍ରଭାରୀ ପହଁଚିଲେ ରାଜ୍ୟ କାର୍ଯ୍ୟାଳୟରେ
ଭୁବନେଶ୍ବର: ବିଜେପି ରାଜ୍ୟ ପ୍ରଭାରୀ ସୁନିଲ ବଂଶଲ ଆସି ଭୁବନେଶ୍ବରରେ ପହଁଚିଛନ୍ତି । ବିଜେପିର ନବନିଯୁକ୍ତ ରାଜ୍ୟ ପ୍ରଭାରୀ ସୁନୀଲ ବଂଶଲ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ମଧ୍ୟାହ୍ନରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ!-->…