Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଓଡ଼ିଶା ଆସିବେ ମହାମହିମ
ଓଡ଼ିଶା ଆସୁଛନ୍ତି ମହାମହିମ। ରାଷ୍ଟ୍ରପତି ହେବା ପରେ ପ୍ରଥମଥର ରାଇରଙ୍ଗପୁର ଆସୁଛନ୍ତି ରାଷ୍ଟ୍ରପତି। ମହିମାମହିମଙ୍କ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଆସନ୍ତା ୪ ତାରିଖ ୧୦ଟା ୧୫ରେ ବାଦାମପାହାଡ ପହଞ୍ଚିବେ ମହାମହିମ। ୧୨ଟା ୫୫ରେ ବ୍ରହ୍ମକୁମାରୀ ସେଣ୍ଟର ଗସ୍ତ କରିବେ। ‘ନିଶାମୁକ୍ତ…
ଛତାବର ପେଟ୍ରୋଲ ପମ୍ପ ନିକଟସ୍ଥ ରାସ୍ତାକଡ଼ରେ ପଡ଼ିଛି ୩ ମୃତଦେହ।
ସୁନ୍ଦରଗଡ଼: ହେମଗିର ଥାନା ବିଲେଇମୁଣ୍ଡା ଛତାବର ପେଟ୍ରୋଲ ପମ୍ପ ନିକଟସ୍ଥ ରାସ୍ତାକଡ଼ରେ ପଡ଼ିଛି ୩ ମୃତଦେହ। ହତ୍ୟା ନା ଦୁର୍ଘଟଣା ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ଗତ ଏପ୍ରିଲ ୨୯ ତାରିଖ ରାତିରେ ବରଯାତ୍ରୀଙ୍କୁ…
ସମ୍ବଲପୁରରେ ବିଜେପିର ୪ ଜଣିଆ କେନ୍ଦ୍ରୀୟ ଯାଞ୍ଚ ଦଳ
ସମ୍ବଲପୁର: ସମ୍ବଲପୁରରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ବିଜେପିର ୪ ଜଣିଆ କେନ୍ଦ୍ରୀୟ ଯାଞ୍ଚ ଟିମ୍ ସମ୍ବଲପୁର ଗସ୍ତ କରିଛନ୍ତି। ଏହି ଟିମରେ ଉତ୍ତରପ୍ରଦେଶ ରାଜ୍ୟସଭା ସାଂସଦ ବ୍ରିଜଲାଲ, ଝାଡ଼ଖଣ୍ଡ ରାଜ୍ୟସଭା ସାଂସଦ ସମୀର ଓରାଓଁ, ଆଦିତ୍ୟ ସାହୁ ଏବଂ ପଶ୍ଚିମବଙ୍ଗ ପୁରୁଳିଆ ସାଂସଦ…
ସୀମାନ୍ତ ଜିଲ୍ଲାରେ ହାଇ ଆଲର୍ଟ ଜାରି
ଭୁବନେଶ୍ବର: ଛତିଶଗଡ଼ରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେ ହାଇ ଆଲର୍ଟ । ଏନେଇ ଅତିରିକ୍ତ ଡିଜି, ଅପରେସନ ଅମିତାଭ ଠାକୁର ସୂଚନା ଦେଇଛନ୍ତି। ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ…
ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି।
ବାରିପଦା: ଜଙ୍ଗଲକୁ ଶାଳପତ୍ର ଆଣିବାକୁ ଯାଇଥିବା ବୃଦ୍ଧାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତା ବୃଦ୍ଧା ହେଲେ ମୟୂରଭଞ୍ଜ ଜିଲ୍ଲା ପୀଠାବଟା ରେଞ୍ଜ ବାରିପଦା ବ୍ଲକ ଅଧୀନ ବଡ଼ଯୋଡ ପଞ୍ଚାୟତ ରଙ୍ଗାମାଟିଆ -ଡାହିସାହି ଗ୍ରାମର ଅର୍ଜୁନ ନାଏକଙ୍କ ପତ୍ନୀ ରାଣୀ ନାଏକ(୬୭)। ଖବର ପାଇ ବନବିଭାଗ…
ଗ୍ୟାଙ୍ଗଷ୍ଟର ଟିଲୁ ତାଜପୁରିଆର ମୃତ୍ୟୁ
ଦିଲ୍ଲୀ : ଜେଲ୍ ଭିତରେ ଦୁଇ ଗ୍ୟାଙ୍ଗ୍ ସଦସ୍ୟଙ୍କ ମଧ୍ୟରେ ବିବାଦ ଉପୁଜି ଆକ୍ରମଣରେ ଗ୍ୟାଙ୍ଗଷ୍ଟର ଟିଲୁ ତାଜପୁରିଆର ମୃତ୍ୟୁ ଘଟିଛି। ତିହାର ଜେଲରେ ଟିଲୁ ତାଜପୁରିଆ ଉପରେ ଆକ୍ରମଣ ହୋଇଥିବା ବେଳେ ତାକୁ ଚିକିତ୍ସା ପାଇଁ ତୁରନ୍ତ ଦିନ୍ ଦୟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା।…
ଝାରସୁଗୁଡାରେ ପହଞ୍ଚିଲେ ବିଜେପିର ୪ ଜଣିଆ ଟିମ
ଝାରସୁଗୁଡା: ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ହୋଇଥିବା ହିଂସାକାଣ୍ଡର ସ୍ଥିତି ଅନୁଧ୍ୟାନ ପାଇଁ ବିଜେପିର ୪ ଜଣିଆ ଉଚ୍ଚସ୍ତରୀୟ ଟିମ ଝାରସୁଗୁଡାରେ ପହଂଚିଛନ୍ତି। ଏହି ଟିମ୍ ବିଜେପି ନେତା ବ୍ରିଜେଶ ଲାଲଙ୍କ ଅଧ୍ୟକ୍ଷତାରେ ଆସିଛି। ଏହି ଟିମର ଅନ୍ୟ ସଦସ୍ୟମାନେ ହେଲେ ଜ୍ୟୋତିର୍ମୟ…
ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ପରଲୋକ । ହୃଦଘାତରେ ମାତ୍ର ୫୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ସାମ୍ବାଦିକତା କରିଆସୁଥିଲେ ବାସୁଦେବ ମହାପାତ୍ର ।…
ହିତାଧିକାରୀଙ୍କୁ ଦୁଆରେ ମିଳିବ ଭତ୍ତା
ଅନେକ ହିତାଧିକାରୀ ଭତ୍ତା ଟଙ୍କା ପାଇଁ ସମସ୍ୟା ହେଉଥିବା ଅଭିଯୋଗ ହେଉଛି । ଯାହାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶାସନ ସଚିବ । ବ୍ୟାଙ୍କ ଯାଇପାରୁନଥିବା ହିତାଧିକାରୀଙ୍କ ନିକଟରେ ଭତ୍ତା ପହଞ୍ଚାଇବେ ବ୍ୟାଙ୍କ କର୍ତ୍ତୃପକ୍ଷ । ବୟସାଧିକ…
ମେ ମାସରେ ଲଘୁଚାପ ହେବାର ସମ୍ଭାବନା ରହିଛି
ଭୁବନେଶ୍ୱର : ମେ ମାସରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବର ସମ୍ଭାବନା ରହିଛି । ଉପକୂଳ ଓଡିଶାରେ ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଲଘୁଚାପ ଅବପାତର ରୂପ…