Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଜୁଲାଇ ୩୧ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ
କେନ୍ଦ୍ରାପଡ଼ା: ଆଜିଠୁ ୩ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ କରାଯାଇଛି। ଏହି ସମୟରେ କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା…
ବିଦ୍ୟାଳୟରୁ ବିଦ୍ୟୁତ ସଂଯୋଗକୁ ବିଛିନ୍ନ କରିଛି ଆନ୍ଧ୍ର ସରକାର
ସୀମାକୁ ନେଇ ଆନ୍ଧ୍ର ଓ ଓଡିଶା ମଧ୍ୟରେ ଲାଗିରହିଥିବା ବିବାଦ ମଧ୍ୟରେ ପୁଣି ଆନ୍ଧ୍ର ସରକାର ଏବେ ବିଦ୍ୟୁଦ କନେକ୍ସନ କାଟି ଦେଇଥିବା ଦେଖିବାକୁ ମିଳିଛି। କୋଟିଆର ନେରିଡିବାଲସା, ତାଡିବାଲସାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଆବାସିକ ବିଦ୍ୟାଳୟରୁ ବିଦ୍ୟୁତ ସଂଯୋଗକୁ ବିଛିନ୍ନ କରିଛି ଆନ୍ଧ୍ର…
ଛତିଶଗଡ଼ରେ ୪ଦିନ ଧରି ନିରୀକ୍ଷଣ କରିବେ ଟ୍ରିବ୍ୟୁନାଲ
ଭୁବନେଶ୍ବର : ମହାନଦୀ ଜଳକୁ ନେଇ କୋର୍ଟଙ୍କ ନିର୍ଦ୍ଦେଶରେ ବିବାଦର ସମାଧାନ କରିବା ପାଇଁ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ଏବେ ଦ୍ବିତୀୟ ପର୍ଯ୍ୟାୟରେ ଏପ୍ରିଲ ୩୦ ତାରିଖ ଠାରୁ ଏହି ଟ୍ରିବ୍ୟୁନାଲର ପ୍ରତିନିଧି ଦଳ ପୁଣି ଥରେ ଛତିଶଗଡ଼ ଗସ୍ତ କରିଛନ୍ତି। ଟିମ୍ ଦୁର୍ଗ ଜିଲ୍ଲାର କୁମ୍ଭାରୀ…
ସମ୍ବଲପୁରରୁ ସହରରୁ ସମ୍ପୂର୍ଣ୍ଣ ଭାବେ ହଟିଲା କର୍ଫ୍ୟୁ
ସମ୍ବଲପୁର : ସମ୍ବଲପୁରରୁ ହଟିଲା କର୍ଫ୍ୟୁ । ଧୀରେ ଧୀରେ ପରିସ୍ଥିତି ସ୍ବାଭାବିକ ହେଉଥିବାବେଳେ ଓ କୌଣସି ଗଣ୍ଡଗୋଳ ଦେଖାନଦେବା ଫଳରେ ଜିଲ୍ଲା ପ୍ରଶାସନ ଏ ନିଷ୍ପତ୍ତି ନେଇଛି । ସହରରୁ ସମ୍ପୂର୍ଣ୍ଣ ଭାବେ କର୍ଫ୍ୟୁ ହଟିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ପୂର୍ବରୁ ୪ଟି ଥାନାରୁ…
ଶ୍ରୀଜଗନ୍ନାଥ ମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ନିଯୁକ୍ତି
ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ନିଯୁକ୍ତି । ସୁପ୍ରିମକୋର୍ଟଙ୍କ ଛାଟ ପରେ ରାଜ୍ୟ ସରକାରଙ୍କ ଚେତା ପଶିଛି ଓ ପୁରୀ ଶ୍ରୀମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ଭାବେ ଜଣେ ଅଫିସରଙ୍କୁ ଆଜି ନିଯୁକ୍ତି ଦେଇଛନ୍ତି । ରାଜ୍ୟ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ…
ମେ ମାସ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା
ଭୁବନେଶ୍ବର: ମେ ମାସ ଦ୍ୱିତୀୟ ସପ୍ତାହରେ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି। ମେ ଦ୍ୱିତୀୟ ସପ୍ତାହରେ ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ। କେବଳ ଅବପାତ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି। ବାତ୍ୟା ହେବ କି ନାହିଁ ସ୍ପଷ୍ଟ ହୋଇନି। ଯଦି ବାତ୍ୟା…
ମେ ୧ ତାରିଖରେ ବିଜେପି କେନ୍ଦ୍ରୀୟ ଅନୁଧ୍ୟାନ କମିଟିର ସମ୍ବଲପୁର ଗସ୍ତ
ଝାରସୁଗୁଡ଼ା: ସମ୍ବଲପୁର ହନୁମାନ ଜୟନ୍ତୀ ହିଂସାର ଅନୁଧ୍ୟାନ ପାଇଁ ମେ ୧ ତାରିଖରେ ବିଜେପିର କେନ୍ଦ୍ରୀୟ ଅନୁଧ୍ୟାନ କମିଟି ସମ୍ବଲପୁର ଗସ୍ତରେ ଆସିବେ ବୋଲି ବିଜେପି ସଭାପତି ମନମୋହନ ସାମଲ ଜଣାଇଛନ୍ତି। ଏନେଇ ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି, ସାଂସଦ ବ୍ରଜରାଜଙ୍କ…
ଓଡିଶା ବିରୋଧୀ ମନୋଭାବ ଯୋଗୁଁ ଲଗାତାର ହାରୁଛି ବିଜେପି: ବିଜେଡି
ଭୁବନେଶ୍ୱର : ୨୦୧୮ରେ ମହାନଦୀ ପ୍ରସଙ୍ଗ ଦେଖିବାକୁ ମିଳିଥିଲା। ଛତିଶଗଡ଼ର ବିଜେପି ସରକାର ମହାନଦୀ ଉପରେ ବେଆଇନ ଭାବେ ବ୍ୟାରେଜ୍ ନିର୍ମାଣ କରୁଥିଲେ। ୨୦୧୮ ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ଥିବା ଜଣେ ଓଡ଼ିଆ କେନ୍ଦ୍ର ମନ୍ତ୍ରୀ ସେତେବେଳେ ଓଡ଼ିଶା ସପକ୍ଷରେ ତଥା ଛତିଶଗଡ଼ରେ…
୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଦାବି
ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀ- ହାଓଡା ମଧ୍ୟରେ ଚଳାଚଳ କରିବା ପାଇଁ ଘୋଷଣା ହୋଇଛି । ତେବେ ରାଜ୍ୟରେ ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ପରିବହନ…
ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର:ଉତ୍କଳ ଗୌରବ ମଧୁସୂଦନ ଦାସ
ଓଡ଼ିଆ ଜାତୀୟତାର ପ୍ରମୁଖ ମନ୍ତ୍ରଦାତା ମଧୁବାବୁ ଙ୍କ ଜନ୍ମଦିନରେ ବିଭିନ୍ନ ସ୍ଥାନରେ ମଧୁବାବୁଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ବିଭିନ୍ନ ଦଳ ପକ୍ଷରୁ ଏବଂ ସଂଗଠନ ପକ୍ଷରୁ ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି। ୨୮ ଏପ୍ରିଲ ୧୮୪୮ ମସିହାରେ କଟକ ଜିଲ୍ଲା ସାଲେପୁର…