Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଝାରସୁଗୁଡ଼ା କୋଲାଵିରା ଵ୍ଲକରେ ଵିଜେଡି ପ୍ରାର୍ଥୀ ଦିପାଳୀ ଦାସଙ୍କ ନିର୍ବାଚନ ସଭା
ଝାରସୁଗୁଡା :ଝାରସୁଗୁଡ଼ା ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀମାନେ ଜୋରସୋରରେ ପ୍ରଚାରରେ ଲାଗିପଡିଛନ୍ତି । ଘର ଘର ବୁଲି ପ୍ରଚାର କରିବା ସହ ସଭା କରି ପ୍ରତିଶ୍ରୁତି ଦେଉଛନ୍ତି । ବିଭିନ୍ନ ଦଳ ପକ୍ଷରୁ ଝାରସୁଗୁଡାରେ ଜୋରଦାର ଚାଲିଛି ଉପନିର୍ବାଚନ ପାଇଁ ପ୍ରଚାର । ଝାରସୁଗୁଡ଼ା…
ମେ ୨ ଯାଏ କାଳବୈଶାଖୀ
ଭୁବନେଶ୍ବର : ବିଭିନ୍ନ ଜିଲାରେ କାଳବୈଶାଖୀ ଜନିତ ବର୍ଷା ହେଉଥିବା ବେଳେ କିଛି ସ୍ଥାନରେ କୁଆପଥର ବୃଷ୍ଟିପାତ ହୋଇଛି। ରାଜ୍ୟର ଅଧିକାଂଶ ଅଞ୍ଚଳରେ ଏହିପରି ପାଗ ମେ ୨ ପର୍ଯ୍ୟନ୍ତ ଲାଗି ରହିବ। ଏହି ସମୟରେ କାଳବୈଶାଖୀ ଜନିତ ବଜ୍ରପାତ, ବର୍ଷା ଓ କୁଆପଥର ମାଡ଼ର ସମ୍ଭାବନା ରହିଛି। ଆସନ୍ତା ୨୪…
ହାୱଡ଼ା-ପୁରୀ ‘ବନ୍ଦେ ଭାରତ’ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ
ହାୱଡ଼ା-ପୁରୀ ‘ବନ୍ଦେ ଭାରତ’ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ। ସକାଳ ୬ଟା ୧୦ରେ ହାୱଡ଼ା ଛାଡ଼ିଲା। ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକରେ ୨ ମିନିଟ ଲେଖାଏଁ ରହଣି, ଭୁବନେଶ୍ୱର, ଖୋର୍ଦ୍ଧାରେ ୨ ମିନିଟ ଲେଖା ରହି ପୁରୀ ଯିବ। ୧୨ଟା ୩୫ରେ ପୁରୀରେ ପହଞ୍ଚି ୧ଟା ୫୦ରେ ପୁରୀ ଛାଡ଼ିବ। ରାତି ୮ଟା…
ଭୁବନେଶ୍ୱରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ
ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ଭୁବନେଶ୍ୱର ଠାରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଚାଲିଛି । ପ୍ରତିନିଧି ସ୍ତରୀୟ ଆଲୋଚନାର ପ୍ରଥମ ଦିନରେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁଭାଷ ସରକାର ଉଦଘାଟନୀ ବକ୍ତବ୍ୟ ରଖିଥିଲେ। ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ବିଭାଗ…
ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଜେପି ନେତା ମନଗଡ଼ା କାହାଣୀ ଗପୁଛନ୍ତି: ବିଜେଡି
ଭୁବନେଶ୍ୱର: ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଜେପି ନେତା ମନଗଡ଼ା କାହାଣୀ ଗପୁଛନ୍ତି ବୋଲି ବିଜେଡି କହିଛି । । ପ୍ରେସମିଟରେ ବିଜେପି ନେତା ପୀତାମ୍ବର ଆଚାର୍ଯ୍ୟଙ୍କୁ ଜବାବ ଦେବା ସହ ବିଜେପିରେ ଚାଲିଥିବା ତୀବ୍ର ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସେ…
ଆଳିରେ ଡ଼ଙ୍ଗା ବୁଡ଼ି ଘଟଣାରେ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଳି: ଭାରସାମ୍ୟ ହରାଇ ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡ଼ିଯିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ କ୍ଷତିପୂରଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସକାଳେ କେନ୍ଦ୍ରାପଡ଼ା ଜିଲ୍ଲା ଏକମାଣିଆ ପଞ୍ଚାୟତରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ…
ରାଜା ରାଜୁଡାମାନେ ଦେଇଥିବା ସୁନା ଅଳଙ୍କାର ସବୁ ରତ୍ନଭଣ୍ଡାରରେ ଅଛି ତ!: ବିଜେପି
ଭୁବନେଶ୍ୱର :ଶ୍ରୀଜଗନ୍ନାଥଙ୍କ ଅମୂଲ୍ୟ ସମ୍ପତି ସୁରକ୍ଷିତ ନେଇ ୧୯୫୫ରେ ଆଇନ ପ୍ରଣୟନ କରାଯାଇଥିଲା । ତେବେ ସେ ଆଇନ କାର୍ଯ୍ୟାକାରୀ କରାଯାଉନଥିବା ବିଜେପି ଅଭିଯୋଗ କରିଛି । ବିଳମ୍ବ ନକରି ରତ୍ନଭଣ୍ଡାର ଖୋଲନ୍ତୁ ରାଜ୍ୟ ସରକାର ବୋଲି ପିତାମ୍ବର ଆଚାର୍ଯ୍ୟ କହିଛନ୍ତି । ସେ ଆହୁରି…
ଆସନ୍ତାକାଲି ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍
ଓଡ଼ିଶାରେ ପ୍ରଥମ ଥର ପାଇଁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ । ଏଥିପାଇଁ ଆସନ୍ତାକାଲି ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ହେବ । ପ୍ରଥମେ ସକାଳୁ ଏହି ଏକ୍ସପ୍ରେସ ଟ୍ରେନ ହାଓଡାରୁ ପୁରୀ ଆସିବ ଏବଂ ପୁରୀରୁ ହାଓଡା ଯିବ ବୋଲି ଜଣାପଡିଛି । ଏନେଇ ସମସ୍ତ ପ୍ରସ୍ତୁତି ସରିଛି ।…
କେନ୍ଦ୍ରାପଡ଼ା ଗସ୍ତରେ ଯିବେ 5T ସଚିବ
ଭୁବନେଶ୍ୱର: ଦୁଇଦିନିଆ କେନ୍ଦ୍ରାପଡ଼ା ଗସ୍ତରେ ଯିବେ 5T ସଚିବ ଭିକେ ପାଣ୍ଡିଆନ୍ । ଦିନ ୧୧ଟାରେ ସଦର ବ୍ଲକ ଜମଧରରେ ପହଞ୍ଚିବେ ଫାଇଭ-ଟି ସଚିବ । ପରେ ଜଝାଙ୍ଗରେ ମହିଳାଙ୍କ ଦ୍ବାରା ପ୍ରସ୍ତୁତ ହେଉଥିବା କାଇଁଚ କାରିଗରୀ ବୁଲି ଦେଖିବା କାର୍ଯ୍ୟକ୍ରମ ରହିଛି । ଡେରାବିଶ ବ୍ଲକ ମିଶନ ଶକ୍ତି…
ଜି-୨୦ ଅଧୀନରେ ଭୁବନେଶ୍ୱରରେ ଆରମ୍ଭ ହେଲା ତୃତୀୟ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ
ଭୁବନେଶ୍ୱର: ସିଏସଆଇଆର-ଆଇଏମଏମଟି ଠାରେ ‘ଭବିଷ୍ୟତର କାର୍ଯ୍ୟ ପରିପ୍ରେକ୍ଷୀରେ ଆଜୀବନ ଅଧ୍ୟୟନ ପାଇଁ ଦକ୍ଷତା ବିକାଶ’ ଉପରେ ସେମିନାର ଆୟୋଜନ ସହିତ ଜି୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ବୈଠକ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି । ପୂର୍ବରୁ ଜି୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ଦୁଇଟି ବୈଠକ ଚେନ୍ନାଇ ଓ…