Trending
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
Browsing Category
Odisha
All about all odisha state news updates
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସ ଙ୍କ ଘରେ ଭିଜିଲାନସ ରେହ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକ ସଙ୍ଗରେ ଖୋର୍ଦ୍ଧା, ସମ୍ବଲପୁର ଓ ବରଗ଼ଡ଼ ଜିଲ୍ଲାର ୬ଟି!-->…
ଆଜି ଓଡ଼ିଶା କ୍ରିକେଟ୍ ଆସୋସିଏସନର ସାଧାରଣ ପରିଷଦ ବୈଠକ
ଆଜି ଓଡ଼ିଶା କ୍ରିକେଟ୍ ଆସୋସିଏସନର ସାଧାରଣ ପରିଷଦ ବୈଠକ । ଏହି ଅବସରରେ ଓସିଏର ସଭାପତି ଭାବେ ଦାୟିତ୍ୱ ନେବେ ରାଜ୍ୟ ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ । ସଭାପତି ଭାବେ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ପ୍ରଣବ ପ୍ରକାଶଙ୍କ ସମେତ ତାଙ୍କ!-->…
ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ
ଭୁବନେଶ୍ବର: ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଦେଶ ବିଦେଶରୁ ଶତାଧିକ ବୌଦ୍ଧ ସନ୍ୟାସୀ ଓ ଭିକ୍ଷୁ ଆସି ଭୁବନେଶ୍ବରରେ ପହଁଚିଛନ୍ତି ।
!-->!-->!-->…
ORHDC ମାମଲାରେ ମେଟ୍ରୋ ଗ୍ରୁପ ପରିଚାଳନା ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ଆଶ୍ୱସ୍ତି
ଭୁବନେଶ୍ବର: ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ ବା ORHDC ମାମଲାରେ ମେଟ୍ରୋ ଗ୍ରୁପ ପରିଚାଳନା ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ଆଶ୍ୱସ୍ତି ମିଳିଛି । ଭୁବନେଶ୍ୱର ଭିଜିଲାନସ କୋର୍ଟଙ୍କ ସର୍ତ୍ତ ପୂରଣ କରି ପୀୟୂଷ ମହାନ୍ତି ଜାମିନରେ ଯାଇପାରିବେ ବୋଲି ହାଇକୋର୍ଟ ଶୁଣାଣି!-->…
ଆଜି ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ହାଜରେ ହେବେ ଅର୍ଚ୍ଚନା
ବହୁ ଚର୍ଚ୍ଚିତ ବ୍ଲାକମେଲର ରାଣୀ ଅର୍ଚ୍ଚନା ନାଗ ଆଜି କୋର୍ଟରେ ହାଜର ହେବେ । ଭୁବନେଶ୍ୱର ଏସଡିଜେଏମ୍ କୋର୍ଟରେ ଅର୍ଚ୍ଚନାଙ୍କୁ ହାଜର କରାଇବ କମିଶନରେଟ ପୁଲିସ । ନୟାପଲ୍ଲୀ ଥାନାରେ ଅର୍ଚ୍ଚନାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାରେ ଆଜି ଶୁଣାଣି ହେବାର ଅଛି । କିନ୍ତୁ ସୁରକ୍ଷାର ଆଳ ଦେଖାଇ!-->…
ଆଜିଠାରୁ ଧାମନଗରରେ ହେଭିୱେଟଙ୍କ ପ୍ରଚାର
ଧାମନଗର: ଧାମନଗର ଉପନିର୍ବାଚନରେ କିଏ ମାରିବ ବାଜି ତାହା ଆଉ ଏକ ସପ୍ତାହ ପରେ ଜଣାପଡିବ । ଶେଷ ସପ୍ତାହରେ ପ୍ରଚାର ପାଇଁ ୩ ଦଳ ଏବେ କସରତ କରୁଛନ୍ତି । ଧାମନଗର ଉପନିର୍ବାଚନରେ ବିଜେପି ଏବଂ ବିଜେହି ମଧ୍ୟରେ କଡ଼ା ଟକ୍କର ହେବ ବୋଲି ଚର୍ଚା ହେଉଛି । ଦୀପାବଳି ପର ଏବେ ନେତା ଓ!-->…
ନବବଧୂର ଝୁଲନ୍ତା ମୃତଦେହ ଉଦ୍ଧାର
ବେଶି ଦିନ ତିଷ୍ଠିଲା ନାହିଁ ହସଖୁସିର ସଂସାର। ମାତ୍ର ବର୍ଷକରେ ଛାରଖାର ହୋଇଗଲା। ଯେଉଁ ଘରକୁ ନିଜର ଭାବି ବର୍ଷେ ତଳେ ପାଦ ଦେଇଥିଲେ, ସେଠାରୁ ହିଁ ମିଳିଲା ନବବଧୂଙ୍କ ମୃତଦେହ। ବାପ ଘର ଲୋକେ ହତ୍ୟା ଅଭିଯୋଗ ଆଣୁଥିବା ବେଳେ ଶାଶୁ ଘର ଲୋକେ କିନ୍ତୁ ଏହା ଆତ୍ମହତ୍ୟା ବୋଲି କହିଛନ୍ତି।!-->…
୧୨ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ସିତ୍ରାଙ୍ଗ
୧୨ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ସିତ୍ରାଙ୍ଗ । ୬ ଘଣ୍ଟା ମଧ୍ୟରେ ୧୨ କିମି ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଆସନ୍ତାକାଲି ସକାଳେ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ବାତ୍ୟାଟି ତିନକୋଣା ଓ ସାନ୍ଦ୍ୱୀପ ଦେଇ ବାଂଲାଦେଶ ଉପକୂଳ ଅତିକ୍ରମ କରିବ!-->…
ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିର ନୀତିକାନ୍ତିରେ ପରିବର୍ତ୍ତନ
ଆସନ୍ତାକାଲି ସୂର୍ଯ୍ୟୋପରାଗ ପଡୁଥିବାରୁ ଶ୍ରୀମନ୍ଦିର ନୀତିକାନ୍ତିରେ ପରିବର୍ତ୍ତନ କରାଯାଇଛି । କାଲିର ନୀତିକାନ୍ତି ଆଜି ରାତିରୁ ଆରମ୍ଭ ହେବ ।ସେପଟେ, ଆଜି ବିରାଜିବେ ମା’ ମହାକାଳୀ । ମା’ଙ୍କ ମନ୍ଦିରରେ ଚାଲିଛି ମା’ଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା । ଭୁବନେଶ୍ୱର ସତ୍ୟନଗର କାଳୀ ପୀଠରେ ୧୧!-->…
୨୫ ତାରିଖ ସକାଳେ ବାଂଲାଦେଶ ଉପକୂଳରେ ମାଡ଼ ହୋଇପାରେ ବାତ୍ୟା
ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ସକ୍ରିୟ ଅବପାତ ଗଭୀର ଅବପାତର ରୂପ ନେଇଛି । ଏହା ସାମାନ୍ୟ ଦିଗ ବଦଳାଇ ଉତର-ଉତର ପୂର୍ବ ଗତି କରିବ । କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତାକାଲି ସକାଳ ବେଳକୁ ବାତ୍ୟାର ରୂପ ନେଇପାରେ । ବାତ୍ୟା ସୃଷ୍ଟି ହେବା ପରେ ଉତର-ଉତର ପୂର୍ବ ମୁହାଁ ହୋଇ ଆଗକୁ!-->…