Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ବିଜୟ ପଟ୍ଟନାୟକ ହେଲେ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ
କଂଗ୍ରେସରେ ଯୋଗ ଦେଇଥିବା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ବିଜୟ ପଟ୍ଟନାୟକଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ।ସେହିପରି ରାଜ୍ୟ କଂଗ୍ରେସର ୨୭ ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି। କମିଟିରେ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ…
ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ। ତାଙ୍କ ବିରୋଧରେ ୯ କୋଟି ୧୮ଲକ୍ଷ ୧୩ ହଜାର ୭ ଟଙ୍କାର ଆୟ ବହିର୍ଭୂତ ଟଙ୍କା ଠାବ ହୋଇଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ପଞ୍ଚଭୂତରେ ଲୀନ ହେଲେ ସହିଦ୍ ଦେବାଶିଷ ବିଶ୍ୱାଳ
ସତ୍ୟବାଦୀ : ପଞ୍ଚଭୂତରେ ଲୀନ ହେଲେ ସହିଦ୍ ଦେବାଶିଷ ବିଶ୍ୱାଳ । ସତ୍ୟବାଦୀର ଖଣ୍ଡାୟତ ସାହିରେ ଦେବାଶିଷଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ଦେବାଶିଷଙ୍କୁ ମୁଖାଗ୍ନି ଦେଲେ ସାନ ଭାଇ । ଜନ୍ମମାଟି ଅଳଗୁମରେ ପହଞ୍ଚିଲା ପରେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ୟ୍ୟାଦା…
ଆଜି ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା
ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବ। ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ ଓ ତାତିରୁ ଆଶ୍ବସ୍ତି ମିଳିବ। ଲଗାତାର ୪୩ ଓ ୪୪ ଡିଗ୍ରି ଉପରେ ରେକର୍ଡ ହେଉଥିବା ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଖସିଥିଲା। ପ୍ରଚଣ୍ଡ ଗ୍ରୀଷ୍ମ…
ଆଜି ଇଦ୍ ଉଲ୍ ଫିତର୍
ଇସଲାମ ଧର୍ମାବଲମ୍ବୀଙ୍କ ସବୁଠୁ ବଡ଼ ପର୍ବ। ଆଜି ଇଦ୍ ଉଲ୍ ଫିତର୍। ଏଥିପାଇଁ ସାରା ଦେଶରେ ଉତ୍ସବମୁଖର ପରିବେଶ। ଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇ ସମେତ ଓଡ଼ିଶାରେ ବି ପାଳନ ହେଉଛି ଇଦ୍। ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଦ ଅବସରରେ ଶୁଭେଚ୍ଚା ବାର୍ତା ପ୍ରଦାନ…
ସହିଦ ଦେବାଶିଷ ଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ
ଭୁବନେଶ୍ବର : ସହିଦ ଦେବାଶିଷ ବିଶ୍ବାଳଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
https://twitter.com/ANI/status/1649604727435587584?s=20
ଏହାଛଡ଼ା ସେଠାରେ ବହୁ…
ଲୁହରେ ଭିଜିଲା ସହିଦ ଦେବାଶିଷ ବିଶ୍ବାଳଙ୍କ ଗାଁ: ପଚିଶ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସାକ୍ଷୀଗୋପାଳ : ଲୁହରେ ଭିଜିଛି ସହିଦ ଦେବାଶିଷ ବିଶ୍ୱାଳଙ୍କ ଗାଁ । ପିଲାଠୁ ବୁଢ଼ା ସମସ୍ତଙ୍କ ଆଖିରେ ଲୁହ । ଖବର ପହଁଚିବା ପରେ ସହିଦଙ୍କ ଘରେ କାନ୍ଦ ବୋବାଳି ବନ୍ଦ ହେଉନାହିଁ । ବନ୍ଧୁ ପରିଜନ, ରାଜନେତାଙ୍କ ଗହଳି ଛୁଟିଛି । କିନ୍ତୁ ନିଜ ପୁଅକୁ ହରାଇ ପରିବାର , ଗାଁ ଏବେ ଝୁରୁଛି । ଗତକାଲି…
ଜାନକୀବଲ୍ଲଭ ପଟ୍ଟନାୟକଙ୍କ ଅଷ୍ଟମ ଶ୍ରାଦ୍ଧବାର୍ଷିକୀ ୨୧ରେ
ଭୁବନେଶ୍ବର : ଆସନ୍ତାକାଲି ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୮ତମ ଶ୍ରାଦ୍ଧବାର୍ଷିକୀ । ଏଥିପାଇଁ ଏକ ସମାରୋହ ୨୧ ତାରିଖ ସଂଧ୍ୟା ୬ ଟା ସମୟରେ ଖୋର୍ଦ୍ଧାସ୍ଥିତ ଜାନକୀ ବଲ୍ଲଭ ସ୍ମୃତି ଉଦ୍ୟାନରେ ଅନୁଷ୍ଠିତ ହେବ। ଖୋର୍ଦ୍ଧା ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି…
ଆସନ୍ତାକାଲିଠାରୁ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି
ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ତାତି । ତାତି ପାଇଁ ଘରୁ ବାହାରି ହେଉନାହିଁ । ସ୍କୁଲକୁ ପିଲା କିପରି ଯିବେ ଏନେଇ ଅଭିଯୋଗ ଉଠିବା ପରେ ଆସନ୍ତାକାଲିଠାରୁ ଓଡ଼ିଶାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ତାପମାତ୍ରା ଅହେତୁକ ଭାବେ ବୃଦ୍ଧି…
ସମ୍ବଲପୁର ଜିଲ୍ଲାରେ ଆଉ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ
ସମ୍ବଲପୁର: ଜିଲ୍ଲାରେ ପୁଣି ହିଂସା ବନ୍ଦ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦେଶ ଦିଆଯାଇଛି । ଭିଏଚପି ପକ୍ଷରୁ ବନ୍ଦ ଡାକରା ପରେ ଆଜି ପୁଣି ଥରେ ସମ୍ବଲପୁର ଜିଲ୍ଲାରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ଘୋଷଣା କରାଯାଇଛି। ସାରା ଜିଲ୍ଲାରେ ୨୨ ତାରିଖ ସକାଳ ୧୦ଟା ଯାଏ ଇଣ୍ଟର୍ନେଟ୍…