Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Odisha
All about all odisha state news updates
ହୀରାକୁଦର 20 ଗେଟ ଖୋଲିଲା: ପ୍ରବଳ ବର୍ଷା ସଂଭାବନା
ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ସାରା ରାଜ୍ୟରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଭଳି ସମୟରେ ସତର୍କ ରହିବା ପାଇଁ ପାଣିପାଗ ବିଜ୍ଞାନ କେନ୍ଦ୍ର ପରାମର୍ଶ ଦେଇଛି । ବିଭିନ୍ନ ନଦୀ ଜଳସ୍ତର ଆହୁରି ବଢ଼ିବା ସହ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି।!-->…
ଭୁବନେଶ୍ୱର ରେଳ ଷ୍ଟେସନରେ ବିଭାଜନ ବିଭୀଷିକାର ସ୍ମରଣ ଦିବସରେ ଏକ ପ୍ରଦର୍ଶନୀ ଆୟୋଜିତ ହେବ
ଭାରତର ବିଭାଜନ ସମୟରେ ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖକୁ ସାମ୍ନାକୁ ଆଣିବା ପାଇଁ ସମଗ୍ର ଦେଶ 14 ଅଗଷ୍ଟ 2022 ରେ ଦେଶ ବିଭାଜନ ସମୟର ବିଭୀଷିକା (ଭୟ) ସ୍ମରଣ ଦିବସ ପାଳନ କରୁଛି । ମାନ୍ୟବର ପ୍ରଧାନମନ୍ତ୍ରୀ ତାଙ୍କର ଗତ ସ୍ୱାଧୀନତା ଦିବସ ଭାଷଣରେ "ବିଭାଜନ ବିଭୀଷିକା (ଭୟ) ସ୍ମରଣ ଦିବସ " ପାଳନ!-->…
ମୟୂରଭଂଜରେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପକୁ ୬୮୫ କୋଟି ଟଙ୍କା
ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଜଳସେଚନ ପ୍ରକଳ୍ପର ଉଦଘାଟନ କରିଛନ୍ତି ।
https://twitter.com/Naveen_Odisha/status/1557969691431571456
୬୮୫ କୋଟି ଟଙ୍କା ବ୍ୟୟରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ ଅତିରିକ୍ତ ୧୭ ହଜାର ୧୨୧ ହେକ୍ଟର ଚାଷ ଜମି!-->!-->!-->!-->!-->…
ଅବସର ନେବେ ସୁରେଶ ମହାପାତ୍ର, ପୁଣି ବଢ଼ିବ କି କାର୍ଯ୍ୟକାଳ?
ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ୩୧ ତାରିଖରେ ସରୁଛି । ୨୦୨୨ ଫେବୃଆରୀରେ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ ରାଜ୍ୟ ସରକାର ତାଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି କରିଥିଲେ । ଅଗଷ୍ଟ ୩୧ରେ ସେ ଅବସର ନେବେ । ପୁଣି ଥରେ!-->…
ଆଜି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ୍
ପୂଜା ପଣ୍ଡା ଓ ବଡୁ ନିଯୋଗ ଆଲୋଚନା ପରେ ବାହାରିଲା ସମାଧାନର ରାସ୍ତା। ଆଜି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ ଚାଲିଛି । ଭୋରରୁ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହୋଇଛି । ପୂଜା ପଣ୍ଡା ଓ ବଡୁ ନିଯୋଗର ବିବାଦ ଯୋଗୁ ୨ ଦିନ ଧରି ଅଖିଆ ଓ ଅପୂଜା ଥିଲେ!-->…
ଆଜି ରାକ୍ଷୀ ପୂର୍ଣ୍ଣିମା
ଆଜି ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୋଟ ପିଲାମାନେ ରାକ୍ଷୀ ବାନ୍ଧିଛନ୍ତି ।
https://twitter.com/ani_digital/status/1557648878450511874
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାକ୍ଷୀପୂର୍ଣ୍ଣିମାରେ ସମସ୍ତଙ୍କୁ ଶୁଭେଚ୍ଛା ଅଭିନନ୍ଦନ ଜଣାଇଛନ୍ତି!-->!-->!-->!-->!-->…
ଅମୃତ ମହୋତ୍ସବ ଉପଲକ୍ଷେ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ
ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ୨୦୨୧ ମସିହାରୁ ଚଳିତ ବର୍ଷର ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରାଯାଉଛି । ଏଥି ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବର୍ଷ ତମାମ ବିଭିନ୍ନ କାର୍ଯ୍ୟକ୍ରମ ଗୁଡିକ ଆୟୋଜିତ ହେଉଛି । ଏହି କ୍ରମରେ ସମ୍ବଲପୁର ଜିଲା ଭାରତୀୟ!-->…
ରାଜଧାନୀ ବୁଲି ଟ୍ରାଫିକ୍ ସମସ୍ୟା ନେଇ ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ ପାଣ୍ଡିଆନ
ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ୍ ନିୟନ୍ତ୍ରଣ ଏବେ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ!-->…
ଗତକାଲିଠାରୁ ଶ୍ରୀଲିଙ୍ଗରାଜ ଅପୂଜା ଓ ଉପାସ
ଗତକାଲି ଠାରୁ ଶ୍ରୀ ଲିଙ୍ଗରାଜକୁ ଅପୂଜା ଓ ଉପାସ ରଖାଯାଇଛି। ପୂଜା ପଣ୍ଡା ଓ ବଡୁ ନିଯୋଗ ମଧ୍ୟରେ ପଇତା ଲାଗି ନୀତିକୁ ନେଇ ବିବାଦ ଲାଗିଥିବାରୁ ଗତକାଲି ସନ୍ଧ୍ୟା ଧୂପରୁ ନୀତି ବନ୍ଦ ରହିଥିବା ସୂଚନା ରହିଛି। ନୀତି ବିଭ୍ରାଟ ହୋଇଥିବାରୁ ଏପର୍ଯ୍ୟନ୍ତ କିଛି ନୀତି ହୋଇନାହିଁ। ଗତ ବର୍ଷଠାରୁ!-->…
ଭୁବନେଶ୍ୱର ସିଆଇଏସଏଫ୍ ତରଫରୁ ବାଇକରେ ତ୍ରିରଙ୍ଗା ରାଲି
ସ୍ୱାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ସାରାଦେଶ ପାଳନ କରୁଛି ଆଜାଦୀ କି ଅମୃତ ମହୋତ୍ସବ । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ସିଆଇଏସଏଫ୍ ୟୁନିଟ୍ ତରଫରୁ ବାଇକରେ ତ୍ରିରଙ୍ଗା ରାଲିର ଆୟୋଜନ କରାଯାଇଛି । ଲୋକମାନଙ୍କୁ ସଚେତନ କରାଇବା ଓ ମନରେ ଦେଶପ୍ରେମ ଜାଗ୍ରତ ଉଦ୍ଦେଶ୍ୟରେ ଏହି ରାଲି!-->…