Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
୩ ଜଣଙ୍କ ନାଁ ସୁପାରିସ କରିଛୁ: ସାଲୁଜା
ଝାରସୁଗୁଡ଼ା ଉପ-ନିର୍ବାଚନ ପାଇଁ ୬ଜଣ ପ୍ରାର୍ଥୀଙ୍କ ଭିତରୁ ୩ଜଣଙ୍କ ନାଁ ପ୍ରଦେଶ କଂଗ୍ରେସ କମିଟିକୁ ସୁପାରିସ କରାଯାଇଛି। ଏଆଇସିସି ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବ ବୋଲି ସୂଚନା ଦେଇଛନ୍ତି ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି। ଶ୍ରୀ ସାଲୁଜା କହିଛନ୍ତି, ପ୍ରାର୍ଥୀ ଚୟନ ଲାଗି ପିସିସି…
ହିନ୍ଦୋଳ ଓ ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ବାଜି ମାରିଛି ବିଜେଡି।
ଢେଙ୍କାନାଳ : ହିନ୍ଦୋଳ ଓ ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ବାଜି ମାରିଛି ବିଜେଡି। ଅତାବିରା ଏନ୍ଏସିରେ ଅଧ୍ୟକ୍ଷ ପଦ ସହ ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛି। ବିଜେଡିର ଅଧ୍ୟକ୍ଷ ପ୍ରାର୍ଥୀ…
ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଆଲୋଚନା
ଲୋୟର ପିଏମଜିରେ ଧାରଣାରେ ବସିଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନେ ଆଜି ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଏକ ପ୍ରତିନିଧି ଦଳ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଆଜି ଆନ୍ଦୋଳନରୁ ହଟିପାରନ୍ତି।
ଠିକା ନିଯୁକ୍ତି ଉଚ୍ଛେଦ ନେଇ ଗତବର୍ଷ ଅକ୍ଟୋବର ୧୫ ତାରିଖରେ…
ସମର୍ଥ ଅଗ୍ରୱାଲ ଅପହରଣ ଓ ହତ୍ୟା ଅଭିଯୁକ୍ତ ଆଇନା କାଚ ଭାଙ୍ଗି ହାତ କାଟିଲା
ଝାରସୁଗୁଡ଼ାରେ ସମର୍ଥ ଅଗ୍ରୱାଲ ଅପହରଣ ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତର ଆତ୍ମହତ୍ୟା ଉଦ୍ୟମ । ଝାରସୁଗୁଡ଼ା ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଅମିତ ଶର୍ମା ଆତ୍ମହତ୍ୟା ଉଦ୍ୟମ କରିଥିଲା । ଗାଧୁଆ ଘରେ ଥିବା ଆଇନ ଭାଙ୍ଗି କରିଥିଲା ଆତ୍ମହତ୍ୟା ଉଦ୍ୟମ । ତାକୁ ଚିକିତ୍ସା କରି କୋର୍ଟରେ ହାଜର…
୩ ନେତା ପ୍ରସନ୍ନ ଆଚାର୍ଯ୍ୟ, ସାରଦା ନାୟକ ଓ ଦେବୀ ମିଶ୍ର ଙ୍କୁ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର: ଝାରସୁଗୁଡା ଉପ ନିର୍ବାଚନ ପାଇଁ ପାଗ ଭିଡିଲେଣି ତିନି ପ୍ରମୁଖ ଦଳ । ତେବ ସବୁଠାରୁ ଆଗରେ ରହିଛି ବିଜେଡି । ପ୍ରଥମେ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବାବେଳେ ଏବେ ନିର୍ବାଚନ ପରିଚାଳନା ପାଇଁ ତିନି ଜଣ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି ଦଳ । ଏହି ତିନି…
ରୋଗୀମାନଙ୍କ ଖାଦ୍ୟରେ ମିଲେଟସ୍ ସାମିଲ କଲା ଭୁବନେଶ୍ୱର ଏମ୍ସ
ଭୁବନେଶ୍ୱର ଏମ୍ସ ଏହାର ଛାତ୍ରଛାତ୍ରୀ ଏବଂ ଚିକିତ୍ସିତ ହେଉଥିବା ରୋଗୀଙ୍କ ଖାଦ୍ୟରେ ମିଲେଟସ୍ ସାମିଲ କରିଛି । ଛାତ୍ର ତଥା ଚିକିତ୍ସାଧିନ ରୋଗୀଙ୍କୁ ସୁସ୍ଥ ଏବଂ ପୁଷ୍ଟିକର ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ଏହି ଜାତୀୟ ପ୍ରତିଷ୍ଠାନ ଖାଦ୍ୟରେ ମିଲେଟ ସାମିଲ କରିଛି । ଏମ୍ସ ଭୁବନେଶ୍ୱରର…
ସାତଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ଠାରୁ ସାତଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିବେଶକ ସମ୍ମେଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ସୂଚନା ମିଳିଛି। ଆଇଟି,ଶିଳ୍ପ ପର୍ଯ୍ୟଟନ ଓ କ୍ରୀଡା କ୍ଷେତ୍ର ପାଇଁ ନିବେଶକଙ୍କୁ ସାକ୍ଷାତ କରିବେ। ଏପ୍ରିଲ ୩ ତାରିଖରୁ ୯ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀ…
ବିଜେଡି ମୁହଁରେ ଆନ୍ଧ୍ର ଭାଷା
ଭୁବନେଶ୍ୱର: କୋଟିଆ ପ୍ରସଙ୍ଗକୁ ନେଇ ବିଜେଡି ବିଜେପି ନେତାଙ୍କ ମଧ୍ୟରେ କଥାକଟାକଟି ଚାଲିଛି । ଉତ୍କଳ ଦିବସ ବେଳେ ନେତାଙ୍କ କଥାକୁ ନେଇ ଏବେ ତେଜୁଛି ରାଜନୀତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋଟିଆ ଗସ୍ତ ପରେ ବିଜେପିକୁ ଉଭୟ ବିଜେଡି ଓ କଂଗ୍ରେସ ଟାର୍ଗେଟ କରି ଆସୁଛନ୍ତି ।…
ଚିହ୍ନଟ ହେଲେ ୨୩ କରୋନା ରୋଗୀ
ଭୁବନେଶ୍ୱର: ପୁଣି ଡରାଇଲାଣି କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୁଇ ଦିନ ତଳେ ସର୍ବାଧିକ ସଂକ୍ରମିତଙ୍କ ସଂଖ୍ୟା ୪୯ରେ ପହଞ୍ଚିଥିଲା । ଏଚ୍୩ଏନ୍୨ ଭୂତାଣୁ ସଂକ୍ରମଣ ଉପରେ କୌଣସି ନୂଆ କେସ୍ ଆସିନାହିଁ ବୋଲି ଆର୍ଏମ୍ଆର୍ସି…
ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ନେଇ କଂଗ୍ରେସର ବିକ୍ଷୋଭ
ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ନେଇ କଂଗ୍ରେସର ବିକ୍ଷୋଭ । ଏଜି ଛକରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଚାଲିଥିବା ବେଳେ ଘଟଣାସ୍ଥଳରୁ କଂଗ୍ରେସର ବରିଷ୍ଠ ନେତାଙ୍କୁ ଉଠାଇ ନେଇଥିଲା ପୋଲିସ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ବିଧାୟକ ସୁର ରାଉତରାୟଙ୍କୁ ପୁଲିସ ଉଠାଇନେଇଥିଲା ।…