Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ବିଧାନସଭାରେ ଉଠିଲା ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦ
ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ବିରୋଧୀମାନେ ବିଧାନସଭାରେ ସରକାରଙ୍କୁ ପ୍ରଶ୍ନ କରିଛନ୍ତି । ଗୃହରେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ଏହାକୁ ନେଇ ପ୍ରବଳ ହଟ୍ଟଗୋଳ ହେବା ଯୋଗୁ ଅପରାହ୍ଣ ୪ ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।
ବିରୋଧୀ ଦଳ…
ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
ଝାରସୁଗୁଡା : ଶେଷରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳିଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଯାହା ପୂର୍ବରୁ ଚର୍ଚା ହେଉଥିଲା ତାହା ହିଁ ହୋଇଛି । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ମୁଖ୍ୟମନ୍ତ୍ରୀ ଟିକେଟ ଦେବାକୁ ଘୋଷଣା କରିଛନ୍ତି । ଦୀପାଳି ଦାସଙ୍କୁ…
ଭୁବନେଶ୍ୱର ଉପକଣ୍ଠ ଦୟାନଦୀରେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର ଉପକଣ୍ଠ ଦୟାନଦୀରେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ଟିମ୍ । ଉଦ୍ଧାର ପାଇଁ ସକାଳୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା । ଅଗ୍ନିଶମ ବାହିନୀର ସ୍କୁବା ଡାଇଭରମାନେ ସ୍ୱତନ୍ତ୍ର ବୋଟ ଯୋଗେ ଆଜି ଖୋଜାଖୋଜି ଚଳାଇଥିଲା । କିଛି ସମୟ ପରେ ନଦୀର ଏକ ପାର୍ଶ୍ୱରୁ ଛାତ୍ରଙ୍କ…
ଆଜି ଝଡ଼ବର୍ଷା ସହ କୁଆପଥର ବର୍ଷା
ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ କୁଆପଥର ବର୍ଷା…
ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି: ୫ରୁ ଦର୍ଶନ ବନ୍ଦ
ରାମନବମୀ ତିଥିରେ ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମ ନୀତି ପାଳନ ହେବ। ଶ୍ରୀମନ୍ଦିରକୁ ମଧ୍ୟାହ୍ନଧୂପ ଛେକ ପ୍ରବେଶ ପରେ ପରେ ଏହି ନୀତି ପାଳନ କରାଯିବ। ପ୍ରାୟ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଜନ୍ମ ନୀତି ଶେଷ ପରେ ରାତି ୮ଟା ପରେ ପୁନର୍ବାର ଦର୍ଶନ…
ଝାରସୁଗୁଡା ଉପନିର୍ବାଚନ ପାଇଁ ମେ’ ୧୦ରେ ଭୋଟ୍ ଗ୍ରହଣ: ରାଜନୀତି ସରଗରମ
ଝାରସୁଗୁଡ଼ାରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ମେ’ ୧୦ ତାରିଖରେ ଏଠାରେ ଭୋଟ୍ ଗ୍ରହଣ କରାଯାଇ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏହି ସୂଚନା ଦେଇଛନ୍ତି। ଆସନ୍ତା ଏପ୍ରିଲ ୧୩ ତାରିଖରେ ନୋଟିଫିକେସନ୍…
ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅଧାବାଟରେ ଅଟକିଛି
ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ଅଧବାଟରେ ଅଟକିଛି । ଭକ୍ତମାନେ ଉତ୍ସାହର ସହିତ ଟାଣିଟାଣି ନେଇ ଆଜି ସନ୍ଧ୍ୟା ରେ ବଢେଇବାଙ୍କ ଠାରେ ପହଞ୍ଚାଇଛନ୍ତି। ଏଠାରୁ ପୁଣି ଆସନ୍ତାକାଲି ଅପରାହ୍ଣ ୨ଟାରେ ମାଉସୀ ମା’ ଅଭିମୁଖେ ଟଣାଯିବ ବୋଲି ଜଣାପଡିଛି। ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି…
୫୦ ଲକ୍ଷ ଟଙ୍କା ପାଇଁ ନାବାଳକକୁ ଝାରସୁଗୁଡ଼ାରୁ ଅପହରଣ କରି ପୋଡି ମାରିଦେଲେ
ଝାରସୁଗୁଡ଼ାରୁ ଅପହରଣ କରି ନାବାଳକ ସମର୍ଥ ଅଗ୍ରୱାଲ (୧୫)ଙ୍କୁ ପୋଡି ମାରିଛନ୍ତି ଅପରାଧୀ । ମୃତଦେହକୁ ପୁଲିସ ବରଗଡ଼ ଜିଲ୍ଲାରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରିବା ପରେ ଏହି ଘଟଣା ସାରା ରାଜ୍ୟରେ ଚାଂଚଲ୍ୟ ସୃଷ୍ଟି କରିଛି। ଅଭିଯୁକ୍ତମାନେ ହତ୍ୟା ପୂର୍ବରୁ ପୀଡିତ ପରିବାରକୁ ୫୦ ଲକ୍ଷ…
ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତ୍ରୀଙ୍କ ଆତ୍ମହତ୍ୟା
ଭୁବନେଶ୍ବର: ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ମୃତ ଛାତ୍ରୀ ଯୁକ୍ତ ୨ ଦ୍ୱିତୀୟ ବର୍ଷର ବୋଲି ଜଣାପଡିଥିବା ବେଳେ କାହିଁକି ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡିନାହିଁ । ତାଙ୍କ ଘର ରାୟଗଡା ଜିଲ୍ଲାରେ ହୋଇଥିବା ଜଣାପଡିଛି । ପରୀକ୍ଷା ଚାଲିଥିବା…
ଆସନ୍ତା ଜୁନ୍ ୨୦ ତାରିଖରେ ପବିତ୍ର ଘୋଷଯାତ୍ରା
ପୁରୀ: ଆସନ୍ତା ଜୁନ୍ ୨୦ ତାରିଖରେ ପବିତ୍ର ଘୋଷଯାତ୍ରା । ଚଳିତବର୍ଷ ରଥଯାତ୍ରାକୁ କିପରି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରାଯିବ ସେ ନେଇ ଆଜି ଅନୁଷ୍ଠିତ ହୋଇଛି ପ୍ରସ୍ତୁତି ବୈଠକ । ରଥଯାତ୍ରା ସମନ୍ୱୟ କମିଟି ପୂର୍ବରୁ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନେଇ ପ୍ରସ୍ତୁତି ବୈଠକ କରାଯାଇଛି ।…