Trending
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
Browsing Category
Odisha
All about all odisha state news updates
ଏମ୍ସ ରୋଗୀଙ୍କୁ ଆଉଟ ଡୋର ଟିକେଟ ପାଇଁ ଆଉ ଦେବାକୁ ପଡିବ ନାହିଁ ଟଙ୍କା
ଅଖିଳ ଭାରତୀୟ ଆର୍ୟୁ ବିଜ୍ଞାନ ସଂସ୍ଥା ବା ଏମ୍ସରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ପାଇଁ ଆସିଲା ବଡ ଖବର । ଏବେ ଏମ୍ସକୁ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କୁ ଆଉଟ ଡୋର ଟିକେଟ ପାଇଁ ଆଉ ଦେବାକୁ ପଡିବ ନାହିଁ ଟଙ୍କା । ଏହାସହ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କୁ ଯଦି ସ୍ଲଟ ନମିଳେ ତେବେ!-->…
ଧାମନଗର ଉପନିର୍ବାଚନ ନଭେମ୍ବର ୩ରେ
ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ହେବ । ଅକ୍ଟୋବର ୭ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ । ଅକ୍ଟୋବର ୧୫ରେ ଯାଞ୍ଚ ହେବ । ପ୍ରାର୍ଥୀ ଚାହିଁଲେ ଅକ୍ଟୋବର ୧୭ରେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି!-->…
ପରଲୋକରେ ବିଧାୟକ ବିଜୟ ରଞ୍ଜନ ସିଂହ ବରିହା
ପରଲୋକରେ ପଦ୍ମପୁର ବିଧାୟକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି । କିଡନୀ ରୋଗ ସହ ବହୁ ରୋଗରେ ପୀଡ଼ିତ ଥିଲେ ବିଜୟ ରଞ୍ଜନ ସିଂହ ବରିହା । ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା । ପ୍ରଥମ ଥର ୧୯୯୦ ମସିହାରେ ଜନତା ଦଳରୁ ବିଧାନସଭାକୁ ନିର୍ବାଚିତ!-->…
କିଏ ସତ କିଏ ମିଛ! ସାମ୍ବାଦିକ ଅକ୍ଷୟ ଦାସଙ୍କୁ ଜେରା କରିବ ପୁଲିସ
ଭୁବନେଶ୍ବର: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲାକୁ ନେଇ ବିରୋଧୀ ଏବେ ରାସ୍ତାରେ । ସତ୍ୟ କଣ ତାହାର ରହସ୍ୟ ବଢିବାରେ ଲାଗିଛି । ଧର୍ମେନ୍ଦ୍ର ସାହୁଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ଅସନ୍ତୋଷ ପ୍ରକାଶ ପାଉଛି । ସେପଟେ କମିସନରେଟ ପୁଲିସ ତଦନ୍ତ ଆରମ୍ଭ କରିଛି ।!-->…
ମା’ଙ୍କ ପୂଜାଚ୍ଚର୍ନା ଆରମ୍ଭ
ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା । ସେଥିପାଇଁ ଚଳଚଞ୍ଚଳ ହୋଇପଡିଛି ପୁରା ରାଜ୍ୟ । ଦୁଇ ବର୍ଷ ପରେ ବିନା କରୋନା କଟକଣାରେ ପୂଜାର ଆୟୋଜନ କରାଯାଇଥିବାରୁ ସବୁଠି ଦେଖିବାକୁ ମିଳିଛି ଭିଡ । ମା’ଙ୍କ ମହାସପ୍ତମୀ ପୂଜା ଚାଲିଛି । ପରମ୍ପରା ଅନୁଯାୟୀ ଆଜି ଭୋରୁ ମା’ଙ୍କୁ ଚକ୍ଷୁ ଦାନ କରାଯିବା!-->…
ବିଜେଡିର ଜନସମ୍ପର୍କ ପଦଯାତ୍ରା ଆଜିଠୁ
2024 ନିର୍ବାଚନ ପାଇଁ ସବୁ ଦଳ ଲାଗିପଡିଲେଣି । ବିଜେଡି ମଧ୍ୟ ନିର୍ବାଚନ ପ୍ରସ୍ତୁତି ଆରମ୍ଭ କରିଛି । ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋକୁ ଯାଉଛି । ପଦଯାତ୍ରାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନଭେମ୍ବର ୨ ଅର୍ଥାତ ମାସେ ବ୍ୟାପି ଚାଲିବ ଶାସକ ଦଳର ଏହି!-->…
ଓଡିଶା ସିଭିଲ ସର୍ଭିସ ପରୀକ୍ଷା ସଂଶୋଧନ ଯୁଗାନ୍ତକାରୀ ପଦକ୍ଷେପ
ଭୁବନେଶ୍ବର: ବହୁ ବର୍ଷ ପରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଆଶା ଓ ସଂଭାବନା ସୃଷ୍ଟି ହୋଇଛି । ଓଡ଼ିଶା ସିଭିଲ ସର୍ଭିସରେ ଓଡ଼ିଆ ଭାଷାକୁ ଗୁରୁତ୍ବ ଦେଇଛନ୍ତି ସରକାର । ଆଶାୟୀଙ୍କ ଅନେକ ଦିନର ଦାବି ପୂରଣ ହୋଇଛି । ନୂଆ ପଦ୍ଧତିରେ ହେବ ଓଡିଶା ସିଭିଲ ସର୍ଭିସ, ଓଏଏସ୍ ପରୀକ୍ଷା । ଏ ନେଇ!-->…
ସପ୍ତମୀରୁ ବର୍ଷିବ, ଅଷ୍ଟମୀରେ ଅତିପ୍ରବଳ
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗୁରୁବାର ଦିନ ବର୍ଷା ଲାଗି ରହିଥିଲା। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଶେଷ କରି ମାଲକାନଗିରି,!-->…
ଶ୍ରୀଜିଉଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ପୂର୍ବନିର୍ଦ୍ଧାରିତ ଯୋଜନା ଅନୁଯାୟୀ, ଆଜି ସକାଳେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ସେ ମହାପ୍ରଭୁଙ୍କ ଦର୍ଶନ କରିବା ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ମୁଖପାତ୍ର ଡାକ୍ତର ସମ୍ବିତ ପାତ୍ର, ରାଜ୍ୟ!-->…
କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ବଡ଼ ଘୋଷଣା
ଶୁକ୍ରବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଶୁକ୍ରବାର ସନ୍ଧ୍ୟା ପ୍ରାୟ ୫ଟାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ।
ଏଥିରେ ଅର୍ଥ, ସାଧାରଣ ପ୍ରଶାସନ, ଆଇନ, ଜଳ ସମ୍ପଦ ସମେତ ବିଭିନ୍ନ ବିଭାଗର କେତେକ!-->!-->!-->…