Browsing Category

Odisha

All about all odisha state news updates

ଚଳନ୍ତା ଆମ ବସ୍‌ରେ ଲାଗିଲା ନିଆଁ

ଖୋର୍ଦ୍ଧା ନିକଟସ୍ଥ ଗଡଖୋର୍ଦ୍ଧା ଛକରେ ଏକ ଚଳନ୍ତା ଆମ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ବସ (ଓଡି-୩୩, ୟୁ-୭୩୪୯) ଜଗତପୁରରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ଗଡଖୋର୍ଦ୍ଧା ଛକ ନିକଟରେ ହଠାତ୍ ବସର ଇଞ୍ଜିନରୁ ଧୂଆଁ ବାହାରିବା ସହ ନିଆଁ ଲାଗିଯାଇଥିଲା।…

ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ଡିହାଇଡ୍ରେସନ ଯୋଗୁଁ ସେ କିଛିଦିନ ତଳେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଆଡ଼ମିଶନ ହୋଇଥିଲେ । ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ସେ ଫେରିଛନ୍ତି । ତାଙ୍କୁ ମେଡିକାଲରୁ ଆଣିବାକୁ ବିଜେଡିର କିଛି ବିଧାୟକ ଓ ସମର୍ଥକ ହସ୍ପିଟାଲ…

ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ନରେନ୍ଦ୍ର ମୋଦୀ । ବିଶ୍ରାମ ନେବାକୁ ପରାମର୍ଶ ଦେବା ସହ ଦିଲ୍ଲୀ ଆସିଲେ ଦେଖାହେବ କହିଲେ ପ୍ରଧାନମନ୍ତ୍ରୀ । ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ।…

୬ଥାକିଆ ହେବ ଭୁବନେଶ୍ବର ବାଇପାସ୍‌ ରୋଡ୍‌

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍‌ କମିଟି ବୈଠକରେ ଆଜି ୬ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର ବାଇପାସ୍‌ ସଡ଼କ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି । ୮୩୦୭.୭୪ କୋଟି ଟଙ୍କା ବ୍ୟୟରେ ୧୧୦.୮୭୫ କିଲୋମିଟର ଲମ୍ବ ପ୍ରବେଶ…

ଶ୍ରୀମନ୍ଦିରରେ କାଳୀୟଦଳନ ନୀତି  

ଆଜି ଶ୍ରୀମନ୍ଦିରରେ କାଳୀୟଦଳନ ନୀତି ଅନୁଷ୍ଠିତ ହେବ। ପୁରାଣ ଅନୁସାରେ, ଶ୍ରୀକୃଷ୍ଣ ଯମୁନା ନଦୀରେ କାଳୀୟ ସର୍ପକୁ ଦଳନ କରି ନଦୀକୁ ବିଷମୁକ୍ତ କରିଥିଲେ। ଏହି ଲୀଳାର ପ୍ରତିଛବି ସ୍ୱରୂପ ଏହି ନୀତି ଶ୍ରୀମନ୍ଦିରରେ ପାଳନ କରାଯାଏ। ଶ୍ରୀଜିଉଙ୍କୁ ବିଶେଷ ଅଳଙ୍କାରରେ ସଜ୍ଜିତ କରାଯାଇ କାଳୀୟଦଳନ…

ପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓଡ଼ିଶା ଉପକୂଳ ନିକଟ ସମୁଦ୍ରରେ ଅବପାତରେ ପରିଣତ ହୋଇଛି। ଏହି ଅବପାତ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ୯.୬ କିମି…

ଓଡ଼ିଶାରେ ଖୁବଶୀଘ୍ର ଏସଆଇଆର

ବିହାରରେ ନିର୍ବାଚନ କମିସନଙ୍କ ପକ୍ଷରୁ କରାଯାଉଥିବା ଭୋଟର ତାଲିକାର ଏସଆଇଆର ବା  ସ୍ବତନ୍ତ୍ର ସଂଶୋଧନ ପ୍ରକ୍ରିୟାକୁ ନେଇ ସାରା ଦେଶରେ ଏବେ ଚର୍ଚ୍ଚା ଲାଗି ରହିଛି । ବିରୋଧୀ ଦଳମାନେ ଏହାକୁ ନେଇ ପ୍ରଶ୍ନ ଉଠାଉଥିବାବେଳେ ନିର୍ବାଚନ କମିସନ କହିଛନ୍ତି ଯେ ଖୁବଶୀଘ୍ର ଓଡ଼ିଶା ସମେତ ଅନ୍ୟ…

ରାଜ୍ୟରେ ବର୍ଷକୁ ୨୦୦୦ କୋଟିର ପ୍ରତିରକ୍ଷା ବ୍ୟବସାୟ ସୁଯୋଗ

ରାଜ୍ୟର ପ୍ରତିରକ୍ଷା ଓ ଏରୋସ୍ପେସ୍‌ କ୍ଷେତ୍ରରେ ବର୍ଷକୁ ୨୦୦୦ କୋଟି ଟଙ୍କାର ବ୍ୟବସାୟ କରିବା ସୁଯୋଗ ରହିଛି। ଏହା ଉପରେ ମାନସମନ୍ଥନ କରିବା ଲାଗି ଏମ୍ଏସ୍‌ଏମ୍ଇ ମନ୍ତ୍ରଣାଳୟ ସହଯୋଗରେ ଓସ୍‌ମି ପକ୍ଷରୁ ଏକ ସେମିନାର ଆୟୋଜନ କରାଯାଇଥିଲା। ଏହି ସେମିନାରରେ ଓଡ଼ିଶାରେ ପ୍ରତିରକ୍ଷା…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ

ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଶ୍ରୀକୃଷ୍ଣ ଜନ୍ମନୀତି ଓ  ନନ୍ଦଉତ୍ସବ ନୀତି ପରେ ଶ୍ରୀକୃଷ୍ଣ ଲୀଳା ଆରମ୍ଭ ହେବାକୁ ଯାଉଅଛି। ଏ ନେଇ ଶ୍ରୀମନ୍ଦିରରେ…

ସୁସ୍ଥ ହେଉଛନ୍ତି ନବୀନ

ସୁସ୍ଥ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆଜି ଅର୍ଥାତ୍‌ ସୋମବାର ସେ ମେଡିକାଲରୁ ଡିସଚାର୍ଜ ହୋଇପାରନ୍ତି। ବାର୍ଦ୍ଧକ୍ୟ ଏବଂ ଡିହାଇଡ୍ରେଶନଜନିତ ଅସୁସ୍ଥତା ପାଇଁ ତାଙ୍କୁ ସମ୍‌ ଅଲ୍‌ଟିମେଟ୍‌ରେ ସନ୍ଧ୍ୟା ପ୍ରାୟ ୫ଟା ୧୫ ମିନିଟ୍‌ରେ ଭର୍ତ୍ତି…