Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Odisha
All about all odisha state news updates
ଭାରତ ଗୌରବ ଦିବ୍ୟ କାଶୀ ଯାତ୍ରା ଟ୍ରେନ
ଭୁବନେଶ୍ବର: 23 ଜୁଲାଇ 2022 ରେ ଦକ୍ଷିଣ ଭାରତର କୋଏମ୍ବାଟୁରରୁ ଛାଡି ଥିବା ଶକ୍ତି ପୀଠ ଆଧାରିତ ଟୁରିଷ୍ଟ ସର୍କିଟ୍ ଭାରତ ଗୌରବ ଟ୍ରେନ୍ “ଦିବ୍ୟ କାଶୀ - ଆଦି ଅମାବାସ୍ୟା ଯାତ୍ରା” ଟ୍ରେନ ଏହାର ଯାତ୍ରା ସ୍ଥଳ ପରିଭ୍ରମଣ ମଧ୍ୟରେ ଆଜି ଯାଜପୁର କେନ୍ଦୁଝର ରୋଡ଼ ଷ୍ଟେସନ ଠାରେ!-->!-->!-->!-->!-->…
ଓଡିଶାରେ ୧୧୮ଟି ବିଦ୍ୟୁତ୍ ଯାନ ଚାର୍ଜିଂ ଆଉଟ୍ ଲେଟ୍ କାର୍ଯ୍ୟକ୍ଷମ
ଭାରତରେ ହାଇବ୍ରିଡ୍ ଏବଂ ଇଲେକ୍ଟ୍ରିକ୍ ଯାନ ଗୁଡିକୁ (ଫେମ୍ ଇଣ୍ଡିଆ) ଦ୍ରୁତ ଗତିରେ ଗ୍ରହଣ କରିବା ଏବଂ ଏହା ଅଧିକ ପରିମାଣରେ ଉତ୍ପାଦନ ହେବା ଯୋଗୁଁ ପର୍ଯ୍ୟାୟ – ୨ରେ ସାର୍ବଜନିନ ପରିବହନ ନିମନ୍ତେ ଇଲେକ୍ଟ୍ରିକ୍ ଯାନବାହନ (ଇଭି) ବ୍ୟବହାରକୁ ପ୍ରୋତ୍ସାହିତ କରାଯାଉଛି ।
ତୈଳ!-->!-->!-->…
ରାଜ୍ୟରେ ୧୨ ଲକ୍ଷ ପରିବାର କଚ୍ଚା ଘରେ ରହୁଛନ୍ତି
ଭୁବନେଶ୍ବର: ରାଜ୍ୟର ୧୨ ଲକ୍ଷ ୨୪ ହଜାର ୭୨୫ ପରିବାର କଚ୍ଚା ଘରେ ରହୁଥିବା ବେଳେ ୨୧,୨୩୯ ଭୂମିହୀନ ପରିବାର ରହିଛନ୍ତି। ଏହା ସହ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ନିର୍ମାଣ କାର୍ଯ୍ୟ ଶେଷ କରିଥିବା ୨୩ ଲକ୍ଷ ୮୨ ହଜାର ୮୮୪ ହିତାଧିକାରୀଙ୍କୁ ଗୃହ ମରାମତି ପାଇଁ ସହାୟତା ମିଳିଛି। ଏହି!-->…
ଚଳିତ ବର୍ଷ ଜୁଲାଇରେ ରାଜ୍ୟରେ ଅଧିକ ବର୍ଷା
ମାସ ଆରମ୍ଭରୁ ଏପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ହୋଇଛି।ଚଳିତ ବର୍ଷ ଜୁଲାଇରେ ଭଲ ବର୍ଷା ହୋଇଛି।ଏହି ସମୟ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୪୭୬.୮ ମିମି ବର୍ଷା ହୋଇଥାଏ। କିନ୍ତୁ ଏଥର ସର୍ବମୋଟ ୪୮୮.୫ ମିମି ହୋଇଛି। ଏହା ଚାଷ କାର୍ଯ୍ୟ ପାଇଁ ଅନୁକୂଳ!-->…
ଶୈବପୀଠ ଗୁଡ଼ିକରେ ଜଳଲାଗି ପାଇଁ କାଉଡିଆଙ୍କ ଲମ୍ବା ଲାଇନ୍
ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବ ମନ୍ଦିର । ଲିଙ୍ଗରାଜ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା । ରସଲଗଡ଼ ଠାରୁ ଶୈବଭକ୍ତଙ୍କ ଲମ୍ବାଲାଇନ ଆଜି ସକାଳୁ ଦେଖିବାକୁ ମିଳିଥିଲା । ସେହିପରି ଆଠଗଡର ବାବା ଧବଳେଶ୍ୱରଙ୍କ ପୀଠରେ!-->…
ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେବେ ପାର୍ଥ ଚାଟାର୍ଜୀ
ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ପଶ୍ଚିମବଙ୍ଗର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଭୁବନେଶ୍ୱର ଏମ୍ସରେ ଚିକିତ୍ସା କରାଯିବ । ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଓଡ଼ିଶା ଅଣାଯାଉଛି । ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ତାଙ୍କୁ ଭୁବନେଶ୍ୱର ଏମ୍ସ ନେବାକୁ ଇଡିକୁ ନିର୍ଦ୍ଦେଶ!-->…
ଦ୍ରୌପଦୀଙ୍କ ଶପଥ ପରେ ରାଇରଙ୍ଗପୁରରେ ଉତ୍ସାହ
ରାଇରଙ୍ଗପୁର ପିସିଏସ୍ କଲ୍ୟାଣୀ ମଣ୍ଡପଠାରେ ଦ୍ରୌପଦୀ ମୁର୍ମୁ ଶପଥ ପାଠ ନେବା ସମୟରେ ସିଧା ପ୍ରସାରଣ ବ୍ୟବସ୍ଥା ହୋଇଥିଲା । ଏଥିପାଇଁ କଲ୍ୟାଣୀ ମଣ୍ଡପ ଠାରେ ଏକ ବଡ ଏଲଇଡି ଟିଭି ଲଗାଯାଇଥିଲା। ରାଇରଙ୍ଗପୁର ଗାନ୍ଧୀ ପାର୍କ ଠାରେ ନାଚଗୀତ, ବାଣ ରୋଷଣୀ ମଧ୍ୟରେ ମିଷ୍ଠାନ ବଣ୍ଟାଯାଇଥିଲା ।!-->…
ଆଉ କିଛି ସମୟ ପରେ ସର୍ବୋଚ୍ଚ ସାମ୍ବାଧାନିକ ପଦ ପାଇଁ ଶପଥ ନେବେ ଦ୍ରୌପଦୀ ମୁର୍ମୁ
ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଉ କିଛି ସମୟ ପରେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦ ପାଇଁ ଶପଥ ନେବାକୁ ଯାଉଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏ.ଭି.ରମଣା, ଦ୍ରୌପଦୀଙ୍କୁ ୧୫ତମ ରାଷ୍ଟ୍ରପତି ଭାବରେ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ। ଏହା ପରେ ନବ!-->…
ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆସନ୍ତାକାଲି ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ ରବିବାର ନୂଆଦିଲ୍ଲୀଠାରେ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ନିମନ୍ତ୍ରଣ କ୍ରମେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ଦିଲ୍ଲୀ!-->…
ପୂର୍ବ ତଟ ରେଳପଥ ଦ୍ୱାରା ସ୍ମରଣୀୟ ‘ଆଜାଦୀ କି ରେଳ ଗାଡି ଏବଂ ଷ୍ଟେସନ’ ସପ୍ତାହ ଉଦଯାପିତ
ପୂର୍ବ ତଟ ରେଳପଥ ଦ୍ୱାରା ସପ୍ତାହବ୍ୟାପୀ ତଥା ଜୁଲାଇ 18 ତାରିଖରୁ ଆୟୋଜିତ ହୋଇଥିବା 'ଆଜାଦୀ କି ରେଳ ଗାଡି ଏବଂ ଷ୍ଟେସନ' ସ୍ମରଣୀୟ ସପ୍ତାହ ଉତ୍ସବ ଆଜି ଅର୍ଥାତ୍ 23 ଜୁଲାଇ 2022 ରେ ସମାପ୍ତ ହୋଇଛି | ଭାରତୀୟ ସ୍ୱାଧୀନତାର 75 ବର୍ଷ ପୂର୍ତ୍ତି ପାଳନ ତଥା ଆଜାଦୀ କା ଅମୃତ ମହୋତ୍ସବର ଏକ!-->…