Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Odisha
All about all odisha state news updates
ନନ୍ଦକାନନ ଆସିବ ଚିତା
ଓଡିଶା ଆସିବେ ଚିତା ବାଘ । ନନ୍ଦକାନନ ଆସିବ ଚିତା । ଦୁବାଇରୁ ଦୁଇଟି ଆଫ୍ରିକୀୟ ଚିତା ବାଘ ଆଣିବା ପାଇଁ ନନ୍ଦନକାନନ କର୍ତ୍ତୃପକ୍ଷ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ୭୦ ବର୍ଷ ପରେ ଭାରତକୁ ଚିତା ବାଘ ଆସିବା ପରେ ଏବେ ଚିତା ବାଘ ପ୍ରତି ଲୋକଙ୍କ ଆଗ୍ରହ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ!-->…
୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ସ୍ଥଳଭାଗ ମୁହାଁ ଲଘୁଚାପ । ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି । ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା,!-->…
ବର୍ଷା ଯୋଗୁଁ ବାଲିଗୁଡ଼ାରେ ସ୍ଥିତି ବେହାଲ
ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ସ୍ଥିତି ବେହାଲ। ଗତ ରାତିରେ ପ୍ରବଳ ବର୍ଷା ଯୋଗୁଁ ବାଲିଗୁଡ଼ା ବସଷ୍ଟାଣ୍ଡ ନିକଟରେ ଥିବା ଦୁଇଟି ପୋଖରୀରେ ପାଣି ଭର୍ତ୍ତି ହେବା ସହିତ ବସଷ୍ଟାଣ୍ଡ ନିକଟ ପୋଖରୀର ହୁଡା ଭାଙ୍ଗିଯାଇଛି। ଫଳରେ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଯାଇଛି।!-->…
ରତ୍ନଭଣ୍ଡାର ଖୋଲିବା ପାଇଁ ଦାବି ତେଜୁଛି
ଶ୍ରୀମନ୍ଦିରର ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ଦାବି ତେଜୁଛି । ୧୦ ଦିନ ମଧ୍ୟରେ ରତ୍ନଭଣ୍ଡାର ନଖୋଲିଲେ ଶ୍ରୀମନ୍ଦିର ସାମ୍ନାରେ ଧାରଣାରେ ବସିବେ ଆବେଦନକାରୀ ଅଭିଷେକ ଦାସ । ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏନେଇ ସେ ଚିଠି ଲେଖିଛନ୍ତି । ପୂର୍ବରୁ ଅଭିଷେକ ଦାସ ପିଟିସନର ଭାବେ ହାଇକୋର୍ଟରେ!-->…
ପୁଣି କୋଟିଆରେ ଓଡ଼ିଶାର ବାଟ ଓଗାଳିଲା ଆନ୍ଧ୍ର
ପୁଣି କୋଟିଆରେ ଓଡ଼ିଶାର ବାଟ ଓଗାଳିଲା ଆନ୍ଧ୍ର । କୋଟିଆରେ ହେବାକୁ ଥିବା ଜଳବିଦ୍ୟୁତ ପ୍ରକଳ୍ପ ପାଇଁ କ୍ଷେତ୍ର ପରିଦର୍ଶନ ବେଳେ ଓଡ଼ିଶା ଟିମକୁ ଅଟକାଇଲେ ଆନ୍ଧ୍ରପ୍ରଦେଶ ସାଲୁରର ସିଆଇ । ଗତକାଲି ଘଟିଛି ଏହି ଘଟଣା । କୋଟିଆର ଯେଉଁ ସ୍ଥାନରେ ଆନ୍ଧ୍ର ୧୨୦୦ ମେଗାଓ୍ୱାଟର ଜଳ ବିଦ୍ୟୁତ!-->…
ଭଙ୍ଗା ହେବ ଡ୍ରଗ୍ସ ମାଫିଆ ଲେଡି ଡନ୍ ରଞ୍ଜୁର ଘର
ଭଙ୍ଗା ହେବ ଲେଡି ଡନ୍ ରଞ୍ଜୁର ଘର । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଖାଲି ଇସାରାକୁ ଅପେକ୍ଷା । ଘର ଭାଙ୍ଗିବ କମିଶନରେଟ୍ ପୋଲିସ । ଜୋନ୍ ୧ ଓ ଜୋନ୍ ୪ରେ ଥିବା ଡ୍ରଗ୍ସ ମାଫିଆଙ୍କ ଘର ଭଙ୍ଗାଯିବ । ଏ ନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି ।
ଖବର ଅନୁଯାୟୀ,!-->!-->!-->…
ରତ୍ନ ଭଣ୍ଡାର ମରାମତି ପ୍ରସଙ୍ଗ ପୁଣି ଚର୍ଚାରେ
ପୁରୀ: ରତ୍ନ ଭଣ୍ଡାର ମରାମତି ପ୍ରସଙ୍ଗକୁ ନେଇ ପୁଣି ଚର୍ଚା ଆରମ୍ଭ ହୋଇଛି । ପୁରୀରେ ପହଞ୍ଚିଛନ୍ତି ଆମିକସକ୍ୟୁରୀ ଏନ୍.କେ ମହାନ୍ତି । ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା କରିଛନ୍ତି । ଏହି ଆଲୋଚନା ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଶ୍ରୀମନ୍ଦିର ଯାଇ!-->…
ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା
ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ଭାବେ ପୂଜା ପାଉଛନ୍ତି । ହିନ୍ଦୁ ଧର୍ମ ଅନୁସାରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ ।
ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ!-->!-->!-->…
କୂଆଖାଇ ପଠାରେ ଏରୋବେଟିକ୍ ଟିମର ଆକାଶ ମାର୍ଗରେ ସାହାସିକ ପ୍ରଦର୍ଶନ
ଭୁବନେଶ୍ୱରରେ ସୂର୍ଯ୍ୟକିରଣ ଶୋ’ । ଆକାଶରେ ନିଜ ଶକ୍ତି ଓ ସାମର୍ଥ୍ୟ ଦେଖାଉଛନ୍ତି ବାୟୁବୀର । ଭୁବନେଶ୍ୱର କୁଆଖାଇ ପଠା ବାଲିଯାତ୍ରା ପଡ଼ିଆରେ ବାୟୁସନା ପକ୍ଷରୁ ହେଉଛି ଏହି ସୂର୍ଯ୍ୟ କିରଣ ଶୋ’ । କର୍ଣ୍ଣାଟକରୁ ଆସିଥିବା ୯ଟି ହକ୍ ବିମାନରେ ଚିତାକର୍ଷକ ଶୋ’ ପ୍ରଦର୍ଶନ କରାଯାଉଛି । ଲିଡ୍!-->…
ବିଜେପି ପ୍ରାଦେଶିକ ପ୍ରଶିକ୍ଷଣ ଶିବିରର ଆଜି ହେଉଛି ଶେଷଦିନ
ବିଜେପି ପ୍ରାଦେଶିକ ପ୍ରଶିକ୍ଷଣ ଶିବିରର ଆଜି ହେଉଛି ଶେଷଦିନ । ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ । ୨୦୨୪ ନିର୍ବାଚନରେ ଓଡ଼ିଶାରେ ବିଜେପି ସରକାର ହେବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ବିଜେପି ସାଧାରଣ ସମ୍ପାଦକ ରବି ନାୟକ ।!-->…