Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଡିଜେ ଆଜେକ୍ସଙ୍କର ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରୁ ସ୍ପଷ୍ଟ
ଭୁବନେଶ୍ୱର: ଆସିଲା ଡିଜେ ଆଜେକ୍ସଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ବେକରେ ରହିଛି ଦାଗ, ଅନ୍ୟ ସ୍ଥାନରେ ନାହିଁ ଚିହ୍ନ । ଲିଗାଚର ମାର୍କରୁ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଛି । ସେପଟେ ୧୭ ତାରିଖ ରାତିରେ…
ତିନିଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସେ ୨୨ ତାରିଖ ଅପରାହ୍ ୪ଟାରେ ମହାପ୍ରଭୁଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ପରେ ସେ ବଙ୍ଗାଳି ପର୍ଯ୍ୟଟକମାନଙ୍କ ପାଇଁ ନିର୍ମାଣ ହେବାକୁ ଥିବା ଅତିଥି ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।…
ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ସମ୍ଭାବନା
ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ପଶ୍ଚିମା ଝଡ଼ ପ୍ରଭାବ। ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ସମ୍ଭାବନା ରହିଛି । ଏଥିପାଇଁ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଢେଙ୍କାନାଳ,…
ରାଜ୍ୟରେ କମିଛି ମହିଳା ହିଂସା ଓ ଶିଶୁ ନିର୍ଯାତନା ହ୍ରାସ: ରାଜ୍ୟ ସରକାର
ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି । କମିଛି ମାଓବାଦୀ କାର୍ଯ୍ୟକଳାପ । ମହିଳା ହିଂସା ଓ ଶିଶୁ ନିର୍ଯାତନା ହ୍ରାସ ପାଇଛି । ରାଜ୍ୟ ସ୍ବରାଷ୍ଟ୍ର ବିଭାଗ ପକ୍ଷରୁ ପ୍ରକାଶିତ ଶ୍ବେତପତ୍ରରେ ସରକାର ଏହି ତଥ୍ୟ ରଖିଛନ୍ତି । ଆଜି ବିଧାନସଭାରେ ସ୍ବରାଷ୍ଟ୍ର…
ସୁଶାନ୍ତ ସିଂହଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ନେଇ ପୁଲିସ- ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି
ନବ ଦାସ ହତ୍ୟା ମାମଲାରେ ସୁଶାନ୍ତ ସିଂହଙ୍କୁ ତଦନ୍ତ ପରିସରଭୁକ୍ତ ଦାବି କରିବାକୁ ନେଇ ବିକ୍ଷୋଭ କରିଛନ୍ତି ଛାତ୍ର କଂଗ୍ରେସର ସଦସ୍ୟ।ବିଧାନସଭା ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ ବେଳେ ପୁଲିସ- ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ବିଧାନସଭା ଘେରାଉ ପାଇଁ ଯିବା…
ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗକୁ ନେଇ ସରକାରଙ୍କୁ ପ୍ରଶ୍ନ କଲେ ବିରୋଧୀ
ପ୍ରଶ୍ନକାଳରେ ଉଠିଲା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ । ମାଟ୍ରିକ ପରୀକ୍ଷା ସରିଥିଲେ ମଧ୍ୟ ଏଥର ଯେଭଁଭଳି ପ୍ରଶ୍ନ ପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି ତାକୁ ନେଇ ଗାଁ ଠୁ ସହର ଚର୍ଚା ଚାଲିଛି । ଏହାକୁ ନେଇ ବିଧାନସଭାରେ ମଧ୍ୟ ଉଠିଲା ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ । ଗୃହ…
ଓବିସିଙ୍କୁ ନ୍ୟାୟ ପ୍ରଦାନ ଦାବିନେଇ ପ୍ରଶ୍ନକଲା ବିଜେପି ଓବିସି ମୋର୍ଚ୍ଚା
ଭୁବନେଶ୍ବର : ଓବିସିଙ୍କୁ ନ୍ୟାୟ ମିଳୁନାହିଁ । ଓବିସିଙ୍କୁ ନ୍ୟାଯ୍ୟ ଅଧିକାର ପ୍ରଦାନ ଦାବିରେ ବିଜେପି ଓବିସି ମୋର୍ଚ୍ଚା ତରଫରୁ ସର୍ବଦା ଲଢ଼େଇ ଜାରି ରହିଛି ବୋଲି ବିଜେପି ପକ୍ଷରୁ କୁହାଯାଇଛି। ଏପ୍ରିଲ ୬ରେ ବିଜେପି ପ୍ରତିଷ୍ଠା ଦିବସରୁ ଏପ୍ରିଲ ୧୪ରେ ଆମ୍ବେଦକର ଜୟନ୍ତୀ ପର୍ଯ୍ୟନ୍ତ ୯…
ଓଡ଼ିଆମାନଙ୍କ ପଖାଳ ଦିବସକୁ ନେଇ ଚାରିଆଡେ ଖୁସି
ଭୁବନେଶ୍ବର : ପଖାଳ କହିଲେ ଓଡ଼ିଆଙ୍କ ଖାଦ୍ୟ କଥା ମନେପଡ଼େ । ପଖାଳକୁ ଖାଇବା ପାଇଁ କିଏ ବା ମନାକରେ । ଆଜି ପଖାଳ ଦିବସରେ ଅନେକ ସ୍ଥାନରେ ପଖାଳ ଦିବସ ପାଳିତ ହୋଇଯାଇଛି । ଗତ ଦଶ ବର୍ଷ ହେଲା ପଖାଳ ବିଶ୍ବ ମାନସପଟରେ ପହଞ୍ଚାଇବା ପାଇଁ ଓଡ଼ିଆମାନେ ପଖାଳ ଦିବସ ପାଳନ କରୁଛନ୍ତି। ତେବେ ଏହି ପଖାଳ…
ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି
ପୁରୀ : ଆଜି ସୋମବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହୋଇଛି । ତେଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି…
‘କ୍ରୀତଦାସ ପ୍ରଥା’କୁ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଦୋହରାଇବାକୁ ଚାହୁଁଛନ୍ତି କି:ବିଜେପି
ଭୁବନେଶ୍ବର : ବ୍ରିଟିସ ଶାସନ ସମୟର ଘୃଣ୍ୟପ୍ରଥା ଥିବା ‘କ୍ରୀତଦାସ ପ୍ରଥା’କୁ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଓରଫ ବବି ଦୋହରାଇ ପ୍ରଶାସନିକ ଅଧିକାରୀଙ୍କ କ୍ରୀତଦାସ ହେବାକୁ ଚାହୁଁଛନ୍ତି କି ବୋଲି ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ପ୍ରଶ୍ନ କରିଛନ୍ତି। ଆଜି ରାଜ୍ୟ କାର୍ଯ୍ୟାଳୟରେ…