Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଆରମ୍ଭ ହୋଇଛି ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା
ଗଞ୍ଜାମ: ଚଳଚଞ୍ଚଳ ରତ୍ନଗିରି ପାହାଡ଼ । ଆରମ୍ଭ ହୋଇଛି ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା । ଆଜି ଚୈତ୍ର ଯାତ୍ରାର ପ୍ରଥମ ମଙ୍ଗଳବାର । ଆଉ ଏଥିପାଇଁ ଆଜି ସକାଳୁ ସକାଳୁ ମାଙ୍କୁ ଦର୍ଶନ କରିବା ନିମନ୍ତେ ଭକ୍ତଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି । ଚୈତ୍ର…
ସରଗରମ ହେଉଛି ବିଧାନସଭାର ବଜେଟ ଅଧିବେଶନ
ଭୁବନେଶ୍ୱର: ଦିନ ଯେତିକି ଗଡ଼ୁଛି ସେତିକି ସରଗରମ ହେଉଛି ବିଧାନସଭାର ବଜେଟ ଅଧିବେଶନ । ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଭିନ୍ନ ଭିନ୍ନ ଆଭିମୁଖ୍ୟ ଗ୍ରହଣ କରୁଥିବାବେଳେ ସରକାର ଏପରି ସମ୍ବେଦନଶୀଳ ପ୍ରସଙ୍ଗରେ ନିଜ ସଞ୍ଜମତା ରକ୍ଷା କରିଆସୁଛନ୍ତି । ବଜେଟ…
୫-ଟି କ’ଣ? : ଜୟନାରାୟଣ
ଗତ କିଛି ଦିନ ଧରି ରାଜ୍ୟ ସରକାରଙ୍କୁ ଘେରିବାରେ ଲାଗିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ନବ ଦାସଙ୍କ ହତ୍ୟା ପରେ ସରକାରଙ୍କ ଆଭିମୁଖ୍ୟକୁ ନେଇ ତାଙ୍କର ବକ୍ତବ୍ୟ ରାଜ୍ୟ ସରକାରଙ୍କୁ ଅସୁବିଧାରେ ପକାଉଛି । ମୁଖ୍ୟମନ୍ତ୍ରୀ ଏବଂ ଫାଇଭ ଟି ସଚିବଙ୍କୁ ଏଥର ଟାର୍ଗେଟ କରିଛନ୍ତି…
ଓଡ଼ିଶାରେ ବନାଗ୍ନି ଦେଶରେ ସର୍ବାଧିକ
ରାଜ୍ୟରେ ହୁହୁ ହୋଇ ବଢ଼ୁଥିବା ଜଙ୍ଗଲ ନିଆଁ ନେଇ ଗଭୀର ଚିନ୍ତାବ୍ୟକ୍ତ କରି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ସାକ୍ଷାକ କରି ପତ୍ର ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଏହି ପତ୍ରରେ ରାଜ୍ୟରେ ବନାଗ୍ନି ସାରା ଦେଶରେ…
ଜଙ୍ଗଲ ନିଆଁ: ୧୭୪୬ଟି ସ୍ଥାନରେ ବନାଗ୍ନି
ଭୁବନେଶ୍ବର: ଜଙ୍ଗଲ ଜଳୁଛି । ହେଲେ ନିଘା କାହାର ନାହିଁ । କିଛି ଦିନ ଧରି ଏହି ଖବର ପ୍ରତିଦିନ ବାହାରୁଛି । କିନ୍ତୁ କିପରି ଲିଭାଯିବ ସେନେଇ କିଛି ଉତ୍ତର କାହା ପାଖରେ ନାହିଁ । କେଉଁଠି ୭ଦିନ ହେଲା ଜଙ୍ଗଲ ଜଳୁଛି ତ ଆଉ କେଉଁଠି ୪ଦିନ। ଶିମିଳିପାଳରୁ ଚନ୍ଦକା-ଡମପଡ଼ା ହେଉ ଅଥବା ସୁନାବେଡ଼ାରୁ…
ଗୋବିନ୍ଦ ସାହୁର ରହସ୍ୟଜନକ ମୃତ୍ୟୁର ସତ୍ୟ ଉନ୍ମୋଚନରେ ଓଡ଼ିଶା ପୋଲିସ ବିଫଳ
ମମିତା ମେହେର ହତ୍ୟା ମାମଲାରେ ସଂଶ୍ଲିଷ୍ଟ ଗୋବିନ୍ଦ ସାହୁର ରହସ୍ୟଜନକ ମୃତ୍ୟୁର ସତ୍ୟ ଉନ୍ମୋଚନରେ ଓଡ଼ିଶା ପୋଲିସ ବିଫଳ । ଏନେଇ ଗୃହରେ ମୁଲତବୀ ପ୍ରସ୍ତାବ ଆଣିଥିଲେ ବିରୋଧୀ । ଏ ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା । ଏହି ମାମଲାର…
ଭାଇରସ ସଂକ୍ରମଣ ଭିତରେ ପୁଣି ଲୋକଙ୍କୁ ଘାରିଛି କୋଭିଡ ଭୟ
ଭୁବନେଶ୍ବର: ଭାଇରସ ସଂକ୍ରମଣ ଭିତରେ ପୁଣି ଲୋକଙ୍କୁ ଘାରିଛି କୋଭିଡ ଭୟ। ରାଜ୍ୟରେ ଏଚ ୩ ଏନ ୨ ଭାଇରସ ଚିନ୍ତା ବଢ଼ାଇଥିବା ବେଳେ ଏନେଇ ଜନ ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ର୍ଖିଛନ୍ତି। ସେ କହିଛନ୍ତି, ସବୁ ଜିଲ୍ଲାର ସିଡିଏମଓ଼ ଏବଂ କ୍ୟାପିଟାଲ ହସ୍ପିଟାଲ…
ଅଲିଭରିଡଲେ କଇଁଛଙ୍କ ସମୂହ ଅଣ୍ଡାଦାନରେ ଉପକୂଳରେ ନିଆର ଅନୁଭବ
ରାଜନଗର : ବିରଳ ଅଲିଭରିଡଲେ କଇଁଛ ଏବେ ଉପକୂଳ ମୁହାଁ । କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ ତାରିଖ ଦିନ ୮୮ହଜାର, ୧୦ ତାରିଖରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭରିଡଲେ ଅଣ୍ଡାଦାନ କରିଛନ୍ତି। କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ…
ଆଜି ରାଜ୍ୟର ୮ ଜିଲ୍ଲାରେ ପଡ଼ିବ ପଶ୍ଚିମା ଝଡ଼ ପ୍ରଭାବ
ଭୁବନେଶ୍ୱର: ତାତି କମାଇଛି ପଶ୍ଚିମା ଝଡ଼ । ରାଜ୍ୟରେ ସ୍ବାଭାବିକଠୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି ତାପମାତ୍ରା । ଆଜି ରାଜ୍ୟର ୮ ଜିଲ୍ଲାରେ ପଡ଼ିବ ପଶ୍ଚିମା ଝଡ଼ ପ୍ରଭାବ । ଏଥିପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର,…
ସୁନ୍ଦରଗଡ଼ରେ ବିକାଶର ସମୀକ୍ଷା କଲେ 5T ସଚିବ ଭି.କେ ପାଣ୍ଡିଆନ
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଉନ୍ନୟନ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ସୁନ୍ଦରଗଡ଼ ଗସ୍ତର ଦ୍ଵିତୀୟ ଦିନରେ ଘୋଘରଠାରେ ଥିବା ଘୋଘରେଶ୍ଵର ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ପୂଜକ ଓ କର୍ମକର୍ତ୍ତାଙ୍କ ସହ ଆଲୋଚନା…