Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Odisha
All about all odisha state news updates
ମହିଳା ଏସ୍ଆଇ ସ୍ୱାଗତିକା ବେହେରା ମୃତ୍ୟୁ ଘଟଣା
କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଆଦର୍ଶ ଥାନା ମହିଳା ଏସ୍ଆଇ ସ୍ୱାଗତିକା ବେହେରାଙ୍କ ଝୁଲନ୍ତା ମୃତଦେହ ଗତ ଶନିବାର କ୍ୱାର୍ଟର୍ସରୁ ଠାବ ହୋଇଥିଲା । ସ୍ୱାଗତିକାଙ୍କୁ ଥାନା ଅଧିକାରୀ ରେବତୀ ଶବର ମାନସିକ ଚାପ, ଅସହ୍ୟ ଅତ୍ୟାଚାର କରିଥିବା ତାଙ୍କ ମାଆ ଉଷାରାଣୀ ବେହେରା ଅଭିଯୋଗ କରିଛନ୍ତି ।!-->…
ଭୁବନେଶ୍ୱର ‘ଦି କୌଟିଲ୍ୟ’ କଲେଜରେ ରାଗିଂ
ଭୁବନେଶ୍ୱର ପଟିଆ ଆଞ୍ଚଳରେ ଥିବା ‘ଦି କୌଟିଲ୍ୟ’ କଲେଜରେ ପଢ଼ୁଥିବା ଜଣେ ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ର ହଷ୍ଟେଲରୁ କେଉଁ ଆଡେ ନିଖୋଜ ହୋଇଯାଇଛନ୍ତି । ଛାତ୍ର ଜଣଙ୍କ ହେଲେ ହୃଦେଶ ପଣ୍ଡା । ଶୁକ୍ରାବର ରାତିରେ କଲେଜର ଚେୟାରମ୍ୟାନ ତାଙ୍କୁ ମାଡ଼ ମାରିଥିବା ସହିତ ରାଗିଂ କରାଯାଇଥିବା ନେଇ ସେ!-->…
ଭୁବନେଶ୍ବର, ରାଉରକେଲାରେ ହକି ପ୍ରୋ ଲିଗ୍
ଏଫ୍ଆଇଏଚ୍ ପ୍ରୋ ଲିଗ୍ ହକି ପ୍ରତିଯୋଗିତା ଭୁବନେଶ୍ବର ସହ ରାଉରକେଲାରେ ଖେଳାଯିବ। ଉଭୟ ଭେନ୍ୟୁରେ ପ୍ରୋ ଲିଗ୍ର ମୋଟ ୧୨ ମ୍ୟାଚ୍ ଆୟୋଜିତ ହେବ।
ଜାନୁଆରି, ୨୦୨୩ରେ ଖେଳାଯିବାକୁ ଥିବା ପୁରୁଷ ହକି ବିଶ୍ବକପ୍ ପାଇଁ ପ୍ରସ୍ତୁତି ପର୍ବ ସ୍ବରୂପ ଏଭଳି ନିଷ୍ପତ୍ତି ନିଆଯାଇଥିବା!-->!-->!-->…
ବାବୁସାନଙ୍କ ପତ୍ନୀ ଓ ଶ୍ବଶୂରଙ୍କ ନାମରେ ୫ କୋଟି ଟଙ୍କାର ମାନହାନୀ ମକଦ୍ଦମା କଲେ ପ୍ରକୃତି
ଭୁବନେଶ୍ୱର: ଅଭିନେତ୍ରୀ ପ୍ରକୃତି ମିଶ୍ର ନିଜର ସମ୍ମାନହାନି ହୋଇଥିବା ଦର୍ଶାଇ କୋର୍ଟରେ ମାନହାନୀ ମକଦ୍ଦମା କରିଛନ୍ତି । ନିଜ ବନ୍ଧୁ ତଥା ଅଭିନେତା ବାବୁଶାନ ମହାନ୍ତିଙ୍କ ପତ୍ନୀ ତୃପ୍ତି ଓ ତାଙ୍କ ଶ୍ୱଶୁର ଲଳିତ ଶତପଥୀଙ୍କ ନାଁରେ ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମାମଲା ଦାୟର!-->…
ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି ପ୍ରସଙ୍ଗକୁ ନେଇ ଶୁଣାଣି
ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଓ ମରାମତି ସଂପର୍କିତ ମାମଲାର ଶୁଣାଣି କରିଛନ୍ତି ହାଇକୋର୍ଟ । ସାନି ସ୍ଥିତି ସଂପର୍କରେ ଅବଗତ କରିବାକୁ ଆମିକସକ୍ୟୁରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ସ୍ଥିତି ଅନୁଧ୍ୟାନ ଓ ଜଷ୍ଟିସ ଚିତ୍ତରଂଜନ!-->…
ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ କମଳା ପୂଜାରୀ ଗୁରୁତର
ପଦ୍ମଶ୍ରୀ କମଳା ପୁଜାରୀଙ୍କ ସ୍ବାସ୍ଥ୍ୟ ଖରାପ ହେବାରେ ଲାଗିଛି । ତାଙ୍କୁ କଟକ ବଡ଼ ମେଡ଼ିକାଲରେ ଚିକିତ୍ସା କରାଯାଉଛି । ଗତ କିଛିଦିନ ପୂର୍ବେ କମଳା ପୂଜାରୀଙ୍କୁ ଜ୍ଵର ଝାଡା ହେବା ସହିତ ଦୁର୍ବଳ ଅନୁଭବ ହେବାରୁ ତାଙ୍କୁ ଡାକ୍ତର ଖାନରେ ଭର୍ତି କରାଯାଇଥିଲା। ତେବେ ଚିକିତ୍ସା ପରେ ତାଙ୍କ!-->…
ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା ଫର୍ମପୂରଣ ଅବଧି ବଢ଼ିଲା
ବନ୍ୟା ପ୍ରଭାବିତ ଅଞ୍ଚଳରେ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ ଓ ସମେଟିଭ୍ ଆସେସମେଣ୍ଟ-୧ (ଏସ୍ଏ-୧) ପରୀକ୍ଷା ଲାଗି ଫର୍ମ ପୂରଣ ବାଧାପ୍ରାପ୍ତ ହୋଇଛି । ଲକ୍ଷାଧିକ ଛାତ୍ରଛାତ୍ରୀ ଅନ୍ଲାଇନ୍ରେ ପଞ୍ଜିକରଣ ଓ ଫର୍ମପୂରଣ କରିପାରିନଥିବାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ!-->…
ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲାରେ ପୁରୁଷ ବନ୍ଧୁଙ୍କୁ ଜେରା
ସଫ୍ଟୱେର ଇଂଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତ ମହାପାତ୍ରଙ୍କୁ ମୃତ୍ୟୁ ପୂର୍ବରୁ ୧୫ କଲ୍ କରିଥିଲେ। କିନ୍ତୁ ତାଙ୍କ ଫୋଲ ଉଠାଇନଥିଲେ ତାଙ୍କ ପୁରୁଷ ବନ୍ଧୁ । ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ଶ୍ୱେତା ସୌମ୍ୟଜିତ୍ଙ୍କୁ ୧୫ ଥର କଲ୍!-->…
କ୍ୟାପିଟାଲ ହସ୍ପିଟାଲରେ ଛୁଟୁଛି ରୋଗୀଙ୍କ ସୁଅ
କ୍ୟାପିଟାଲ ହସ୍ପିଟାଲରେ ବନ୍ୟାର ପ୍ରଭାବ ପଡିଛି। ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ପଞ୍ଜିକରଣ କେନ୍ଦ୍ରରେ ଟୋକେନ ସଂଗ୍ରହ ପାଇଁ ୩ ଘଣ୍ଟା ଧାଡ଼ିରେ ଛିଡା ହେବାକୁ ପଡ଼ୁଛି। ଡାକ୍ତରଙ୍କୁ ଦେଖାଇବା ପାଇଁ ବି ଲମ୍ବା ଧାଡ଼ି ଲାଗିଛି। ଏହାକୁ ନେଇ ରୋଗୀ ଓ!-->…
ନୂଆ ବିଏମସି କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟ ତଦାରଖ କଲେ ୫ଟି ସଚିବ ଭି କେ ପାଣ୍ଡିଆନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଆଜି ସତ୍ୟନଗରରେ ନିର୍ମାଣାଧୀନ ବିଏମସିର ନୂଆ ବିଲଡିଂ ଏବଂ ଓ ହବ ପରିଦର୍ଶନ କରି ଅଗ୍ରଗତିର ସମୀକ୍ଷା କରିଛନ୍ତି। ନୂତନ ବିକାଶ କେନ୍ଦ୍ରଗୁଡ଼ିକ କାର୍ଯ୍ୟକ୍ଷମ ହେବା ପାଇଁ ଆବଶ୍ୟକ କାର୍ଯ୍ୟର ଠିକ୍ ସମୟରେ!-->…