Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା
ଓଡିଶା ଆସିବେ ବିଜେପି ଚାଣକ୍ୟ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଶାହା । ଏନେଇ ଶନିବାର ସୂଚନା ଦେଇଛନ୍ତି ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ।ଲେଖାଶ୍ରୀଙ୍କ ସୂଚନା ମୁତାବକ, ମାର୍ଚ୍ଚ…
ପୁରୀ ଗସ୍ତରେ ଫାଇଭ-ଟି ସଚିବ
ପୁରୀ: ପୁରୀ ଗସ୍ତରେ ଫାଇଭ-ଟି ସଚିବ । ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି। ପାଖାପାଖି ୪୦ ମିନିଟ ପର୍ଯ୍ୟନ୍ତ ସେ ଶ୍ରୀମନ୍ଦିର ଭିତରେ ରହିଥିଲେ । ଏହି ସମୟରେ ସେ…
ଆଜିଠୁ ମାଟ୍ରିକ୍ ପରୀକ୍ଷା
ଦଶମ ଶ୍ରେଣୀ ହାଇସ୍କୁଲ ପରୀକ୍ଷା, ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ-୨) ପରୀକ୍ଷା ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ସକାଳ…
ଓଡ଼ିଶାକୁ ମିଳିବ ବିପର୍ଯ୍ୟୟ ପରିଚାଳନା ପୁରସ୍କାର
ପ୍ରଧାନମନ୍ତ୍ରୀ ଆଜି ଓଡ଼ିଶାକୁ ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର ପ୍ରଦାନ କରିବେ। ଦିଲ୍ଲୀ ବିଜ୍ଞାନ ଭବନରେ ଏହି ପୁରସ୍କାର ପ୍ରଦାନ କରାଯିବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଗତ ଜାନୁଆରି ୨୩ରେ କେନ୍ଦ୍ର ସରକାର ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ…
ପଶ୍ଚିମା ଝଡ଼ ପ୍ରଭାବରେ ୬ ଜିଲ୍ଲାରେ ଝଡ଼ବର୍ଷା
ପଶ୍ଚିମା ଝଡ଼ ପ୍ରଭାବରେ ୬ ଜିଲ୍ଲାରେ ଝଡ଼ବର୍ଷା । ଝଡ଼ ପ୍ରଭାବରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି। ଆଜି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ…
କ୍ରାଇମବ୍ରାଞ୍ଚକୁ ନେଇ ପ୍ରଶ୍ନ ଉଠାଇଲେ ବିଜୟ ମହାପାତ୍ର
୪୦ ଦିନରେ ନବ ଦାସ ହତ୍ୟାକାଣ୍ଡ । ଏହା ପରେ ବି କ୍ରାଇମବ୍ରାଞ୍ଚ ପାଖରେ କୌଣସି ସୁରାକ ନାହିଁ । ଏତେ ବଡ଼ ହତ୍ୟାକାଣ୍ଡ ପ୍ରମାଣ ହେଲା ଏହାକୁ ଗୁରୁତର ସହ ନେବାକୁ ଚାହାଁନ୍ତି ନାହିଁ ସରକାର ଓ କ୍ରାଇମବ୍ରାଞ୍ଚ । ହତ୍ୟା ଓ କେସକୁ ଚପେଇବା ପାଇଁ ଷଡଯନ୍ତ୍ର କରାଯାଇଛି । ତଦନ୍ତର ପରିସୀମା ଗୋପାଳ…
କାଲି ଆରମ୍ଭ ହେବ ମାଟ୍ରିକ ପରୀକ୍ଷା
କାଲିଠୁ ମାଟ୍ରିକ ପରୀକ୍ଷା । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା । ୩ ହଜାର ୨୧୮ କେନ୍ଦ୍ରରେ ୫ଲକ୍ଷ ୪୧ ହଜାର ୨୪୭ ଶିକ୍ଷାର୍ଥୀ ଦେବେ ପରୀକ୍ଷା । ପ୍ରଥମ ଦିନରେ ଘଣ୍ଟାଏ ଆଗରୁ ସେଣ୍ଟରରେ ପହଞ୍ଚିବେ ଛାତ୍ରଛାତ୍ରୀ । ମୋଟ ୩୧୬ ନୋଡ଼ାଲ ସେଣ୍ଟରରେ ପହଞ୍ଚି ସାରିଛି ପ୍ରଶ୍ନପତ୍ର । ଏନେଇ ବୋର୍ଡ…
ପୁରୀ ସମ୍ରାଟ ମାର୍କେଟ କମ୍ପ୍ଲେକ୍ସ ନିଆଁ ଲିଭୁନି
ପୁରୀ: ଲକ୍ଷ୍ମୀବଜାରରେ ଥିବା ସମ୍ରାଟ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁକୁ ଆୟତ୍ତ କରିବାକୁ ଆଉ କିଛି ସମୟ ଲାଗିବ ବୋଲି ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ନିଆଁକୁ ଆୟତ୍ତ କରାଯିବ। ୧୬୦ ଜଣ ଅଗ୍ନିଶମ କର୍ମଚାରୀ ନିଆଁଲିଭା କାମରେ…
ପୂର୍ବତଟ ରେଳପଥ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ 2023 ପାଳନ
ଆଜି ରେଳ ଅଡିଟୋରିୟମ ଠାରେ ପୂର୍ବତଟ ରେଳପଥ ଏବଂ ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ) ର ମିଳିତ ସହଯୋଗରେ ଆନ୍ତର୍ଜାତୀୟ ମହିଳା ଦିବସ 2023 ପାଳନ କରାଯାଇଥିଲା |
ଏହି ଅବସରରେ ଯୋଗଦାନ କରି ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ରେଳବାଇ ମହିଳାମାନଙ୍କୁ…
ଯାତ୍ରା ମଞ୍ଚରେ ଦ୍ୱିଅର୍ଥବୋଧକ ସଂଳାପ କହିପାରିବେନି କଳାକାର
ଯାତ୍ରା ମଞ୍ଚରେ ଆଉ ପରିବେଷଣ ହେବ ନାହିଁ ଅଶ୍ଳୀଳ ନୃତ୍ୟ । ଦ୍ୱିଅର୍ଥବୋଧକ ସଂଳାପ କହିପାରିବେନି କଳାକାର । ମେଲୋଡି କିମ୍ବା ନାଟକ ପରିବେଷଣ ସମୟରେ କଳାକାର ଓଡ଼ିଶାର ଗୌରବମୟ ସଂସ୍କୃତିକୁ ସମ୍ମାନ ଜଣାଇବେ ।ଯାତ୍ରାରେ ବଢୁଥିବା ଅଶ୍ଳୀଳତାକୁ ଦୃଷ୍ଟିରେ ରଖି ଏପରି କଟକଣା ଲଗାଇଛନ୍ତି ରାଜ୍ୟ…