Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Odisha
All about all odisha state news updates
ବୃଦ୍ଧି ପାଉଛି ଜଳସ୍ତର
ସୁବର୍ଣ୍ଣରେଖା ନଦୀରେ ବଡ ବନ୍ୟା ଆଶଙ୍କା ଦେଖା ଦେଇଛି। ଏ ନେଇ ଟ୍ବିଟ୍ କରି ଏସଆରସି ସୂଚନା ଦେଇଛନ୍ତି। ରାତି ୮ଟା ସୁଦ୍ଧା ଝାଡ଼ଖଣ୍ଡ ଗାଲୁଡିହ ବ୍ୟାରେଜର ୧୪ଟି ଟି ଗେଟ୍ ଖୋଲାଯାଇଛି। ଫଳରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବ । ବନ୍ୟାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଓ ବାଲେଶ୍ବର!-->…
ଚାଷ କ୍ଷୟକ୍ଷତି ରିପୋର୍ଟ ଦାଖଲ କରିବାକୁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଦ୍ୱାରା ଜାରି ମାର୍ଗଦର୍ଶିକା ଅନୁସାରେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଫସଲ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାକୁ କୃଷିମନ୍ତ୍ରୀ ନିର୍ଦେଶ ଦେଇଛନ୍ତି । ଚଳିତ ମାସ ୨୭ ତାରିଖ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦାଖଲ କରିବା ପାଇଁ!-->…
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ରେ ଜଣେ ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ଭଡା ଘରେ ରହୁଥିଲେ । ଯୁବତୀଙ୍କ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ପୁଲିସ। ଯୁବତୀଙ୍କ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି।!-->…
ତ୍ରୁଟି ପାଇଁ ପୁଣି ଘୁଞ୍ଚିଲା ପୁଲିସ ସବ ଇନ୍ସପେକ୍ଟର ପରୀକ୍ଷା
ଭୁବନେଶ୍ବର: ତ୍ରୁଟି ପାଇଁ ପୁଣି ଘୁଞ୍ଚିଲା ପୁଲିସ ସବ ଇନ୍ସପେକ୍ଟର ପରୀକ୍ଷା । ବୈଷୟିକ ତ୍ରୁଟି ପାଇଁ ପୁଣି ଘୁଞ୍ଚିଲା ପୁଲିସ ସବ ଇନ୍ସପେକ୍ଟର ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ଅଧ୍ୟକ୍ଷ ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ପୁଲିସ ସବ ଇନ୍ସପେକ୍ଟର!-->…
ଏଏସଓ ପରୀକ୍ଷା ଅଗଷ୍ଟ ୨୭ ତାରିଖରେ ହେବ
ଅଗଷ୍ଟ ୨୧ରେ ହେବାକୁ ଥିବା ଏଏସଓ ପରୀକ୍ଷା ଆସନ୍ତା ୨୭ ତାରିଖରେ ହେବ ବୋଲି ଜଣାଯାଇଛି। ତେବେ ଜିଲ୍ଲାପାଳମାନଙ୍କ ସହ ଆଲୋଚନା ପରେ ଏଏସଓ ପରୀକ୍ଷା ଆସନ୍ତା ୨୭ ତାରିଖରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବବତ ପରୀକ୍ଷା ୩ଟି ସିଟିଂରେ ହେବ। ସକାଳ ୯ରୁ ଅପରାହ୍ନ ୪.୩୦ ଯାଏଁ ପରୀକ୍ଷା!-->…
ବନ୍ଦ ହେଲା ହୀରାକୁଦର ଆଉ ୬ଟି ଗେଟ
ହୀରାକୁଦର ଗେଟ ବନ୍ଦ ହେବାରେ ଲାଗିଛି । ଉପରମୁଣ୍ଡରେ ବର୍ଷା କମିଥିବାରୁ ଗେଟ ବନ୍ଦ କରାଯାଉଛି । ସେପଟେ ଗେଟ ବନ୍ଦ ହେବା ପରେ ତଳମୁଣ୍ଡରେ ବର୍ତ୍ତମାନ ବନ୍ୟା ସ୍ଥିତି ଟିକିଏ ସୁଧୁରିବାରେ ଲାଗିଲାଣି । ଲଗାଣ ବର୍ଷା ପରେ ସବୁ ଆଡେ ଜଳମଗ୍ନ ଥିବା ବେଳେ କିପରି ଲୋକମାନଙ୍କ ପାଖରେ ସହାୟତା!-->…
ଦେଶର ଶ୍ରେଷ୍ଠ ପାଂଚ ବାହ୍ୟ ମଳମୁକ୍ତ ଗ୍ରାମ ରହିଥିବା ରାଜ୍ୟ ଭିତରେ ଓଡିଶା
ଭାରତ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ସ୍ୱଚ୍ଛ ଭାରତ ମିଶନ - ଗ୍ରାମୀଣ (ଏସ୍ବିଏମ୍ - ଜି) ଆଜି ଆଉ ଏକ ମାଇଲ୍ଖୁଂଟ ସ୍ଥାପନ କରିଛି । ୧୦୧୪୬୨ ଟି ଗ୍ରାମ ନିଜକୁ ବାହ୍ୟ ମଳମୁକ୍ତ (ଓଡିଏଫ୍ ପ୍ଲସ୍) ଗ୍ରାମ ଭାବେ ଘୋଷିତ କରିଛନ୍ତି । ଏହି ଗ୍ରାମ ଗୁଡିକ ନିଜର ଅଧିକ ବାହ୍ୟ ମଳମୁକ୍ତ!-->…
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଅମିତ ରୋହିଦାସ ସମ୍ମାନିତ
ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବ ଆଜି ମୁଖ୍ୟାଳୟ ରେଳସଦନ ଠାରେ ଏହାର ବରିଷ୍ଠ କ୍ରୀଡ଼ା ଅଧିକାରୀ ତଥା ଭାରତୀୟ ପୁରୁଷ ହକି ଦଳର ଡିଫେଣ୍ଡର ଅମିତ ରୋହିଦାସଙ୍କୁ ରେଳପଥ କ୍ରୀଡା ସଂଗଠନର (ଇକୋର) ସଭାପତି ପୋଦ୍ଦାର, ସାଧାରଣ ସମ୍ପାଦକ ଅଶୋକ କୁମାର ମିଶ୍ର ଏବଂ!-->…
ଆସୁଛି ବର୍ଷା: ଅବପାତର ରୂପ ନେଲା ଲଘୁଚାପ
ଆସୁଛି ପୁଣି ବର୍ଷା, ସଂଧ୍ୟା ସୁଦ୍ଧା ପୁଣି ଲଘୁଚାପ ବର୍ଷା ଓଡ଼ିଶାରେ ହେବ । ଆଇଏମଡି ଡିଜି ଏନେଇ ସୂଚନା ଦେଇଛନ୍ତି । ସଂଧ୍ୟାରେ ବାଲେଶ୍ୱର ଦେଇ ଗତି କରିବ ବର୍ଷା । ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶ ଦେଇ ଯିବ ଅବପାତ । ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ!-->…
ପୁଣି ଲଘୁଚାପ , ପୁଣି ବର୍ଷା: ସତର୍କ ରହିବା ଜରୁରୀ
ପୁଣି ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି ।
https://twitter.com/mcbbsr/status/1560193970063298560?s=20&t=-tX220El3hzL65Wid8vXZg
4 ଦିନ ବର୍ଷା ବନ୍ଦ ହେବା ପରେ ପୁଣି ବର୍ଷା ହୋଇଥିବାରୁ ଲୋକେ!-->!-->!-->!-->!-->…