Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲମତାପୁଟ ଏସିଏଫ୍ ସୁରଜିତ ସାହୁ
କୋରାପୁଟ: ଭିଜିଲାନ୍ସ ଜାଲରେ ଏସିଏଫ୍ । ବିପୁଳ ପରିମାଣର ଟଙ୍କା ନେଇ ଯାଉଥିବା ବେଳେ ଲମତାପୁଟ ବନାଞ୍ଚଳ ଅଧିକାରୀ ସୁରଜିତ କୁମାର ସାହୁ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । କୋରାପୁଟ ଭିଜିଲାନସ୍ ଡିଭିଜନ ଟିମ୍ ଗତକାଲି ବିପୁଳ ପରିମାଣର ଟଙ୍କା ସହ ଧରିଛି । ସୁରଜିତ ଗତକାଲି ବନାଞ୍ଚଳ…
ଆଜି ପବିତ୍ର ଦୋଳ ପୂର୍ଣ୍ଣିମା
ଭୁବନେଶ୍ୱର: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଉତ୍ସବମୁଖର ହୋଇଛି ଗାଁଠୁ ସହର । ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ପରେ ମଙ୍ଗଳ ଆଳତି, ସୂର୍ଯ୍ୟପୂଜା ଓ…
ଖୋର୍ଦ୍ଧା ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି
ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ଗାଁରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୂଷଣ୍ଡପୁର ଗାଁର ଦୋଳଗୋବିନ୍ଦ ବେହେରାଙ୍କ ମୃତ୍ୟୁ ହୋଇଛି।…
ଧର୍ମେନ୍ଦ୍ରଙ୍କୁ ଜବାବ ଦେଲେ ପ୍ରଣବ
ଗତ କିଛି ଦିନ ଧରି ବିଜେପି ଓ ବିଜେଡି ମଧ୍ୟରେ ଟକ୍କର ଚାଲିଛି । ନବ ଦାସଙ୍କ ହତ୍ୟା ପରେ ବିଜେଡିକୁ କଂଗ୍ରେସ ଓ ବିଜେପି ଟାର୍ଗେଟ କରୁଛନ୍ତି । ତେବେ ବିଜେପିର ଆନ୍ଦୋଳନରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିନ୍ଦା କରିଛନ୍ତି । ସେ…
ବାଣ ବିସ୍ଫୋରଣ: 5 ମୃତ,
ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୁଷଣ୍ଡପୁରରେ ବାଣ ବିସ୍ଫୋରଣ ଘଟି 5ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ, 3 ଗୁରୁତର ଥିବା ଜଣାଯାଇଛି। ଗୁରୁତରମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମାଲିକ ହଟ ବେହେରାଙ୍କ ପାଇଁ ମୃତାହତମାନେ ବାଣ ପ୍ରସ୍ତୁତ…
ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
ପଶ୍ଚିମା ଝଡ଼ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ସମ୍ଭାବନା ରହିଛି। ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା,…
ଆସନ୍ତା ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ହେବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ। …
ଓଡ଼ିଶା ୱିମେନ୍ ଇନ୍ ମିଡିଆର ଶୁଭାରମ୍ଭ
ଓଡ଼ିଶାର ଗଣମାଧ୍ୟମ କ୍ଷେତ୍ର ସହ ଜଡ଼ିତ କାର୍ଯ୍ୟରତ ମହିଳାମାନଙ୍କୁ ନେଇ ଗଠିତ ସଂଗଠନ ‘ଓଡ଼ିଶା ୱିମେନ୍ ଇନ୍ ମିଡିଆ (ଓଡବ୍ଲୁଏମ୍)’ର ଶୁଭାରମ୍ଭ ହୋଇଛି। ଓଡ଼ିଶାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ଫୋରମ୍କୁ ବିଏମ୍ସି ମେୟର ସୁଲୋଚନା ଦାସ ଓ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ମିନତି…
ଆସିଲା ବୁର୍ଲା ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କ ପୋଷ୍ଟମର୍ଟମ ରିପୋର୍ଟ
ବୁର୍ଲା ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ଭିମସାର୍ ପକ୍ଷରୁ ପୁଲିସକୁ ହସ୍ତାନ୍ତର କରାଯାଇଥିବା ପୋଷ୍ଟମର୍ଟମ ରିପୋର୍ଟରେ ଏହା ଉଲ୍ଲେଖ ରହିଛି। ତେବେ ଏହା ଆତ୍ମହତ୍ୟା ନା ହତ୍ୟା, ସେ ନେଇ ତଦନ୍ତ ଜାରି ରହିଛି ବୋଲି଼ ସୂଚନା ଦେଇଛନ୍ତି ସମ୍ବଲପୁର…
ଦଳୀୟ ଶୀର୍ଷ ନେତୃତ୍ୱକୁ ସିଧା ବାଣ ମାରିଛନ୍ତି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ
ଆଉ ତେରେଛା ନୁହେଁ, ଏଥର ସିଧା ବାଣ ମାରିଛନ୍ତି ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଗତକାଲି ପାରାଦୀପରେ ଆୟୋଜିତ ବିଜୁ ଜନ୍ମୋତ୍ସବ ଅବସରରେ ଯୋଗ ଦେଇ ଦଳୀୟ ଶୀର୍ଷ ନେତୃତ୍ୱକୁ ସିଧା ସମାଲୋଚନା କରିବାକୁ ପଛାଇ ନାହାନ୍ତି ସୌମ୍ୟ। କହିଛନ୍ତି, ବିଜୁ ବାବୁ ୭ ବର୍ଷରୁ ଅଧିକ ସମୟ କ୍ଷମତାରେ…