Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ଓଡ଼ିଶା ଆସୁଛନ୍ତି ମୋଦୀ-ଶାହ-ନଡ୍ଡା!
ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଚଳିତ ବର୍ଷ ୯ଟି ରାଜ୍ୟରେ ବିଧାନସଭା ନିର୍ବାଚନରେ କେନ୍ଦ୍ରରେ କ୍ଷମତାସୀନ ଥିବା ବିଜେପି ନିଜର ଶକ୍ତି ପରୀକ୍ଷା କରିବ । ତେବେ ଏହା ମଧ୍ୟରେ ଗତକାଲି ୩ଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ତ୍ରିପୁରା ଓ ନାଗାଲାଣ୍ଡରେ…
ପୋଲିସ ଆକ୍ରମଣ ପ୍ରସଙ୍ଗରେ ବିଭିନ୍ନ ଥାନାରେ ବିଜେପିର ଏତଲା
ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଉଠିଥିବା ବିବାଦ ଏବେ ନୂଆ ମୋଡ ନେଇଛି । ଲୋୟର ପିଏମଜିରେ ବିଜେପିର ଆନ୍ଦୋଳନବେଳେ ହୋଇଥିବା ଖଣ୍ଡଯୁଦ୍ଧରେ ପୁଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିରୋଧର ଦଳ ଦେଇଥିବା ଏତଲା ପୁଲିସ ଗ୍ରହଣ କରିନଥିବା ଅଭିଯୋଗ ହୋଇଛି । ଏହାର…
ରନ୍ଧନ ଗ୍ୟାସ ଦରବୃଦ୍ଧିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି
ରନ୍ଧନ ଗ୍ୟାସ ଦରବୃଦ୍ଧିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି । ବାରମ୍ବାର ରୋଷେଇ ଗ୍ୟାସ ଦର ବୃଦ୍ଧି କରି କେନ୍ଦ୍ର ସରକାର ରୋଷେଇ ଶାଳ ଉପରେ ମାଡ କରିଛନ୍ତି । ଜନ ଅସନ୍ତୋଷକୁ ନେଇ ରାଜଭବନ ଆଗରେ ଚୁଲି ଜାଳି ବିଜୁ ମହିଳା ଜନତା ଦଳ ବିକ୍ଷୋଭ ପ୍ରଦର୍ଶନ କରୁଛି । ରାଜଭବନ ଆଗରେ ବିରୋଧ…
ବାରିପଦା ଜଗନ୍ନାଥ ମନ୍ଦିର କାର୍ଯ୍ୟ ବୁଲି ଦେଖିଲେ 5T ସଚିବ ଭି କେ ପାଣ୍ଡିଆନ
ବାରିପଦାରେ ୫-ଟି ସଚିବ ଭିକେ ପାଣ୍ଡିଆନ୍ । ଆଜି ଶୁକ୍ରବାର ମୟୂରଭଞ୍ଜ ଗସ୍ତର ଦ୍ୱିତୀୟ ଦିନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ସେହିଭଳି ବାରିପଦାରେ ପହଞ୍ଚି ଶ୍ରୀହରି ବଳଦେବଜିଉଙ୍କ ଦର୍ଶନ କରିବା ସହିତ ୫-ଟି ସଚିବ ପୂଜାର୍ଚ୍ଚନା କରିଛନ୍ତି ।ମହୁଲଡିହାସ୍ଥିତ ବଡବନ୍ଧ…
ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
ଦୁର୍ଦ୍ଦାନ୍ତ ଅପରାଧୀକୁ ପୁଲିସର ଏନକାଉଣ୍ଟର କରିଛି। ଆଜି ଦୁର୍ଦ୍ଦାନ୍ତ ଅପରାଧୀ ଶଙ୍କର ଓରଫ ଦୀପକ ନାୟକକୁ ପୁଲିସ ଏନକାଉଣ୍ଟର କରିଥିବା ସୂଚନା ମିଳିଛି। ବିଡ଼ାନାସୀ ଭୁଆଶୁଣୀ ପଠାରେ ସ୍ପେଶାଲ ସ୍କ୍ବାଡ ଦୁର୍ଦ୍ଦାନ୍ତ ଅପରାଧୀ ଶଙ୍କର ଓରଫ ଦୀପକ ନାୟକକୁ ପୁଲିସ ଏନକାଉଣ୍ଟର କରିଛି। ଶଙ୍କର…
ତିନିଗୁଣା ଗ୍ୟାସ୍ ଦର, ବିଜେପି ଚୁପ୍ କାହିଁକି?
ରୋଷେଇ ଗ୍ୟାସ୍ ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ହୋଇଛି। ଗ୍ୟାସ ଦର ବୃଦ୍ଧିକୁ ନେଇ କେନ୍ଦ୍ରର ମୋଦି ସରକାରଙ୍କୁ ଟାର୍ଗେଟ କଲା ଶାସକ ବିଜୁ ଜନତା ଦଳ। ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାବାସୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ବିଜେଡି ଲଢେଇ କରୁଛି ଓ ଆଗକୁ କରିବ…
ରାଜ୍ୟର ସବୁ ଥାନାରେ ଏତଲା ଦେବ ବିଜେପି
ନବ ଦାସ ତଦନ୍ତକୁ ନେଇ ବିଜେପି ରାଜରାସ୍ତାକୁ ଓହ୍ଲାଇଥିବା ବେଳେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିରୁଦ୍ଧରେ ବିଜେପି ପକ୍ଷରୁ ରଣହୁଙ୍କାର ଦିଆଯାଇଛି। ଆସନ୍ତାକାଲି ରାଜ୍ୟର ସମସ୍ତ ପୁଲିସ ଥାନାରେ ପୁଲିସ ଡିଜି, ପୁଲିସ କମିଶନର ଏବଂ ଭୁବନେଶ୍ୱର ଡିସିପିଙ୍କ ବିରୁଦ୍ଧରେ ଏତଲା ଦିଆଯିବ…
ରାଜ୍ୟରେ ଓବିସି ଗଣନା ଖୁବ୍ ଶୀଘ୍ର ହେବ
ଭୁବନେଶ୍ୱର : ରାଜ୍ୟରେ ଓବିସି ଗଣନା ଖୁବ୍ ଶୀଘ୍ର ହେବ। ଆପାତତଃ ଏପ୍ରିଲ୍-ମେ’ ମାସରେ ଏହି ଗଣନା କାର୍ଯ୍ୟ ଆରମ୍ଭ ହେବ। ଜୁଲାଇ ମାସ ସୁଦ୍ଧା ଏହି ପ୍ରକ୍ରିୟା ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏଥି ପାଇଁ ଓବିସି କମିସନ୍ଙ୍କ ସଦସ୍ୟ ସଚିବ ଭି ଭି ଯାଦବ ସବୁ ଜିଲ୍ଲାପାଳ ଓ ମହାନଗର…
ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବି କଲେ ବାଚସ୍ପତି
ଆଜି ବିଧାନସଭା ଆରମ୍ଭରୁ ଗୃହରେ ଉଠିଥିଲା ଲୋୟର ପିଏମଜି ଖଣ୍ଡଯୁଦ୍ଧ ପ୍ରସଙ୍ଗ ।ଚାଲିପାରିଲାନି ପ୍ରଶ୍ନକାଳ, ଗୃହ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା । ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବି କଲେ ବାଚସ୍ପତି । ବିରୋଧୀ ବିଜେପି ଏହି ପ୍ରସଙ୍ଗ ଉଠାଇବା ସହ ଲୋୟର ପିଏମଜିରେ ବିଜେପି କର୍ମୀଙ୍କ ଉପରେ…
ଆଜିଠୁ ଯୁକ୍ତଦୁଇ ପରୀକ୍ଷା
ଭୁବନେଶ୍ବର: ଆଜିଠୁ ଯୁକ୍ତଦୁଇ ପରୀକ୍ଷା । ଆଜି ପ୍ରଥମ ଦିନରେ ବିଜ୍ଞାନ ବିଭାଗର ପରୀକ୍ଷା ଥିବାବେଳେ କାଲି କଳା ଓ ବାଣିଜ୍ୟ ଓ ୩ ତାରିଖରୁ ଧନ୍ଦାମୂଳକ ପରୀକ୍ଷା ହେବ । ସକାଳ ୧୦ଟାରୁ ଅପରାହ୍ନ ଗୋଟାଏ ଯାଏ ଦିନକୁ ଗୋଟିଏ ଲେଖାଏ ସିଟିଂରେ ପରୀକ୍ଷା ହେବ । ଅଧଘଣ୍ଟା ଆଗରୁ ସେଣ୍ଟରରେ ପହଞ୍ଚିବେ…