Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Odisha
All about all odisha state news updates
ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ଅଶାନ୍ତି ସୃଷ୍ଟି କରୁଥିବା ଲୋକଙ୍କୁ ବାନ୍ଧିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ। ହେଲେ କିଛି ଗୋଷ୍ଠୀ ରାଜ୍ୟର ଛବିକୁ ମଳିନ କରିବା ପାଇଁ ଉଦ୍ୟମ କରୁଛନ୍ତି। ତାହା କରିବାକୁ ଦିଆଯିବ ନାହିଁ। ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ସୃଷ୍ଟି କରୁଥିବା…
ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
ଗଞ୍ଜାମ ଜିଲାର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ଘଟଣାକୁ ରାଜ୍ୟ ବାର୍ କାଉନସିଲ ତୀବ୍ର ନିନ୍ଦା କରିଛି। ପୀତବାସଙ୍କ ହତ୍ୟା ପ୍ରତିବାଦରେ ୮ ତାରିଖ ତଥା ବୁଧବାର ରାଜ୍ୟବ୍ୟାପୀ କଲମଛାଡ଼ ଆନ୍ଦୋଳନ କରିବାକୁ କାଉନସିଲ ପକ୍ଷରୁ ଘୋଷଣା କରାଯାଇଛି। ପୀତବାସଙ୍କ ପରିବାରକୁ…
କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା। ମଙ୍ଗଳବାର ସନ୍ଧ୍ୟା ୭ଟା ପରଠାରୁ ସହରରେ ଇଣ୍ଟରନେଟ ସେବା ଆରମ୍ଭ କରାଯାଇଛି। ସହରରେ ହିଂସାକୁ ଦୃଷ୍ଟିରେ ରଖି ଏହାକୁ ୪୮ ଘଣ୍ଟା ପାଇଁ ବନ୍ଦ କରିଦିଆଯାଇଥିଲା।
ସୂଚନା ଅନୁସାରେ, ଦଶହରା ଭସାଣ ଉତ୍ସବ ସମୟରେ ଦୁଇ ସାହି ମଧ୍ୟରେ ଗଣ୍ଡଗୋଳ ଘଟଣାକୁ…
୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ
୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ କରାଯାଇଛି । ରବିବାର ରାତିରୁ କଟକଣା ଲାଗୁ ହୋଇଥିବା ବେଳେ ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ଥିଲା କର୍ଫ୍ୟୁ କଟକଣା। ୧୦ଟା ପୂର୍ବରୁ ପୁଲିସ ପକ୍ଷରୁ କଟକଣା ନେଇ କୌଣସି ସୂଚନା ନଆସିବା ପରେ କର୍ଫ୍ୟୁ କୋହଳ କରାଯାଇଛି । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ…
ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା।ଙ୍କ ମୃତ୍ୟୁ
ବ୍ରହ୍ମପୁରରେ ଗୁଳିମାଡ଼ର ଶିକାର ହୋଇଛନ୍ତି ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଏମ୍କେସିଜିରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗରଠାରେ ତାଙ୍କୁ ଗୁଳିମାଡ଼…
ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ହେବ । ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଆସନ୍ତା ୧୩ରେ ପ୍ରକାଶ ପାଇବ ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି । ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି ହେବ। ସେପଟେ ବିହାର ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ…
ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
ଭୁବନେଶ୍ୱର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ କେନ୍ଦ୍ରରେ ଗତ ୧୧ ବର୍ଷ ଓ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଦେଢ଼ବର୍ଷ ହେବ ବିଜେପି ସରକାର ଚାଲିଛି। ମାତ୍ର ଏହି ସରକାରରେ ଏପର୍ଯ୍ୟନ୍ତ କୌଣସି ପ୍ରକାର ଦୁର୍ନୀତିର ଛାପ…
କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
କଟକ ସହରରେ ଅଶାନ୍ତି ସୃଷ୍ଟି କରିଥିବା ଘଟଣାରେ ୮ ଜଣଙ୍କୁ ସୋମବାର ଗିରଫ କରିଛି ପୋଲିସ। ଏନେଇ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ସୂଚନା ଦେଇଛନ୍ତି। ଭସାଣି ସମୟରେ ଅଶାନ୍ତି ସୃଷ୍ଟି କରି ଭଙ୍ଗାରୁଜା ଏବଂ ପୋଲିସକୁ ଆକ୍ରମଣ କରିବା ଘଟଣାରେ ଏମାନେ ଗିରଫ ହୋଇଛନ୍ତି।
କଟକ ହିଂସାକୁ ନେଇ…
ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ
ନୂଆପଡ଼ାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଭୁବନେଶ୍ୱର ବିମାନବନ୍ଦରରୁ ନୂଆପଡ଼ା ଏୟାରଷ୍ଟ୍ରିପ୍ରେ ପହଁଚିଥିଲେ। ସେ ନୂଆପଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ଅନେକ ବିକାଶମୂଳକ ଯୋଜନାର ଶୁଭ ଉଦଘାଟନ ତଥା…
କଟକ ସହରରେ ସ୍ଥିତି ନିୟନ୍ତ୍ରଣ : ଇଣ୍ଟରନେଟ୍ ବନ୍ଦ
ଦୁର୍ଗାପୂଜା ମେଢ଼ ଭସାଣ ବେଳେ ଗୋଷ୍ଠୀ ବିବାଦକୁ ନେଇ ଆଜି କଟକ ବନ୍ଦ ଡାକରା ଦିଆଯାଇଛି। ଏଣେ ଏହି ଘଟଣାର ବିଶୃଙ୍ଖଳାକାରୀମାନଙ୍କୁ ଚିହ୍ନଟ କରାଯାଇଥିବା ନେଇ ପୁଲିସ କମିସନର୍ ଏସ୍ ଦେବଦତ୍ତ ସିଂହ ସୂଚନା ଦେଇଛନ୍ତି। ଗିରଫଦାରୀ ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ସେ ସୂଚନା…