Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ସେଠାରେ ଭବ୍ୟ ସ୍ବାଗତ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ଇସ୍ପାତ ସହର ରାଉରକେଲା ଗସ୍ତରେ ଅଛନ୍ତି ଦ୍ରୋପଦୀ ମୁର୍ମୁ…
ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି । ମହାନଦୀରେ ସର୍ବମୋଟ୍ କେତେ ଜଳ ରାଶି ସଂଗୃହୀତ ହେଉଛି ଏହାର ତଥ୍ୟ MAFରେ ଦାଖଲ କରିବାକୁ ଉଭୟ ରାଜ୍ୟକୁ ନିର୍ଦ୍ଦେଶ ଦେଲେ ଟ୍ରିବ୍ୟୁନାଲ । ଆଗାମୀ ଶୁଣାଣି ପୂର୍ବରୁ ତଥ୍ୟ ଦାଖଲ ନେଇ ନିର୍ଦ୍ଦେଶ । ଏହା ଭିତରେ ୨ ରାଜ୍ୟର ବୈଷୟିକ ଟିମ୍ ପ୍ରାୟ ୧୩…
ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କଟକ CRRIରେ ଅଖିମୁଠି ଅନୁକୂଳ କରିଛନ୍ତି। ପ୍ରଥମେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ସହ…
ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
ପବିତ୍ର ଅକ୍ଷୟ ତୃତୀୟାରେ ଅଖି ମୁଠି ଅନୁକୂଳ କରିଛନ୍ତି ଚାଷୀ ଭାଇ। ଚାଷୀ ଓ ଚାଷ ପାଇଁ ଆଜିର ଦିନର ଗୁରୁତ୍ୱ ଅନେକ। ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ। ବୈଶାଖ ମାସ ତୃତୀୟା ଅବସରରେ ଚାଷୀ ପରିବାର ଲୋକେ ସକାଳୁ ଘର୍ କୁ ଚିତା ଓ ଝୋଟି ପକାଇ…
ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
ବ୍ୟାସନଗର ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଟ୍ରାକ୍ଟର ଡ୍ରାଇଭର ଓ ଜମି ମାଲିକଙ୍କ ସମେତ ୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ। ୭ ଟ୍ରାକ୍ଟର ଓ ୨ଜେସିବି ମେସିନ ଜବତ। କିନ୍ତୁ ଅଭିଯୁକ୍ତକୁ ନପାଇ ନିର୍ଦ୍ଦୋଷଙ୍କୁ ଗିରଫ କରିଥିବା ଅଭିଯୋଗ ଆଣିଛନ୍ତି…
ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ। ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ । ଜବରଦଖଲ ଥିବା ୬୧ ଏକର ଜମିକୁ ନିଜ ହେପାଜତକୁ ନେଇଛି। ଭଙ୍ଗା ଆରମ୍ଭରୁ ଉତ୍ତେଜନା ପ୍ରକାଶ ପାଇଥିଲା । ଲୋକମାନେ ଜେସିବି ଆଗରେ ଶୋଇ ପ୍ରତିବାଦ କରିଥିଲେ। ଏପରିକି ଦୀର୍ଘ ସମୟ ଧରି…
ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
ବିଡିଏର ବଡ଼ ଡ୍ରାଇଭ୍ । ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ । ଭଙ୍ଗାଯାଉଛି ଶତାଧିକ ଘର। ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ । ଗତକାଲି ଶହ ଶହ ଘର ଭଙ୍ଗାଯାଇଥିଲା । ଉଚ୍ଛେଦ ବେଳେ ପୋଲିସକୁ ବିରୋଧ କରିଥିଲେ ଜବରଦଖଲକାରୀ । ସମୁଦାୟ ୬୮ ଏକର…
ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ । ଶନିବାର ମୟୂରଭଞ୍ଜ ଜିଲ୍ଲାରେ ୧୨ଘଣ୍ଟିଆ ହରତାଳ କରିବାକୁ ଡାକରା ଦେଇଛି ବିଜୁ ଜନତା ଦଳ । ଏହି ଆନ୍ଦୋଳନକୁ ସମର୍ଥନ ଦେଇଛି କଂଗ୍ରେସ ଦଳ । ତେବେ ଏହି ବନ୍ଦ ଲାଗି ବିଭିନ୍ନ ସ୍ଥାନରେ ଦୋକାନ ବଜାର ଏବଂ ଗାଡ଼ି ଚଳାଚଳ ଠପ୍ ରହିଛି ।ରାସଗୋବିନ୍ଦପୁର ବ୍ଲକ…
ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
ଓଡ଼ିଶା ଶିକ୍ଷା ଓ ପର୍ଯ୍ୟଟନ ଇତିହାସରେ ନୂଆ ଅଧ୍ଯାୟ । ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ । ଏହା ପୂର୍ବରୁ କିଟ କ୍ୟାମ୍ପସରେ ୩୦ ଡିଭାଙ୍କ ପ୍ରସ୍ତୁତି ଚୂଡ଼ାନ୍ତ । ସପ୍ତାହ ବ୍ୟାପୀ ସ୍ବତନ୍ତ୍ର କାର୍ଯ୍ୟକ୍ରମ ମଧ୍ୟରେ ପୁରୀ, କୋଣାର୍କ ବୁଲି…
ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
ବଢୁଛି ତାତି । ଅସ୍ତବ୍ୟସ୍ତ ଜନଜୀବନ । ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା । ବଲାଙ୍ଗିରରେ ଶିକ୍ଷାନୁଷ୍ଠାନ ଗୁଡିକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ବଲାଙ୍ଗିର ଜିଲ୍ଲାର ଅଙ୍ଗନଓ୍ବାଡ଼ି, ସ୍କୁଲ, କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି । ୧୮ ଏପ୍ରିଲରୁ…