Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ନୂଆ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ନେବେ ପ୍ରଦୀପ ଜେନା
ଭୁବନେଶ୍ବର: ଆଜି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ୧୯୮୯ ବ୍ୟାଚ IAS ଅଫିସର ଆଇଏଏସ ପ୍ରଦୀପ ଜେନା । ୧୯୯୧ରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ସବ-କଲେକ୍ଟର ଭାବେ କ୍ୟାରିଅର ଆରମ୍ଭ କରିଥିଲେ ପ୍ରଦୀପ । ପରେ କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାପାଳ ମଧ୍ୟ ହୋଇଥିଲେ । ବିଭିନ୍ନ କ୍ଷେତ୍ରରେ…
ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ଆହୁରି ବଢିବ ତାପମାତ୍ରା
ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ପାରଦ । ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ଆହୁରି ବଢିବ ତାପମାତ୍ରା । ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବଢିବ ।…
ଆସନ୍ତା କାଲିଠାରୁ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ଉନ୍ନୟନ କମିଶନର ପ୍ରଦୀପ ଜେନା
ଭୁବନେଶ୍ୱର: ଆଜି ସରିବ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ । ଆସନ୍ତା କାଲିଠାରୁ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ଉନ୍ନୟନ କମିଶନର ପ୍ରଦୀପ ଜେନା । ୧୯୮୯ ବ୍ୟାଚ IAS ଅଫିସର ପ୍ରଦୀପ କୁମାର ଜେନା ମୁଖ୍ୟ ଶାସନ ସଚିବ ଭାବେ ପଦଭାର ଗ୍ରହଣ କରିବେ । ସୁରେଶ ମହାପାତ୍ରଙ୍କ…
ଆଜି ଅପରାହ୍ନରେ ବିଧାନସଭାରେ ବଜେଟ ଅଧିବେଶନ
ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ବଜେଟ ଉପରେ ବିଧାନସଭାରେ ଜାରି ରହିଛି ଆଲୋଚନା । ଆଜି ଅପରାହ୍ନରେ ଦ୍ବିତୀୟ ଦିନରେ ଆଲୋଚନା ହେବ । ଆସନ୍ତାକାଲି ଆଲୋଚନାର ଶେଷ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ଉତ୍ତର ରଖିବେ । ସୋମବାର ବିଧାନସଭାରେ ବାଚସ୍ପତି ଘୋଷଣା କରିଥିବା…
ଯୁକ୍ତ ଦୁଇ ପରୀକ୍ଷା ଆସନ୍ତାକାଲିଠୁ ଆରମ୍ଭ
ଆସନ୍ତାକାଲିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ୨୦୨ଟି ହବ୍ରେ ପ୍ରଶ୍ନପତ୍ର ସହ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପହଞ୍ଚିବ । ହେଲେ ଏସବୁ ଭିତରେ ଅଧ୍ୟାପକଙ୍କ ଆନ୍ଦୋଳନ ସରକାରଙ୍କୁ ଚିନ୍ତାରେ ପକାଇଦେଇଛି । କାରଣ ଏବେ…
ବାଲେଶ୍ୱର ଏସିଡ ପୀଡିତା ବନିତା ସିଂଙ୍କ ଅନ୍ତିମ ସଂସ୍କାର ହିନ୍ଦୁ ରୀତିନୀତିରେ ସଂପନ୍ନ
ବାଲେଶ୍ୱର ଏସିଡ ପୀଡିତା ବନିତା ସିଂଙ୍କ ଅନ୍ତିମ ସଂସ୍କାର ହିନ୍ଦୁ ରୀତିନୀତିରେ ସଂପନ୍ନ ହୋଇଛି । ଶୋକାକୂଳ ପରିବେଶ ଭିତରେ ଭୀମପୁର ଗାଁରେ ତାଙ୍କର ଶେଷକୃତ୍ୟ କରାଯାଇଛି । ଗତକାଲି ଶବବ୍ୟବଚ୍ଛେଦ ପରେ କଟକରୁ ଭୀମପୁରକୁ ଅଣାଯାଇଥିଲା ବନିତାଙ୍କ ପାର୍ଥିବ ଶରୀର । ଗାଁରେ ମୃତଦେହ ପହଞ୍ଚିବା…
ଗୁଳିମାଡ଼ରେ ଢାବା ମାଲିକ ମୃତ
ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ମାଲଦା ଗ୍ରାମର ସରକାରୀ ଧର୍ମକଣ୍ଟା ନିକଟରେ ଥିବା ଏକ ଢାବାର ମାଲିକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗୁଳିମାଡ଼ରେ ତାଙ୍କର ଜଣେ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତିଙ୍କ ନାଁ ରମେଶ ଚାତମ୍ବା। ଗୁରୁତର ଆହତ ତାଙ୍କ ସହଯୋଗୀଙ୍କ ନାଁ ରାମ…
କେନ୍ଦ୍ରାପଡ଼ାର କମଳା ମହାରଣାଙ୍କ କଥା ‘ମନ୍ କୀ ବାତ୍’ରେ କହିଲେ ପ୍ରଧାନମନ୍ତ୍ରୀ ମୋଦୀ
କେନ୍ଦ୍ରାପଡ଼ାର କମଳା ମହାରଣାଙ୍କ କଥା ‘ମନ୍ କୀ ବାତ୍’ରେ କହିଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀ କହିଛନ୍ତି, ଆପଣମାନେ ଆପଣଙ୍କ ମନର କ୍ଷମତା ଜାଣନ୍ତି। ସେହିଭଳି, ସମାଜର କ୍ଷମତା ସହିତ କେମିତି ଦେଶର କ୍ଷମତା ବୃଦ୍ଧି ପାଏ ‘ମନ୍ କୀ ବାତ୍’ର ବିଭିନ୍ନ ସଂସ୍କରଣରେ ଆମେ…
ଯୁବ ସଂଗମ କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାରେ ପହଁଚିଲେ ସିକ୍କିମ ପ୍ରତିନିଧି
ଏକ ଭାରତ ଶ୍ରେଷ୍ଠ ଭାରତ - ଯୁବା ସଂଗମ କାର୍ଯ୍ୟକ୍ରମ ଅଧୀନରେ ସିକ୍କିମ ଏନଆଇଟିର ୨୫ ଜଣ ଛାତ୍ରଛାତ୍ରୀ ଓ ୫ ଜଣ ଅଧ୍ୟାପକ/କର୍ମଚାରୀ ଏକ ସପ୍ତାହବ୍ୟାପୀ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେମାନଙ୍କୁ ରାଉରକେଲା ଏନଆଇଟି ପକ୍ଷରୁ ସ୍ୱାଗତ କରାଯାଇଛି। ଯୁବ ସଂଗମ କାର୍ଯ୍ୟକ୍ରମ ଭାରତ ସରକାରଙ୍କ ଶିକ୍ଷା…
ଶୌଚାଳୟରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର: ରାଜଧାନୀରେ ଏକ ଶୌଚାଳୟରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଲୋକେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଗାଡ଼କଣା ନିଉ ଆବାସ କଲୋନିର କେଳୁଚରଣ ପାର୍କ ସମ୍ମୁଖରେ ଥିବା ଏକ ଶୌଚାଳୟରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ। ଏହାପରେ ସେମାନେ…