Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ନବଙ୍କ ଭଳି ଅନୁପ ସାଏଙ୍କୁ ହତ୍ୟା ଯୋଜନା ହୋଇଥିଲା !
ଝାରସୁଗୁଡ଼ା : ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ହତ୍ୟା ପାଇଁ ଜଣେ କନେଷ୍ଟବଳ ଯୋଜନା କରିଥିଲେ । ଏହି ଘଟଣା ଏବେ ସାମ୍ନାକୁ ଆସିଛି। ଏହି ଘଟଣା ପରେ କୋଲାବିରା ଥାନାରେ କାର୍ଯ୍ୟରତ କନେଷ୍ଟବଳ ସରୋଜ ଦାସଙ୍କୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି କରି ଅଣାଯାଇଥିବା ଚର୍ଚା…
ବିଧାନସଭାର ବଜେଟ୍ ଅଧିବେଶନ ବେଶ୍ ସରଗରମ ହେବ, ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ କି ନାହିଁ ସନ୍ଦେହ
ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ । ଏହି ଅଧିବେଶନ ବେଶ୍ ସରଗରମ ହେବ । ବିଜେଡିକୁ ଘେରିବାକୁ ଦୁଇ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗକୁ ଅସ୍ତ୍ର କରିବେ । କଂଗ୍ରେସ, ବିଜେପି ସରକାରଙ୍କୁ ବିଧାନସଭାରେ ଘେରିବା ପାଇଁ ଘୋଷଣା କରିଥିବାବେଳେ ଶାସକ ବିଜେଡି ଗୃହରେ କେନ୍ଦ୍ରୀୟ…
ସ୍ତ୍ରୀଙ୍କ ବାପଘରକୁ ଯାଇ ସ୍ବାମୀ ମାଡ କଲେ ଏସିଡ୍, ମେଡିକାଲରେ ଚାଲିଛି ଚିକିତ୍ସା
ବାଲେଶ୍ବର: ଶ୍ବଶୂର ଘରେ ପଶି ପତ୍ନୀଙ୍କୁ ଏସିଡ୍ ମାଡ଼ କଲା ସ୍ୱାମୀ । ଏସିଡ ମାଡ଼ରେ ୪ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସହଦେବଖୁଣ୍ଟା ଥାନା ଭୀମପୁର ଗାଁର କାର୍ତ୍ତିକ ସିଂଙ୍କର ଦୁଇ ଝିଅ ଅଛନ୍ତି। କାର୍ତ୍ତିକଙ୍କ ସାନ ଝିଅ ବନିତା ସିଂ ଦେଢ଼ ମାସ ତଳେ ନୀଳଗିରି ନୟାପାଟଣାର ଚନ୍ଦନ କୁମାର…
ରେଳ ବିହାର ଯୁବ ପରିଷଦ ତରଫରୁ ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ରେଳ ବିହାର ଯୁବ ପରିଷଦ ତରଫରୁ ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ । ରେଳବିହାର ଯୁବପରିଷଦ କାର୍ଯ୍ୟାଳୟରେ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ ସମାରୋହରେ ଅତିଥିମାନେ ଯୋଗ ଦେଇ ଏଭଳି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ । ମୁଖ୍ୟବକ୍ତା ଭାବରେ ଦିଲ୍ଲୀପ ଶ୍ରୀଚନ୍ଦନ ଯୋଗ ଦେଇଥିବାବେଳେ…
ଆସନ୍ତାକାଲିଠୁ ବିଧାନସଭା: ଭର୍ଚୁଆଲ ସର୍ବଦଳୀୟ ବୈଠକକୁ ବିଜେପିର ବିରୋଧ
ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏଥର ଅଧିବେଶନକୁ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବା ପାଇଁ ଧାର୍ଯ୍ୟ ହୋଇଥିଲା । ତେବେ ଭର୍ଚୁଆଲ ସର୍ବଦଳୀୟ ବୈଠକକୁ ବିରାେଧ କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଏଥରର…
ନନ୍ଦନକାନନରେ ନୂଆ ଅତିଥି
ଭୁବନେଶ୍ୱର: ନନ୍ଦନକାନନରେ ନୂଆ ଅତିଥି । ଦ୍ବିତୀୟ ଥର ପାଇଁ ମା’ ହେଲା ନାଲି ବାଘୁଣୀ ଅଙ୍କିତା । 4ଟି ଶାବକଙ୍କୁ ଜନ୍ମ ଦେଇଛି ନାଲି ମହାବଳ ବାଘୁଣୀ ଅଙ୍କିତା । ନାଲି ମହାବଳ ବାଘ ବାହୁବଳି ସହିତ ଅଙ୍କିତାର ମିଳନରେ 4 ଶାବକ ଜନ୍ମ ନେଇଛନ୍ତି ।ଉଭୟ ମା’ ଓ ଶାବକ ସୁସ୍ଥ ଥିବାବେଳେ ସେମାନଙ୍କୁ…
ଆଜି ମହାଶିବରାତ୍ରି
ଭୁବନେଶ୍ବର: ଆଜି ମହାଶିବରାତ୍ରି। ଏହି ଉପଲକ୍ଷେ ସାରା ରାଜ୍ୟର ପ୍ରମୁଖ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ ଶୈବ ପୀଠ ହୁମା…
ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ
ଆସନ୍ତାକାଲି ମହାଶିବରାତ୍ରୀ । ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ । ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଓ ଆଖପାଖ ଅଞ୍ଚଳକୁ ସଜାଇବାକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ସିଂହଦ୍ବାରକୁ ଅଧିକ ଆକର୍ଷଣୀୟ କରିବାକୁ ବଡ଼ ଯୋଜନା କରାଯାଇଛି। ମନ୍ଦିର ରଙ୍ଗ କାମ ସରିଛି ।…
ନିଜର ସରଳ ଜୀବନ ଶୈଳୀକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ
ଦିଲ୍ଲୀରେ ମାଟି ଘର ତିଆରି କରି ପୁଣି ଥରେ ନିଜର ସରଳ ଜୀବନ ଶୈଳୀକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ନିଜ ସରକାରୀ କ୍ୱାଟରରେ ମାଟି ଘର କରୁଛନ୍ତି । ସେ କହିଛନ୍ତି, ମାଟିରେ ଜୀବନର ସ୍ପନ୍ଦନ ରହିଛି । କୋଠା ଘର ଅପେକ୍ଷା ମାଟି ଘର ଜୀବନ୍ତ ଲାଗେ । କ୍ୱାର୍ଟରରେ ତାଙ୍କର…
କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ମୁହଁ ଖୋଲିଲେ ନବଙ୍କ ଝିଅ ଦୀପାଳି ଦାସ
ମନ୍ତ୍ରୀ ନବ କିଶୋର ଦାସ ଦାସଙ୍କ ହତ୍ୟାକାଣ୍ଡକୁ ୧୯ ଦିନ ବିତି ଗଲାଣି । ଆଜିଯାଏ କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ ନବଙ୍କ ପରିବାର କୌଣସି ପ୍ରତିକ୍ରିୟା ରଖିନାହାନ୍ତି । ତେବେ ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦିପାଳୀ ଦାସ । କହିଛନ୍ତି, କ୍ରାଇମବ୍ରାଞ୍ଚ…