Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ
ଓଡିଶାରେ ୬ କେନ୍ଦ୍ରମନ୍ତ୍ରୀ । ମୋଦୀ ସରକାରର ଦୁଇ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୪ ରାଷ୍ଟ୍ରମନ୍ତ୍ରୀ ଏବେ ଓଡିଶାରେ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମ ଗସ୍ତରେ ଥିବା ବେଳେ ତାଙ୍କ ସହିତ ରହିଛନ୍ତି ଅର୍ଥ ମନ୍ତ୍ରାଳୟର ରାଷ୍ଟ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀ…
ଆଜି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି
ପୁରୀ: ଆଜି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହୋଇଯାଇଛି । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଛନ୍ତି । ଭାରତବର୍ଷର ଅନ୍ୟ କୌଣସି ଶୈବପୀଠ କିମ୍ୱା…
ବହୁଚର୍ଚ୍ଚିତ ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ ଆତ୍ମହତ୍ୟା ମାମଲା
ସମ୍ବଲପୁର: ବହୁଚର୍ଚ୍ଚିତ ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ ଆତ୍ମହତ୍ୟା ମାମଲା । ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କଲା ପୋଲିସ । ସମ୍ବଲପୁରରୁ ସୌମ୍ୟଜିତଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ଥାନା ପୋଲିସ । କମିଶନରେଟ୍ ପୋଲିସର ୫ ଜଣିଆ ଟିମ୍ ରାତି ୪ଟାରେ ସମ୍ବଲପୁର…
ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ବିଜେପିର ଆନ୍ଦୋଳନ
ମନ୍ତ୍ରୀ ନବ ଦାସ ହତ୍ୟା ଘଟଣା ଏବଂ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ରାଜଭବନ ସମ୍ମୁଖରେ ବିକ୍ଷୋଭ ପଦର୍ଶନ କରିଛି ବିଜେପି । ମୁଖ୍ୟମନ୍ତ୍ରୀ ଗାଦି ଛାଡ, ମନ୍ତ୍ରୀ ହତ୍ୟାକାରୀ ମୁଖ୍ୟମନ୍ତ୍ରୀ ଲେଖାଥିବା ପ୍ଲାକାର୍ଡ ଧରି ଧାରଣାରେ ବସିଛନ୍ତି ବିଜେପି ନେତା ଓ କର୍ମୀ । ଦଳ ମୁଖ୍ୟମନ୍ତ୍ରୀ…
ଆଇସିଏମଓସି ୧୨ ମହଲା ବିଶିଷ୍ଟ କୋଠାକୁ ସ୍ଥାନାନ୍ତର ହେବ ବିଏମସି କାର୍ଯ୍ୟାଳୟ
ଭୁବନେଶ୍ୱର: ବଦଳିବ ବିଏମସି କାର୍ଯ୍ୟାଳୟର ଠିକଣା । ସତ୍ୟନଗର ସ୍ଥିତ ଆଇସିଏମଓସି ୧୨ ମହଲା ବିଶିଷ୍ଟ କୋଠାକୁ ସ୍ଥାନାନ୍ତର ହେବ ବିଏମସି କାର୍ଯ୍ୟାଳୟ । ଆଜି ବିଏମସିର ନୂତନ କାର୍ଯ୍ୟାଳୟକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଇସିଏମଓସି କୋଠା ସମ୍ପର୍କିତ ଭିଡିଓ ସ୍କ୍ରିନିଂ…
ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ହେବ ଉତ୍କର୍ଷ ବିଶ୍ବବିଦ୍ୟାଳୟ
ଭୁବନେଶ୍ୱର: ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ହେବ ଉତ୍କର୍ଷ ବିଶ୍ବବିଦ୍ୟାଳୟ । ଏଥିପାଇଁ ୧୫ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ସେହିପରି ଇନଷ୍ଟିଚ୍ୟୁଟ ବିକାଶ ଯୋଜନା ମାଧ୍ୟମରେ ଭିଏସଏସୟୁଟି ବୁର୍ଲାର ପୁନଃରୁଦ୍ଧାର କରାଯିବ । ଭୁବନେଶ୍ୱର ପାଣ୍ଡରାରେ ଖୋଲିବ ବିଶ୍ୱ ଦକ୍ଷତା…
ବିବିସି କାର୍ଯ୍ୟାଳୟରେ ଆଇଟି ଚଢ଼ଉକୁ ନେଇ ରାଜନୀତି
ବିବିସି କାର୍ଯ୍ୟାଳୟରେ ଆଇଟି ଚଢ଼ଉ । ଆୟକର ଅଧିକାରୀମାନେ ବିବିସି ର ଦିଲ୍ଲୀ ଓ ମୁମ୍ବାଇ କାର୍ଯ୍ୟାଳୟ ଉପରେ ଚଢ଼ଉ କରିଛନ୍ତି । ଏହାକୁ ନେଇ ଏବେ ରାଜନୀତି ଜୋର ଧରିଛି । କଂଗ୍ରେସ ସହ ଅନ୍ୟ ବିରୋଧୀ ଦଳ ସରକାରଙ୍କ ଏହି ପଦକ୍ଷେପକୁ ନିନ୍ଦା କରିଛନ୍ତି । ଫୋନ୍, ଦସ୍ତାବିଜ ଓ ଲାପଟପ ଜବତ…
ବିଜେପି ଶାସିତ ରାଜ୍ୟ ତୁଳନାରେ ଓଡିଶାର ଆଇନ୍ ଶୃଙ୍ଖଳା ସ୍ଥିତି ଭଲ : ବିଜେଡି
ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି । ଏହାକୁ ନେଇ ବିଜେପି ଆନ୍ଦୋଳନ କରୁଛି । ଆନ୍ଦୋଳନକୁ ସମାଲୋଚନା କରିଛି ବିଜେଡି। ଓଡ଼ିଶାର ବାସ୍ତବ ପ୍ରସଙ୍ଗରୁ ଲୋକଙ୍କ ନଜର ହଟାଇବାକୁ ବିଜେପି ଏପରି କରୁଛି କହିଛନ୍ତି ବିଜେଡି ମୁଖପାତ୍ର ଗୌତମବୁଦ୍ଧ ଦାସ।
କେନ୍ଦ୍ରକୁ ଟାର୍ଗେଟ…
ଧାନ କିଣା ହ୍ରାସ ପାଇଁ କେନ୍ଦ୍ରର ନିଷ୍ପତ୍ତିକୁ ପ୍ରତିବାଦ
ଭୁବନେଶ୍ବର: ଧାନ କିଣା ପ୍ରସଙ୍ଗକୁ ନେଇ କେନ୍ଦ୍ର ବିରୋଧରେ ରାସ୍ତାକୁ ଓହ୍ଲାଇଛି ବିଜେଡି। ଦଳ ପକ୍ଷରୁ ଏକ ବିକ୍ଷୋଭ ସମାବେଶ ରାଜଭବନ ସମ୍ମୁଖରେ ଆୟୋଜନ କରାଯାଇଥିଲା। ବିକ୍ଷୋଭ ସମାବେଶରେ ବିଜେଡି ନେତାମାନେ ଅଭିଯୋଗ କରିଥିଲେ ଯେ କେନ୍ଦ୍ର ସରକାର ବଜେଟ୍ର କ୍ରୟ ପାଣ୍ଠିରେ ୨୦,୦୦୦…
ଭାଲେଣ୍ଟାଇନ ଦିବସ ର ସଂଜ୍ଞା ବଦଳିଛି
ଫେବୃଆରୀ ୧୪ ତାରିଖକୁ ଭାଲେଣ୍ଟାଇନ ଦିବସ ଭାବେ ପାଳନ କରାଯାଏ । ବ୍ୟାପକ ଅର୍ଥରେ ପ୍ରେମର ପ୍ରତୀକ ରୂପେ ବିଚାର କରାଯାଉଥିବା ଭାଲେଣ୍ଟାଇନ ନାମକ ମହାପୁରୁଷଙ୍କ ନାମାନୁସାରେ ଏହା ନାମିତ ହୋଇଛି ଏହି ଦିନ । କିଛି ବର୍ଷ ହେଲା ଏହି ପ୍ରେମ ଦିବସକୁ ନେଇ ଆମ ଦେଶରେ ବିତର୍କ ହେଉଛି । ସପ୍ତାହ…