Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ଗୁଜରାଟରେ ଖୋଲିଲା ନବ ଦାସ ମର୍ଡର ସସପେନ୍ସ
ଝାରସୁଗୁଡ଼ା: ସଇତାନ କହିଲା ସତ । ଗତକାଲି ନବକିଶୋରଙ୍କ ହତ୍ୟାକାରୀ ଗୋପାଳକୃଷ୍ଣର ସରିଛି ନାର୍କୋ ଟେଷ୍ଟ । କାହିଁକି ନବକିଶୋର ଦାସଙ୍କୁ ହତ୍ୟା କରିଥିଲା? ମନ୍ତ୍ରୀଙ୍କୁ ହତ୍ୟା କରିବା ପଛର କାରଣ କଣ ? କେଉଁ କାରଣରୁ ନବକିଶୋରଙ୍କ ଉପରେ ରାଗ ଥିଲା ? କୌଣସି ବ୍ୟକ୍ତିଗତ ଶତୃତା ଥିଲା କି ?…
ସୁଆଣ୍ଡୋରେ ଉନ୍ନୟନ କାମ ବୁଲି ଦେଖିଲେ ଫାଇଭ ଟି ସଚିବ
ନୂଆ ରୂପ ପାଉଛି ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ । ପୁରୀ ଜିଲ୍ଲା ସୁଆଣ୍ଡୋରେ ରାଜ୍ୟ ସରକାରଙ୍କ ପକ୍ଷରୁ ପଣ୍ଡିତ ଗୋପବନ୍ଧୁ ଜନ୍ମପୀଠକୁ ପୁନଃବିକଶିତ କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ସୁଆଣ୍ଡୋ ସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି…
ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପାର୍ଶ୍ୱରେ ବଡ ବଡ ଫାଟ
ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପାର୍ଶ୍ୱରେ ବଡ ବଡ ଫାଟ । ପଥର ସନ୍ଧିରେ ଫାଟ ଏତେ ବଡ ହୋଇଛି ଯେ, ସେଥିରେ ସରୀସୃପ ବାସ କରୁଥିବା ଆଶଙ୍କା କରାଯାଉଛି । କେବଳ ଫାଟ ନୁହେଁ ଯେଉଁ ପ୍ରାଚୀନ ମୂର୍ତ୍ତି ଲାଗିଛି, ତାହା ବି ଭାଙ୍ଗି ଝଡି ପଡିଲାଣି । ହେଲେ ଏଥିପ୍ରତି ଶ୍ରୀମନ୍ଦିର ପ୍ରଶାସନ କି…
ରାଷ୍ଟ୍ରପତି ଆଜି ଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ
ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଆଜି ଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ । ଏଥିପାଇଁ ମନ୍ଦିର ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସକାଳ ୯ଟାରେ ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିରକୁ ଯିବା କାର୍ଯ୍ୟସୂଚୀ ରହିଛି । ସେଠାରେ…
ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି
ଭୁବନେଶ୍ବର: ଭୁବନେଶ୍ବରରେ ପହଁଚିଲେ ମହାମହିମ ରାଷ୍ଟ୍ରପତି । ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ଉତ୍କଳ ମଣ୍ଡପରେ ଆସି ପହଁଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ସ୍ବାଗତ…
ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ କୋଟିଆରେ ପ୍ରବେଶ କରିଛନ୍ତି
କୋଟିଆରେ ସାଲୁର ବିଧାୟକ ତଥା ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ । ପିଡିକା ରାଜନା ଦୋରା କୋଟିଆରେ ପ୍ରବେଶ କରିଛନ୍ତି । ଆଉ ଲୋକଙ୍କ ସମସ୍ୟା ବୁଝିବା ସହିତ ଆନ୍ଧ୍ର ସରକାରର ଗୁଣଗାନ କରିଛନ୍ତି । ଏହାପରେ ସମସ୍ତ ପ୍ରକାର ସହାୟତା ଦେବା ପାଇଁ ଲୋକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି । ଆନ୍ଧ୍ର ସରକାର…
ଟଙ୍କା କରଜକୁ ନେଇ ଭୁବନେଶ୍ୱର ସହିଦନଗର ଥାନା ପରିସରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ
ଭୁବନେଶ୍ୱର: ଟଙ୍କା କରଜକୁ ନେଇ ଭୁବନେଶ୍ୱର ସହିଦନଗର ଥାନା ପରିସରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ମୃତକ ହେଲେ ଗାଡ଼କଣର ବିଚିତ୍ର ପଲେଇ । ନାଲକୋ ଛକରେ ବିଚିତ୍ରଙ୍କର ଏକ ଗାଙ୍ଗୁରାମ ଦୋକାନ ଥିଲା । ଧାର ଟଙ୍କା ଫେରାଇବାରେ ବିଳମ୍ବ କରିବାରୁ ବିଚିତ୍ରଙ୍କୁ କେହି ଅପହରଣ କରି କାରରେ…
ଆସନ୍ତା ମେ’ ମାସରେ ହେବ ଓଜେଇଇ-୨୦୨୩ ପରୀକ୍ଷା
ଭୁବନେଶ୍ୱର: ଆସନ୍ତା ମେ’ ମାସରେ ହେବ ଓଜେଇଇ-୨୦୨୩ ପରୀକ୍ଷା । ମେ’ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ପରୀକ୍ଷା ହୋଇପାରେ । ଏଥିପାଇଁ ଆଜିଠୁ ଆବଦେନ କରିପାରିବେ ଛାତ୍ରଛାତ୍ରୀ । ମାର୍ଚ୍ଚ ୩୦ ତାରିଖ ପର୍ଯ୍ୟନ୍ତ ଆଗ୍ରହୀ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଏଥିପାଇଁ ବିଜ୍ଞପ୍ତି ପ୍ରକାଶ…
ଆସୁଛନ୍ତି ରାଷ୍ଟ୍ରପତି
ଆଜି ଦିନ ୧୧ଟା ୫୫ରେ ରାଷ୍ଟ୍ରପତି ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମେୟର୍ ସୁଲୋଚନା…
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆଜି ରାଷ୍ଟ୍ରପତିଙ୍କ କାରକେଡ୍ ପାଇଁ ରିହର୍ସାଲ କରାଯିବ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ…