Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ବିଏମସିର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ରଦ୍ଦ କଲେ ହାଇକୋର୍ଟ
ରାଜଧାନୀରେ ଘର ମାଲିକ ଆଶ୍ୱସ୍ତ । ବିଏମସିର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ରଦ୍ଦ କଲେ ହାଇକୋର୍ଟ । ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ନେଇ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିବା ଭୁବନେଶ୍ୱର ମହାନଗର ନିଗମକୁ ଏହାପରେ ହାଇକୋର୍ଟରୁ ଶକ୍ତ ଧକ୍କା ଲାଗିଛି । ହୋଲଡିଂ ଟିକସ ପ୍ରସଙ୍ଗରେ ୨୦୨୧…
ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ
ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ଏଥର ଆଉ ଜଣେ ଯୁବତୀଙ୍କ ସହ ବିଧାୟକଙ୍କ ଫଟୋ ଭାଇରାଲ ହୋଇଛି । ଗୋଟିଏ ପଟେ ପ୍ରେମିକା ସୋମାଲିକାଙ୍କ ସହ ବିବାଦ ଚାଲିଛି । ବିଧାୟକଙ୍କ ଗିରଫଦାରୀ ଦାବି କରି ବିରୋଧୀ ହୁଲୁସ୍ତୁଲ କରୁଛନ୍ତି । ଆଉ ଏପଟେ ବିଧାୟକଙ୍କ ସହ ଏହି ଯୁବତୀଙ୍କ…
ଗୋପାଳର ହେବ ନାର୍କୋ ଟେଷ୍ଟ
ଝାରସୁଗୁଡା: ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସର ନାର୍କୋ ଟେଷ୍ଟ ହେବ । ଏହା ସହ କୋର୍ଟ ଗୋପାଳକୁ ପୁଣି ୫ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି । ଗୋପାଳକୁ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ଆବେଦନ କରିଥିବାବେଳେ ଜେଏଫଏମସି କୋର୍ଟ ଅନୁମତି…
ଦୁଲୁକୁଛି ଖଣ୍ଡଗିରି ଯାତ୍ରା ପେଣ୍ଡାଲ
ଦୁଲୁକୁଛି ଖଣ୍ଡଗିରି ଯାତ୍ରା ପେଣ୍ଡାଲ । ମନଛୁଆଁ ସଙ୍ଗୀତ, ଆକର୍ଷଣୀୟ ନୃ୍ତ୍ୟ ଓ ଚମକ୍ରାର ଅଭିନୟ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରୁଛି । ବିଶେଷକରି ଦେଶାତ୍ମବୋଧକ ସଂଗୀତ ଓ ନୃତ୍ୟୁର ଦବଦବା ରହିଛି । ଏଥର ଯାତ୍ରା ରେକର୍ଡ ଡ୍ୟାନ୍ସରେ ପୂର୍ବପରି ଅଶ୍ଳୀଳତା ଦେଖିବାକୁ ମିଳୁନି, ଯାହା ଦଶର୍କଙ୍କୁ…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ…
ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ବର୍ଷିଲେ ବିଜେପିର ରାଷ୍ଟ୍ରୀୟ ସମ୍ପାଦକ
ରାଜ୍ୟରେ ଆଇନ ଶୃଙ୍ଖଳା ନାହିଁ । ଜଙ୍ଗଲ ରାଜ ଚାଲିଛି । ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ ଏପରି କହିଛନ୍ତି ବିଜେପିର ରାଷ୍ଟ୍ରୀୟ ସମ୍ପାଦକ ଆଶା ଲାକ୍ରା । କ୍ରାଇମରେ ଓଡିଶାର ସ୍ଥାନ ପ୍ରଥମ । ଏଠାରେ କ୍ୟାବିନେଟ ମନ୍ତ୍ରୀ କି ସାଧାରଣ ଜନତା ସୁରକ୍ଷିତ ନୁହନ୍ତି ବୋଲି ବିଜେପି ନେତା…
ଗୋପାଳ ମୁହଁରୁ ସତ ଆଦାୟ କରିବାକୁ ଛାନବିନ ଚଳାଇଛି କ୍ରାଇମବ୍ରାଞ୍ଚ
ଝାରସୁଗୁଡ଼ା : ଗୋପାଳ ମୁହଁରୁ ସତ ଆଦାୟ କରିବାକୁ ଛାନବିନ ଚଳାଇଛି କ୍ରାଇମବ୍ରାଞ୍ଚ । ସବୁ ଦିଗରୁ ତଦନ୍ତ କରି ଅଭିଯୁକ୍ତକୁ ହେଉଛି ଘନଘନ ଜେରା । ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡର ଆଜି ହେଉଛି ତୃତୀୟ ଦିନ । ଗୋପାଳର ମାନସିକ ସ୍ଥିତି ଯାଞ୍ଚ ପାଇଁ ଝାରସୁଗୁଡ଼ାରେ ପହଞ୍ଚିଛନ୍ତି ନିମହାନ୍ସ ଟିମ୍…
ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ
ଭୁବନେଶ୍ୱର: ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ ଆସନ୍ତା କାଲି ଦିଲ୍ଲୀ ଯିବେ ଚିକିତ୍ସା ହେବା ପାଇଁ । ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପିଣ୍ଟୁ। କ୍ରୋନିକ୍ ହେପାଟାଇଟିସରେ ପୀଡ଼ିତ ହୋଇ ପିଣ୍ଟୁଙ୍କର ଲିଭର ନଷ୍ଟ ହୋଇଛି।…
ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇ ଦିନିଆ ଗସ୍ତକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏ ସଂପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ସଚିବାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ।…
ନବ ଦାସଙ୍କ ମୃତ୍ୟୁ ନେଇ ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ସିବିଆଇ ତଦନ୍ତ ଦାବି କରାଯାଇ ଏହି ମାମଲା ଦାୟର କରିଛନ୍ତି ଭାରତୀୟ ବିକାଶ ପରିଷଦ। ଆଜି ପର୍ଯ୍ୟନ୍ତ କ୍ରାଇମବ୍ରାଞ୍ଚ ଗୋପାଳ କାହିଁକି ନବ ଦାସଙ୍କୁ ଗୁଳିକରି ହତ୍ୟା କଲା ତାହା…