Browsing Category

Odisha

All about all odisha state news updates

୫୦ ଲକ୍ଷ ଟଙ୍କା ପାଇଁ ନାବାଳକକୁ ଝାରସୁଗୁଡ଼ାରୁ ଅପହରଣ କରି ପୋଡି ମାରିଦେଲେ

ଝାରସୁଗୁଡ଼ାରୁ ଅପହରଣ କରି  ନାବାଳକ ସମର୍ଥ ଅଗ୍ରୱାଲ (୧୫)ଙ୍କୁ ପୋଡି ମାରିଛନ୍ତି ଅପରାଧୀ ।  ମୃତଦେହକୁ ପୁଲିସ ବରଗଡ଼ ଜିଲ୍ଲାରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରିବା ପରେ ଏହି ଘଟଣା ସାରା ରାଜ୍ୟରେ ଚାଂଚଲ୍ୟ ସୃଷ୍ଟି କରିଛି। ଅଭିଯୁକ୍ତମାନେ ହତ୍ୟା ପୂର୍ବରୁ ପୀଡିତ ପରିବାରକୁ ୫୦ ଲକ୍ଷ…

ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି  । ମୃତ ଛାତ୍ରୀ ଯୁକ୍ତ ୨ ଦ୍ୱିତୀୟ ବର୍ଷର ବୋଲି ଜଣାପଡିଥିବା ବେଳେ କାହିଁକି ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡିନାହିଁ  । ତାଙ୍କ ଘର ରାୟଗଡା ଜିଲ୍ଲାରେ ହୋଇଥିବା ଜଣାପଡିଛି  । ପରୀକ୍ଷା ଚାଲିଥିବା…

ଆସନ୍ତା ଜୁନ୍ ୨୦ ତାରିଖରେ ପବିତ୍ର ଘୋଷଯାତ୍ରା

ପୁରୀ: ଆସନ୍ତା ଜୁନ୍ ୨୦ ତାରିଖରେ ପବିତ୍ର ଘୋଷଯାତ୍ରା । ଚଳିତବର୍ଷ ରଥଯାତ୍ରାକୁ କିପରି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରାଯିବ ସେ ନେଇ ଆଜି ଅନୁଷ୍ଠିତ ହୋଇଛି ପ୍ରସ୍ତୁତି ବୈଠକ । ରଥଯାତ୍ରା ସମନ୍ୱୟ କମିଟି ପୂର୍ବରୁ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନେଇ ପ୍ରସ୍ତୁତି ବୈଠକ କରାଯାଇଛି ।…

ମହାନଦୀ ପ୍ରସଙ୍ଗ ଆଲୋଚନା ପାଇଁ ଦାବି କଲେ ଜୟନାରାୟଣ

ଭୁବନେଶ୍ବର: ମହାନଦୀକୁ ନେଇ ପୁଣି ବିଧାନସଭାରେ ତାତି । ସରକାରଙ୍କୁ ବିରୋଧୀ ପ୍ରଶ୍ନବାଣରେ ଘାଇଲା କରିଛନ୍ତି । ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇ  ମହାନଦୀ ପ୍ରସଙ୍ଗ ଉପରେ ମୋସନ ଆକାରରେ ଆଲୋଚନା ହେଉ ଓ ବିଭାଗୀୟ ମନ୍ତ୍ରୀ ଉତ୍ତର ରଖନ୍ତୁ ବୋଲି ସେ…

ଆଜିଠୁ ମୋଟର ଆଇନ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ନାବାଳକଙ୍କୁ ଲାଗିବ ଫାଇନ । ଆପଣ ଯଦି ଆପଣଙ୍କ ପିଲାଙ୍କୁ ଗାଡି ଚଳାଇବା ପାଇଁ ଦେଉଛନ୍ତି ତେବେ ଫାଇନ ଦେବା ପାଇଁ ମଧ୍ୟ ପ୍ରସ୍ତୁତ ରହନ୍ତୁ । ସ୍କୁଲ, କଲେଜକୁ ଯିବା ପାଇଁ  ଗାଡ଼ି ଦେଉଥିଲେ ସାବଧାନ ହୋଇଯାଆନ୍ତୁ । ସକାଳୁ ସକାଳୁ ତିନି ଜଣ ନାବାଳକଙ୍କୁ ଲାଗିଲାଣି ମୋଟା ଅଙ୍କର…

ମାଲକାନଗିରିରେ ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ

ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାଗସ୍ତରେ ଯାଉଛନ୍ତି 5ଟି ସଚିବ ଭିକେ ପାଣ୍ଡିଆନ । ବିଶେଷ କରି  ସୀମାନ୍ତ ଅଞ୍ଚଳର ପ୍ରଗତି ପଥରେ ଆଗେଇବା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।  ସ୍ବାଭିମାନ ଅଞ୍ଚଳର ବିକାଶ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ ହେବ ।…

୪ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ରୁହନ୍ତୁ

ଭୁବନେଶ୍ବର: ଯଦି ଆପଣଙ୍କର ସେପରି ବିଶେଷ କାମ ନାହଁ ତେବେ ଝଡ଼ ବର୍ଷା ସମୟରେ ଘରୁ ବାହାରକୁ ବାହାରନ୍ତୁ ନାହିଁ । ବିଶେଷ କରି  ପଶ୍ଚିମା ଝଡ଼ ଯୋଗୁ ରାଜ୍ୟରେ କିଛି ଦିନ ହେଲା ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି । ଏପରିକି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏପରି ଘଡ଼ଘଡ଼ି ସହ ବର୍ଷା ଜାରି ରହିବା…

ରାଜ୍ୟରେ ତାଣ୍ଡବ ରଚିଛି କାଳବୈଶାଖୀ

ଭୁବନେଶ୍ୱର: ପଶ୍ଚିମା ଝଡ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ରାଜଧାନୀରେ ତାଣ୍ଡବ ରଚିଛି କାଳବୈଶାଖୀ । ବିଭିନ୍ନ ସ୍ଥାନରେ ପାଣି ଜମି ରହିବା ସହ  ପବନ ସହିତ ପ୍ରବଳ ବର୍ଷା ହୋଇଛି । ଯାଜପୁର କୋରେଇରେ ସର୍ବାଧିକ ୬୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି…

କଂଗ୍ରେସ ବିଧାୟକଙ୍କ ନାରାବାଜି: ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ କଂଗ୍ରେସ ବିଧାୟକ। ଫଳରେ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ବାଚସ୍ପତି ଅନୁରୋଧ କରିଥିଲେ ମଧ୍ୟ କଂଗ୍ରେସ ବିଧାୟକମାନେ ଏଥିପ୍ରତି କର୍ଣ୍ଣପାତ କରି ନଥିଲେ। ଫଳରେ ଗୋଟିଏ ମିନିଟ୍ ଯାଏଁ…

ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଗଞ୍ଜାମ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି କବିସୂର୍ଯ୍ୟନଗରରେ ପହଞ୍ଚି ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ ବୋଲି ତାଙ୍କର ଭାଷଣରେ କହିଛନ୍ତି। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି…