Browsing Category

Odisha

All about all odisha state news updates

ଚିଲିକା ମଝିରେ ଫସିଲା ଡଙ୍ଗା

ମେଟ୍ରୋ ଟିଭି ଓଡିଶା (୨୭.୫.୨୦୨୨) ପୁଣି ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଆଜି ସକାଳେ ଜହ୍ନିକୁଦା ଘାଟରୁ ସାତପଡ଼ା ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ମଝି ଚିଲିକାରେ ଫସି ରହିଛି । ଡଙ୍ଗାରେ ସବାର ଥିବା ପ୍ରାୟ ୩୦ ରୁ ୪୦ ଯାତ୍ରୀ ଏବେବି ଚିଲିକା ମଝିରେ ଫସି

ଦୁଇ ଦିନ ପେଟ୍ରୋଲ ପମ୍ପ ବନ୍ଦ

ମେଟ୍ରୋ ଟିଭି ଓଡିଶା (୨୭.୫.୨୦୨୨ ) ଆଜିଠୁ ଦୁଇ ଦିନ ପର୍ଯ୍ୟନ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ | ଧର୍ମଘଟକୁ ଓହ୍ଲାଇବ ପେଟ୍ରୋଲିୟମ୍ ଡିଲର୍ସ ଆସୋସିଏସନ୍। ଆଜି ସନ୍ଧ୍ୟା ୬ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବାକୁ ଥିବା ବେଳେ ଆସନ୍ତାକାଲି ମଧ୍ୟ ସନ୍ଧ୍ୟା ୬ଟାରୁ ସକାଳ

ପାରାଦୀପରେ ଫାଟିଲା IOCL ପାଇପ

ମେଟ୍ରୋ ଟିଭି ଓଡିଶା (୨୬.୫.୨୦୨୨ ) ପାରାଦୀପ ‘ଟାଉନସିପି ନିକଟରେ ଫାଟିଲା IOCL ପାଇପ। ଏହି ପାଇପ ଫାଟିବା ଦ୍ୱାରା ହଜାର ହଜାର ଲିଟର କ୍ରୁଡ଼ ଅଏଲ ମାଟିରେ ମିଶିଛି। ସ୍ଥିତିକୁ ନିୟତ୍ରଣରେ ଆଣିବା ପାଇଁ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ପ୍ରୟାସ ଜାରି ରଖିଛନ୍ତି। ହଳଦିଆରୁ