Trending
- ଆଜି ଆଲୋକର ପର୍ବ ଦୀପାବଳି ,ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର ,ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ
- ଆଜି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ , ଏହି ଅବସରରେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ
- ପ୍ରଭୁ ଶ୍ରୀରାମଙ୍କ ପବିତ୍ର ନଗରୀ ଅଯୋଧ୍ୟାରେ ଧୁମ୍ଧାମରେ ପାଳିତ ହୋଇଛି ଦଶମ ଦୀପୋତ୍ସବ,୫୬ଟି ଘାଟରେ ପ୍ରଜ୍ୱଳିତ ହୋଇଛି ୩୦ ଲକ୍ଷ ଦୀପ
- ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି
- ସୁନାର ଆକାଶଛୁଆଁ ଦର ଗ୍ରାହକଙ୍କ ଧନତେରସର ଉତ୍ସାହକୁ ସାମାନ୍ୟ କମାଇ ପାରିନାହିଁ,ଭୁବନେଶ୍ୱର ଏବଂ କଟକରେ ମୋଟ ବିକ୍ରି ୧୦୦ କୋଟିର ବେପାର
- ଗଞ୍ଜାମ ବନ୍ୟାଞ୍ଚଳ ଗସ୍ତରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ,ଚାଷୀଙ୍କ ଦୁଃଖ ଶୁଣି ଭାବପ୍ରବଣ ହେଲେ ନବୀନ
- କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳୀ ଭେଟି,ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ୩ୟ ପର୍ଯ୍ୟାୟ ଶୁଭାରମ୍ଭ
- ଅମୃତସର-ନ୍ୟୁ ଜଲପାଇଗୁଡ଼ି କର୍ମଭୂମି ଏକ୍ସପ୍ରେସରେ ଭୟଙ୍କର ଅଗ୍ନିକାଣ୍ଡ,୪ ବଗି ଜଳିପୋଡ଼ି ଛାରଖାର
- ରାତି ଅଧରେ ଗଫର ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ, ୨୫ ଦମକଳ ଗାଡ଼ି ନିୟୋଜିତ
- ବାଣ ବ୍ୟବସାୟକୁ ନେଇ କମିଶନରେଟ୍ ପୋଲିସର କଡ଼ା ନିୟମ,ବାଣ ବିକ୍ରି ପାଇଁ ୧୫୦ ଜଣଙ୍କୁ ଅସ୍ଥାୟୀ ଲାଇସେନ୍ସ ପ୍ରଦାନ
Browsing Category
Odisha
All about all odisha state news updates
ରାଜ୍ୟ ସରକାର ଓ ନବୀନ ପଟ୍ଟନାୟକଙ୍କ ବିରୋଧରେ ଗର୍ଜିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ କର୍ମୀଙ୍କ ଦ୍ବାରା ସମ୍ବର୍ଦ୍ଧିତ ହେଲା ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ମନ୍ତ୍ରୀ ବିଧାୟକ ଭେଟି ପାରୁନାହାଁନ୍ତି । ଏଠାରେ କିପରି…
ଭୁବନେଶ୍ବରରେ ଆତଙ୍କରାଜ
ଭୁବନେଶ୍ବର: ରାଜଧାନୀରେ ଅପରାଧିଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲୁଟେରାମାନେ ସ୍ପଷ୍ଟ ଦିବାଲୋକରେ ମହିଳାଙ୍କଠୁ ଚେନ ଝାମ୍ପି ନେଉଛନ୍ତି ତ ଅପରାଧିମାନେ ଦୋକାନୀମାନଙ୍କ ଉପରେ ଉତ୍ପାତ ବଢ଼ାଇଚାଲିଛନ୍ତି। ଅପରାଧୀଙ୍କ ପାଇଁ ରାଜଧାନୀରେ ଏଠି ସମସ୍ତେ ଆତଙ୍କିତ । ସକାଳ ହେଉ କି ସଂଧ୍ୟା…
ଆଜିଠାରୁ ଝଡ଼ବର୍ଷା ସମ୍ଭାବନା: ସତର୍କ ରହିବା ଜରୁରୀ
ଭୁବନେଶ୍ବର : ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଯିବ ପଶ୍ଚିମ ଝଡ଼ର ପ୍ରଭାବ। ଏଥିପାଇଁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବିଶେଷ କରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ଯାଏ ରହିବ। ବିଜୁଳି, ଘଡ଼ଘଡ଼ି ସହ…
‘ବନ୍ଦେ ଉତ୍କଳ ଜନନୀ’କୁ ଏଣିକି କେହି ମନଇଚ୍ଛା ଗାଇପାରିବେ ନାହିଁ
ଭୁବନେଶ୍ବର : ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶେଷରେ ସରକାରଙ୍କ ଚେତା ପଶିଛି। ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’କୁ ଏଣିକି କେହି ମନଇଚ୍ଛା ଗାଇପାରିବେ ନାହିଁ। ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ବାରା ପ୍ରସ୍ତୁତ କରାଯାଇଥିବା ଗାୟନର ଅନୁମୋଦିତ ସ୍ବର, ଶୈଳୀ ଓ ଅବଧିକୁ ସମସ୍ତ…
ରାହୁଲ ଗାନ୍ଧିଙ୍କ ପଛୁଆବର୍ଗଙ୍କୁ ଅପମାନିତ କଲା ଭଳି ଟିପ୍ପଣୀ ଅକ୍ଷମଣୀୟ
ଭୁବନେଶ୍ବର : ଦେଶର ସମ୍ବିଧାନ ଓ ଆଇନର ଊର୍ଧ୍ବରେ କେହି ନୁହନ୍ତି। କିନ୍ତୁ ଗାନ୍ଧି ପରିବାର ନିଜକୁ ଦେଶର ଆଇନର ଊର୍ଧ୍ବରେ ବୋଲି ମନେ କରିବା ଦୁର୍ଭାଗ୍ୟଜନକ। ରାହୁଲ ଗାନ୍ଧିଙ୍କ ପଛୁଆବର୍ଗଙ୍କୁ ଅପମାନିତ କଲା ଭଳି ଟିପ୍ପଣୀ ଅକ୍ଷମଣୀୟ। ତୁରନ୍ତ ସେ କ୍ଷମାପ୍ରାର୍ଥନା କରିବା ଉଚିତ୍ ବୋଲି…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନରେ ଆୟୋଜିତ ନିବେଶକ ସମ୍ମିଳନୀରେ ଯୋଗଦେବେ
ଭୁବନେଶ୍ବର : ରାଜ୍ୟରେ ଶିଳ୍ପାୟନକୁ ଗତିଶୀଳ କରିବା ପାଇଁ ଶିଳ୍ପ ବିଭାଗ ପକ୍ଷରୁ ଆସନ୍ତା ଏପ୍ରିଲ ପ୍ରଥମ ସପ୍ତାହରେ ଜାପାନରେ ନିବେଶକ ସମ୍ମିଳୀନ ଆୟୋଜିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମ୍ମିଳନୀରେ ଯୋଗଦେବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ବରିଷ୍ଠ…
ଆଦିଶକ୍ତିପୀଠ ତାରାତାରିଣୀର ବଦଳିଛି ରୂପରେଖ
ଗଞ୍ଜାମ: 5T ରୂପାନ୍ତରଣ କାର୍ଯ୍ୟକ୍ରମରେ ଆଦିଶକ୍ତିପୀଠ ତାରାତାରିଣୀର ବଦଳିଛି ରୂପରେଖ । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ନଦୀତଟ ରତ୍ନଗିରି ପାହାଡ଼ ଶୀର୍ଷରେ ରହିଛି ମା’ଙ୍କ ଆସ୍ଥାନ । ମୋଟ୍ ୫୨ ଶକ୍ତିପୀଠରୁ ମା’ ତାରାତାରିଣୀଙ୍କ ପୀଠ ଅନନ୍ୟ । ଆଦିଶକ୍ତି ଭାବେ ମାଆ ତାରାତାରିଣୀ ପୂଜା…
ଜୈବ ବିବିଧ ଐତିହ୍ୟ ସ୍ଥଳର ମାନ୍ୟତା ପାଇଲା ବଲାଙ୍ଗୀର ଓ ବରଗଡ଼ ଫରେଷ୍ଟ ଡିଭିଜିନର ଗନ୍ଧମାର୍ଦ୍ଦନ ପର୍ବତ
ଭୁବନେଶ୍ୱର: ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା BHS ମାନ୍ୟତା । ବାୟୋଡାଇଭର୍ସିଟି ହେରିଟେଜ୍ ସାଇଟ୍ ବା ଜୈବ ବିବିଧ ଐତିହ୍ୟ ସ୍ଥଳର ମାନ୍ୟତା ପାଇଲା ବଲାଙ୍ଗୀର ଓ ବରଗଡ଼ ଫରେଷ୍ଟ ଡିଭିଜିନର ଗନ୍ଧମାର୍ଦ୍ଦନ ପର୍ବତ । ରାଜ୍ୟର ତୃତୀୟ BHS ମାନ୍ୟତା ପାଇଛି ଗନ୍ଧମାର୍ଦ୍ଦନ । ଆଗରୁ କନ୍ଧମାଳ…
ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟାକୁ ରୋକିବା ପାଇଁ ଜାରି ହୋଇଛି ସ୍ବତନ୍ତ୍ର ମାର୍ଗଦର୍ଶିକା
ଭୁବନେଶ୍ୱର: ରାଜ୍ୟରେ ବଢ଼ିବାରେ ଲାଗିଛି ସଡ଼କ ଦୁର୍ଘଟଣା । ତା’ସାଙ୍ଗକୁ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟାକୁ ରୋକିବା ପାଇଁ ଜାରି ହୋଇଛି ସ୍ବତନ୍ତ୍ର ମାର୍ଗଦର୍ଶିକା । ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜାରି ହୋଇଛି SOP । ଏପ୍ରିଲ…
ନବୀନ ନିବାସରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା |…